ବଡ଼ ଯୁଦ୍ଧ ଆଶଙ୍କା, ଯୁଦ୍ଧପୋତ ଓ ଲଢ଼ୁଆ ବିମାନ ପଠାଇଲା ଆମେରିକା ୱାଶିଂଟନ,୦୩।୦୮: ପଶ୍ଚିମ ଏସିଆରେ ବଢ଼ୁଥିବା ତିକ୍ତତା ମଧ୍ୟରେ ଆମେରିକା ମଧ୍ୟ ଉକ୍ତ ଅଞ୍ଚଳରେ ନିଜ ସୈନ୍ୟଶକ୍ତି ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି । ପଶ୍ଚିମ ଏସିଆରେ ଅଧିକ ଯୁଦ୍ଧ ଜାହଜ ଏବଂ ଲଢ଼ୁଆ ବିମାନ ନିୟୋଜିତ କରିବାକୁ ଆମେରିକା ପଦକ୍ଷେପ...
ବଡ଼ ଘୋଷଣା କଲା ଏୟାର ଇଣ୍ଡିଆ, ଅଗଷ୍ଟ ୮ ପର୍ଯ୍ୟନ୍ତ ଏହି ସହରକୁ ଉଡ଼ିବନି ଫ୍ଲାଇଟ୍ ନୂଆଦିଲ୍ଲୀ, ୦୨।୦୮: ଟାଟା ଗ୍ରୁପ୍ର ଏୟାର ଲାଇନ୍ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛି । ଏୟାର ଇଣ୍ଡିଆ ଶୁକ୍ରବାର ଏହାର ଅଫିସିଆଲ୍ ଏକ୍ସ ଆକାଉଣ୍ଟ ମଧ୍ୟମରେ ମଧ୍ୟ ପ୍ରାଚ୍ୟରେ ଜାରି ରହିଥିବା ସଙ୍କଟକୁ...
ଭାରତରେ ପଡ଼ିଲା ଇସ୍ରାଏଲ୍-ହମାସ ଯୁଦ୍ଧର ପ୍ରଭାବ, ଫ୍ଲାଇଟ୍ ବାତିଲ୍ କଲା ଏୟାର ଇଣ୍ଡିଆ ନୂଆଦିଲ୍ଲୀ, ୦୨।୦୮: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ଧିରେ ଧିରେ ତେଜିବାରେ ଲାଗିଛି । ହମାସ ଗ୍ରୁପ୍ର ସୁପ୍ରିମୋ ଇସ୍ମାଇଲ ହାନିଆଙ୍କ ହତ୍ୟା ପରେ ଚିହିଁକି ଉଠିଛି ହମାସ୍ । ସୁରକ୍ଷାକୁ ଦୃଷ୍ଟିରେ ରଖି ଏୟାର...
ସିରିଆରେ ଇସ୍ରାଏଲର ଏୟାର ଷ୍ଟ୍ରାଇକ, ଅନେକ ମୃତ: ରିପୋର୍ଟ ନୂଆଦିଲ୍ଲୀ, ୩।୬: ସୋମବାର ସିରିଆର ଆଲେପ୍ପୋ ସହର ପରିସରରେ ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ଅନେକ ଲୋକଙ୍କର ମୃତ୍ୟୁ ଘଟିଛି ବୋଲି ସିରିଆର ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ କରିଛି। ଗୋଟିଏ ସପ୍ତାହ ମଧ୍ୟରେ ଦେଶ ଉପରେ ଏହା ଦ୍ୱିତୀୟ ଆକ୍ରମଣ ହୋଇଛି।...
ବିଶ୍ୱର ଲକ୍ଷ ଲକ୍ଷ ଲୋକେ ଶେୟାର କରୁଛନ୍ତି ଏହି ଫଟୋ, ଜାଣନ୍ତୁ ଏହାର ଅର୍ଥ କ’ଣ ? ନୂଆଦିଲ୍ଲୀ,୨୯।୫: ଗୋଟିଏ ଫଟୋ ଏବେ ସୋସିଆଲ ମିଡିଆରେ ତୀବ୍ର ଗତିରେ ଭାଇରାଲ ହେଉଛି। ତେବେ ଏହି ଫଟୋ କ’ଣ ଲେଖା ଅଛି, କାହିଁକି ଏହାକୁ ଲୋକେ ଏତେ ମାତ୍ରାରେ ଶେୟାର କରୁଛନ୍ତି ? ପ୍ରକୃତରେ ଇସ୍ରାଏଲର ଗାଜା ସହର ଉପରେ...
ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ… ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍ ଆକ୍ରମଣ ଖବର ତୃତୀୟ ବିଶ୍ୱଯୁଦ୍ଧର ଭୟ ସୃଷ୍ଟି କରିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଶୁକ୍ରବାର...
ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ ଜେରୁଜେଲମ୍,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ଇରାନ ଗିରଫ କରିନାହିଁ ଏବଂ ସେମାନେ ଆରାମରେ ଦେଶ ଛାଡ଼ି ପାରିବେ। ଏକ...
ଇରାନ-ଇସ୍ରାଏଲ ଟେନସନ: ଷ୍ଟକ୍ ମାର୍କେଟରେ ହାହାକାର, ୯୦୦ ପଏଣ୍ଟ ଖସିଲା ସେନସେକ୍ସ ମୁମ୍ବାଇ,୧୫।୪: ଭାରତୀୟ ଷ୍ଟକ୍ ମାର୍କେଟରେ ସୋମବାର ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ଶନିବାର ଏବଂ ରବିବାର ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଭଳି ପରିସ୍ଥିତି ଉପୁଜିଥିଲା। ଇରାନ ଇସ୍ରାଏଲର ଅନେକ ସ୍ଥାନକୁ ଡ୍ରୋନ୍ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ...
ସଠିକ୍ ସମୟରେ ମିଳିବ ଆକ୍ରମଣର ଜବାବ, ଇରାନ ଆକ୍ରମଣ ପରେ ଇସ୍ରାଏଲ ମନ୍ତ୍ରୀଙ୍କ ପ୍ରତିଜ୍ଞା ମୁମ୍ବାଇ,୧୫ା୪: ଇସ୍ରାଏଲର ମନ୍ତ୍ରୀ ବେନି ଗାଣ୍ଟଜ ରବିବାର ଶପଥ ନେଇଛନ୍ତି ଯେ ସମୟ ଆସିଲେ ଇରାନ କରିଥିବା କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍ ଆକ୍ରମଣର ଜବାବରେ ଦେବ। ଇରାନ ଆକ୍ରମଣ ଉପରେ ଦେଶର ପ୍ରତିକ୍ରିୟା ବିଷୟରେ ଆଲୋଚନା କରିବା ପାଇଁ ଇସ୍ରାଏଲ...
ପଶ୍ଚିମ ଏସିଆରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ମୂଲ୍ୟ ୧୦୦ ଡଲାର ପାର କରିବା ସମ୍ଭାବନା ନୂଆଦିଲ୍ଲୀ,୧୪।୪: ପଶ୍ଚିମ ଏସିଆରେ ପୁଣି ବିବାଦ ଚରମ ସୀମାରେ ପହଞ୍ଚିଛି। ପ୍ରଥମ ଥର ପାଇଁ ଇରାନ-ଇସ୍ରାଏଲ ମୁହାଁମୁହିଁ ହୋଇଛନ୍ତି। ଫଳରେ ଏହି ଅଂଚଳରେ ପ୍ରତ୍ୟେକ୍ଷ ଯୁଦ୍ଧ ସ୍ଥିତି ଉପୁଜିଛି। ତେବେ ଏହି ଯୁଦ୍ଧ ସ୍ଥିତିର ପ୍ରଭାବ ସମଗ୍ର ବିଶ୍ୱ ଉପରେ...
ଇସ୍ରାଏଲରେ ରହୁଥିବା ଭାରତୀୟଙ୍କ ପାଇଁ ଜାରିହେଲା ହେଲ୍ପଲାଇନ୍ ନମ୍ବର ଜେରୁଜେଲମ୍,୧୪ା୪: ରବିବାର ଇସ୍ରାଏଲରେ ଥିବା ଭାରତୀୟ ଦୂତାବାସ ଭାରତୀୟ ନାଗରିକମାନଙ୍କୁ ଶାନ୍ତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ବ୍ୟତୀତ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ଜାରି କରାଯାଇଥିବା ସୁରକ୍ଷା ପ୍ରୋଟୋକଲଗୁଡ଼ିକ ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି। ଦୂତାବାସ ଆହୁରି ମଧ୍ୟ କହିଛି...
“ଆମେ ଏବେ ଆଉ ଆକ୍ରମଣ କରିବୁ ନାହିଁ, କିନ୍ତୁ ଇସ୍ରାଏଲ୍ …”: ଆକ୍ରମଣ ପରେ ବିବୃତ୍ତି ଜାରି କଲା ଇରାନ ନୂଆଦିଲ୍ଲୀ,୧୪।୪: ଡ୍ରୋନ୍ ଏବଂ କ୍ଷେପଣାସ୍ତ୍ର ସହିତ ଇରାନର ଇସ୍ରାଏଲ ଉପରେ ଆକ୍ରମଣ ପରେ ଦୁଇ ଦେଶ ମଧ୍ୟରେ ତିକ୍ତତା ବୃଦ୍ଧି ପାଇଛି। ତେବେ ଇରାନ କହିଛି ଯେ ଆମର ଆକ୍ରମଣ ସମାପ୍ତ ହୋଇଛି ଏବଂ ଆମେ ଏହାକୁ ଜାରି ରଖିବାକୁ...