Tag Archives: Indian Navy

ପରାକ୍ରମ ଦେଖାଇଲା ନୌସେନା, ଉଦ୍‌ଘାଟନ କଲେ ରାଷ୍ଟ୍ରପତି

ପୁରୀ,୪ା୧୨: ପୁରୀ ବ୍ଲୁ ଫ୍ଲାଗ୍‌ ବିଚ୍‌ରେ ବୁଧବାର ନୌସେନା ତା’ର ପରାକ୍ରମ ଦେଖାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ଡେମୋର ଉଦ୍‌ଘାଟନ କରିଛନ୍ତି। ରାଷ୍ଟ୍ରପତି ବ୍ଲୁ ଫ୍ଲାଗ୍‌ ବିଚ୍‌ରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଥିଲା।...

ଗୋପାଳପୁର ବନ୍ଦରରେ ଲାଗିଛି ନୌସେନା ଜାହାଜ ‘କୁଠାର’, ଦେଖିବାକୁ ପ୍ରବଳ ଭିଡ଼

ଛତ୍ରପୁର,୨୪ା୧୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଗୋପାଳପୁର ବନ୍ଦର ନିକଟ ବର୍ଥ ନଂ ୧ରେ ଭାରତୀୟ ନୌସେନାର ଯୁଦ୍ଧ ଜାହାଜ ‘କୁଠାର’ ରବିବାର ଲଙ୍ଗର ପକାଇଛି। ଏହି ଜାହାଜ ଦେଖିବାକୁ ସକାଳ ୯ଟାରୁ ଅପରାହ୍ନ ୪.୩୦ ମିନଟ୍‌ ପର୍ଯ୍ୟନ୍ତ ପର୍ଯ୍ୟଟକ, ସ୍ଥାନୀୟ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ ଏବଂ ବର୍ତ୍ତମାନର ନୌସେନା ମୁଖ୍ୟ ଆର୍‌ ହରି କୁମାର ସେହିଦିନ ଅବସର ନେବେ।...

Video: ଦମ୍ ଦେଖାଇଲା ଭାରତୀୟ ସେନା, ଆତ୍ମସମର୍ପଣ କଲେ ସୋମାଲିଆ ଡକାୟତ

ନୂଆଦିଲ୍ଲୀ,୧୭।୩: ଭାରତୀୟ ବାୟୁସେନା ରବିବାର ଆରବ ସାଗରରେ ଭାରତୀୟ ନୌସେନା ସହ ମିଳିତ ଅପରେସନ୍ କରୁଥିବା ଫଟୋ ଏବଂ ଏକ ଭିଡିଓ ଜାରି କରିଛି। ସୋମାଲିଆ ସାମୁଦ୍ରିକ ଡକାୟତ ଏକ ଜାହାଜ ସମେତ ୧୭ ଜଣ କ୍ର୍ୟୁ ସଦସ୍ୟଙ୍କୁ ଅପହରଣ...

Video: ଆରବ ସାଗରରେ ଦମ୍‌ ଦେଖାଇଲା ଭାରତୀୟ ନୌସେନା, ସମୁଦ୍ର ଲୁଟେରାଙ୍କ ବିରୋଧରେ କରାଗଲା ବଡ଼ ଅପରେଶନ

ନୂଆଦିଲ୍ଲୀ,୧୬।୩: ଭାରତୀୟ ନୌସେନା ପୁଣି ଥରେ ନିଜର ଶକ୍ତି ପ୍ରଦର୍ଶନ କରିଛି। ଆରବ ସାଗର ମଧ୍ୟଭାଗରେ ସମୁଦ୍ର ଲୁଟେରାମାନଙ୍କ କବଳରୁ ବାଲାଂଦେଶର ଏକ ଜାହାଜକୁ ରକ୍ଷା କରିବାରେ ସଫଳ ହୋଇଛି। ଶନିବାର ଲୁଟେରାମାନେ ଏମ୍‌ଭି ରୁଏନ୍‌ ନାମକ ଜାହାଜକୁ ଅପହରଣ...

ଭାରତକୁ ଫେରିବେ କତାରରେ ମୃତ୍ୟୁଦଣ୍ଡ ପାଇଥିବା ଭାରତୀୟ

ନୂଆଦିଲ୍ଲୀ,୨୨।୧୨: କତାରରେ ମୃତ୍ୟୁଦଣ୍ଡ ପାଇଥିବା ଭାରତୀୟ ଖୁବ୍‌ଶୀଘ୍ର ଭାରତକୁ ଫେରିବେ। ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗଚି ସୂଚନା ଦେଇଛନ୍ତି। ମୃତ୍ୟୁଦଣ୍ଡ ବିରୋଧରେ କତାର କୋର୍ଟରେ ଏକ ଆବେଦନ କରାଯାଇଥିଲା। ଭାରତୀୟ ନାଗରିକଙ୍କ ସମେତ ଅନେକ କଏଦୀଙ୍କୁ କତାର କୋର୍ଟରେ...

ନୌସେନା ଅଧିକାରୀ ପିନ୍ଧିବେ ଶିବାଜୀ ମହାରାଜାଙ୍କ ସେନାର ପ୍ରତୀକ, ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪ା୧୨: ସାମୁଦ୍ରିକ ଅର୍ଥ ବ୍ୟବସ୍ଥାର ବିକାଶ ଉପରେ ସରକାର ସ୍ୱତନ୍ତ୍ର ଧ୍ୟାନ ଦେଉଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଆଜି ନୌସେନା ଦିବସ ଅବସରରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ଯୋଗଦେଇ ମୋଦି କହିଛନ୍ତି, ଏବେ ସାମୁଦ୍ରିକ ଅର୍ଥ ବ୍ୟବସ୍ଥାକୁ ଦୃଢ଼...

ଭାରତୀୟ ନୈସେନାର ୮ ପୂର୍ବତନ ଅଧିକାରୀଙ୍କୁ ମୃତ୍ୟୁଦଣ୍ଡ ଦେଇପାରିବ ନାହିଁ କତାର

ନୂଆଦିଲ୍ଲୀ,୨୮।୧୦: କତାରର ଏକ କୋର୍ଟ ସେଠାରେ ବାସ କରୁଥିବା ୮ ଜଣ ଭାରତୀୟ ନୈସେନା ଅଧିକାରୀଙ୍କୁ ମୃତ୍ୟୁଦଣ୍ଡ ଦେଇଛନ୍ତି, ଯାହା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ଗଲ୍ଫ ଦେଶ କତାରର ଏହି ନିଷ୍ପତ୍ତି ଭାରତୀୟମାନଙ୍କୁ ଆଶ୍ଚର୍ଯ୍ୟଜନକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri