ଭୁବନେଶ୍ୱର,୯।୧: ଆସନ୍ତା ଦୁଇରୁ ତିନି ବର୍ଷ ମଧ୍ୟରେ ଓଡ଼ିଶାକୁ ସୂଚନା ପ୍ରଯୁକ୍ତିବିଦ୍ୟା (ଆଇଟି)ର ଏକ ବଡ଼ ହବ୍ରେ ପରିଣତ କରାଯିବ, ଗୁରୁବାର କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ…