ଦ୍ରୁତ ଗତିରେ ବଢି ଚାଲିଛି ଇ-କମର୍ସ କମ୍ପାନୀଙ୍କ ତେଜରାତି ବ୍ୟବସାୟ, ମୁଣ୍ଡରେ ହାତ ଦେଲେଣି ଖୁଚୁରା ଦୋକାନୀ ନୂଆଦିଲ୍ଲୀ,୧୯।୧୧: ଖାଉଟି କ୍ରେତାଙ୍କୁ ବଡ଼ ମାତ୍ରାରେ ରିହାତି ଦେଇ ନିଜ ଆଡକୁ ଆକୃଷ୍ଟ କରୁଛନ୍ତି ଇ-କମର୍ସ କମ୍ପାନୀ। ପାର୍ବଣ ସମୟରେ ଏହା ଆହୁରି ଅଧିକ ରହୁଛି। କେବଳ ଏତିକି ନୁହେଁ ଅର୍ଡର କଲେ ଏଣିକି ୧୦ ମିନିଟରେ ଆସି ଘର...