International

ପ୍ରତି ୧୦ମିନିଟ୍‌ରେ ଜଣେ ମହିଳାଙ୍କୁ ପରିବାର ଲୋକେ ହତ୍ୟା କରୁଛନ୍ତି

ନ୍ୟୁୟର୍କ,୨୬ା୧୧(ପି.ଟି.): ବିଶ୍ୱରେ ପ୍ରତି ୧୦ ମିନିଟ୍‌ରେ ଜଣେ ମହିଳା କିମ୍ବା ଯୁବତୀଙ୍କୁ ତାଙ୍କ ପାର୍ଟନର ଅଥବା ପରିବାର ସଦସ୍ୟ ହତ୍ୟା କରୁଥିବା ଜାତିସଂଘର ନୂତନ ତଥ୍ୟରୁ ଜଣାପଡ଼ିଛି।…

1 month ago

US Deportation Video: ପ୍ରବାସୀଙ୍କ ନିର୍ବାସନକୁ ମଜା ଉଡାଇଲା ହ୍ବାଇଟ୍‌ ହାଉସ! ଭିଡିଓକୁ ନେଇ ନୂଆ ବିବାଦ

ଓ୍ବାଶିଂଟନ,୬।୪: ହ୍ବାଇଟ ହାଉସ ଦ୍ୱାରା ଏହାର ଅଫିସିଆଲ X ଆକାଉଣ୍ଟରେ ପୋଷ୍ଟ କରାଯାଇଥିବା ଏକ ଭିଡିଓକୁ ନେଇ ବିବାଦ ସୃଷ୍ଟି ହୋଇଛି। ସମାଲୋଚକମାନେ ଟ୍ରମ୍ପ ପ୍ରଶାସନ ଉପରେ…

9 months ago

ଚାଇନାର ପ୍ରହାରରେ ଆମେରିକୀୟ ଶେୟାର ବଜାରରେ ହାହାକାର

ଓ୍ବାଶିଂଟନ୍‌,୪।୪: ବିଶ୍ୱର ଦୁଇଟି ବୃହତ୍‌ ଅର୍ଥନୀତି ପରସ୍ପର ସହିତ ଟାରିଫ୍‌ ଓ୍ବାର୍‌ ଆରମ୍ଭ କରିଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଚାଇନାରୁ ଆମଦାନୀ ହେଉଥିବା ସାମଗ୍ରୀ ଉପରେ…

9 months ago

ଭୂକମ୍ପ ଝଟ୍‌କାରେ ଥରିଲା ନେପାଳ, ଭାରତରେ ବି…

କାଠମାଣ୍ଡୁ/ଲକ୍ଷ୍ନୌ,୪।୪:ନେପାଳରେ ଶୁକ୍ରବାର ରାତି ୭ଟା ୫୨ ମିନିଟ୍‌ ସମୟରେ ୫.୦ ତୀବ୍ରତାର ଭୂକମ୍ପ ହୋଇଛି। ଏହାର କମ୍ପନ ଉତ୍ତର ଭାରତର ବିଭିନ୍ନ ଭାଗରେ ଅନୁଭୂତ ହୋଇଛି। ୨୦…

9 months ago

କ’ଣ କହୁଛି JFK ଫାଇଲ୍‌? ଆମେରିକାର ପୂର୍ବତନ ରାଷ୍ଟ୍ରପତି କେନେଡିଙ୍କ ହତ୍ୟା ନେଇ ହେଲା ବଡ଼ ଧରଣର  ଖୁଲାସା

ଓ୍ବାଶିଂଟନ,୧୯।୩: ୧୯୬୩ରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜନ ଏଫ୍‌. କେନେଡିଙ୍କୁ ଗୁଳି କରି ହତ୍ୟା ସହିତ ଜଡିତ ଗୋପନୀୟ ଦଲିଲର ୮୦,୦୦୦ ଫାଇଲ୍‌କୁ ମଙ୍ଗଳବାର ସନ୍ଧ୍ୟାରେ ସାର୍ବଜନୀନ…

10 months ago

Sunita Williams Return Video: ସୁରକ୍ଷିତ ଭାବେ ପୃଥିବୀକୁ ଫେରିଲେ ସୁନୀତା ୱିଲିୟମ୍ସ: ଫ୍ଲୋରିଡା ଉପକୂଳରେ କଲେ ଅବତରଣ, ଦେଖନ୍ତୁ ଭିଡିଓ

ଫ୍ଲୋରିଡା,୧୯।୩: ନାସା ମହାକାଶଚାରୀ ସୁନୀତା ୱିଲିୟମ୍ସ ଏବଂ ତାଙ୍କ ସହଯୋଗୀ ବୁଚ ୱିଲ୍‌ମୋର ୯ ମାସ ପରେ ଶେଷରେ ପୃଥିବୀକୁ ଫେରିଛନ୍ତି। ଉଭୟ ମହାକାଶଚାରୀ ବୁଧବାର ଭାରତୀୟ…

10 months ago

ଅପେକ୍ଷାର ହେବାକୁ ଯାଉଛି ଅନ୍ତ! ସ୍ପେସ୍‌ ଷ୍ଟେଶନରେ ପହଞ୍ଚିଲେ କ୍ରୁ-୧୦ ଟିମ୍‌, ଫେରିବେ ସୁନୀତା-ବୁଚ୍‌

ନୂଆଦିଲ୍ଲୀ,୧୬।୩: ଏବେ ସୁନିତା ୱିଲିୟମ୍ସଙ୍କ ପୃଥିବୀକୁ ଫେରିବାର ଅପେକ୍ଷା ଧୀରେ ଧୀରେ ଶେଷ ହେବାକୁ ଯାଉଛି। କ୍ରୁ-୧୦ ଦଳ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ପହଞ୍ଚିଛି। ସୁନିତା ଏବଂ…

10 months ago

ପାକିସ୍ତାନ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଲାଣି BLA: ସେନାର Convoy ଉପରେ ବଡ଼ ଆକ୍ରମଣ, ୯୦ ଯବାନ ମୃତ

ଇସଲାମାବାଦ,୧୬।୩: ପାକିସ୍ତାନରେ ପୁଣି ଥରେ ଏକ ବଡ଼ ଆକ୍ରମଣ ହୋଇଛି। ଏଥର ବାଲୁଚ ଆତଙ୍କବାଦୀମାନେ ପାକିସ୍ତାନ ସେନାକୁ ଟାର୍ଗେଟ କରିଛନ୍ତି। ଏହି ଆକ୍ରମଣ ଭାରତରେ ହୋଇଥିବା ପୁଲୱାମା…

10 months ago

ପୁଣି ଥରେ ବାଲାଂଦେଶ ପ୍ରଧାନମନ୍ତ୍ରୀ ଭାବେ ଫେରିବେ ଶେଖ୍‌ ହସିନା, ଘନିଷ୍ଠ ବନ୍ଧୁ ଭାରତକୁ କହିଲେ ‘ଧନ୍ୟବାଦ’

ଢାକା,୧୩।୩: ବାଂଲାଦେଶର ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ ହସିନା ପ୍ରଧାନମନ୍ତ୍ରୀ ଭାବରେ ତାଙ୍କ ଦେଶକୁ ଫେରିବାକୁ ଯାଉଛନ୍ତି। ଏନେଇ ତାଙ୍କର ଘନିଷ୍ଠ ସହଯୋଗୀ ଏବଂ ଯୁକ୍ତରାଷ୍ଟ୍ର ଆୱାମୀ ଲିଗର…

10 months ago

ପାକିସ୍ତାନରେ କ୍ଷମତା ପରିବର୍ତ୍ତନ ଲାଗି ସ୍କ୍ରିପ୍ଟ ପ୍ରସ୍ତୁତ! ଯେକୌଣସି ମୁହୂର୍ତ୍ତରେ ଶରିଫ ଭାଇଙ୍କ ହାତରୁ ଚାଲିଯାଇପାରେ କ୍ଷମତା…

ଇସଲାମାବାଦ,୫।୩: ପୁଣି ଥରେ ପାକିସ୍ତାନରେ କ୍ଷମତା ପାଇଁ ସଂଘର୍ଷ ତୀବ୍ର ହୋଇଛି। ଦେଶର ରାଜନୈତିକ ପରିସ୍ଥିତି କ୍ରମାଗତ ଭାବରେ ବିଗିଡ଼ିବାରେ ଲାଗିଛି। ଏଣୁ ଦେଶରେ ବିଦ୍ରୋହ ପାଇଁ…

10 months ago

ସୁଧୁରୁନି ଚାଇନା…ସୀମା ନିକଟରେ ଆରମ୍ଭ କଲା ସାମରିକ ଅଭ୍ୟାସ

ବେଜିଂ,୨୬।୨: ବେଜିଂ ଏବଂ ତାଇପେଇ ମଧ୍ୟରେ ପୂର୍ବରୁ ଚାଲିଥିବା ଉତ୍ତେଜନା ମଧ୍ୟରେ ଚାଇନା ପୁଣି ଥରେ ତାର ଦାଦାଗିରି ଦେଖାଇଛି। ଡ୍ରାଗନ ତାଇୱାନର ବହୁତ ନିକଟରେ କୌଣସି…

10 months ago

ଆସିଗଲା ଉଡ଼ନ୍ତା କାର…ଏବେ ଟ୍ରାଫିକ୍‌ ଜାମ ସମସ୍ୟାରୁ ମିଳିବ ମୁକ୍ତି, କିଣିବାକୁ ଚାହିଁଲେ ଗଣିବେ ଏତିକି…

ନୂଆଦିଲ୍ଲୀ,୨୩।୨: ଟ୍ରାଫିକ୍‌ ଜାମ ସମସ୍ୟା କେବଳ ଭାରତରେ ନୁହେଁ ବରଂ ସାରା ବିଶ୍ୱର ବଡ଼ ବଡ଼ ସହରରେ ରହିଛି। ଏହାକୁ ମୁକାବିଲା କରିବା ପାଇଁ ବିଭିନ୍ନ ପ୍ରୟାସ…

10 months ago