ପୁରୀ,୧୬ା୧୧: ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପୁରୀ ବାସେଳିସାହି ଥାନାରେ ଏତଲା ଦାୟର କରାଯାଇଛି। ମାଟିତୋଟା ମୌଜାରେ ମହାପ୍ରଭୁଙ୍କ ଜମି ବେଆଇନ…