ଅଲ୍ଟ୍ରାସାଉଣ୍ଡ ରିପୋର୍ଟକୁ କେନ୍ଦ୍ରକରି ଉତ୍ତେଜନା: ମୃତ ଶିଶୁକୁ ନେଇ ଡାଇଗ୍ନୋଷ୍ଟିକ ସେଣ୍ଟର ଓ ଡାକ୍ତରଙ୍କ ମଧ୍ୟରେ ଦୋଷାରୋପ ଯାଜପୁର ଟାଉନ,୩୧।୧(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ସହରରେ ଥିବା ଏହି ଡାଇଗ୍ନୋଷ୍ଟିକ୍ ସେଣ୍ଟରର ରିପୋର୍ଟକୁ ନେଇ ସ୍ଥାନୀୟ ଅଞ୍ଚଳରେ ଗଣ୍ଡଗୋଳ ଓ ଉତ୍ତେଜନା ପ୍ରକାଶ ପାଇଛି। ଜଣେ ପ୍ରସବ ମହିଳାଙ୍କ ମୃତ ଶିଶୁ ଜନ୍ମ ହେବାକୁ ନେଇ ଉଭୟ ଡାଇଗ୍ନୋଷ୍ଟିକ...
ହାଇଓ୍ବା ଚକା ତଳେ ଚାପି ହୋଇ ଜଣେ ମୃତ, ୨ ଗୁରୁତର ପାଣିକୋଇଲି/କୋରେଇ,୨୩।୧(ବିକାଶ ମଲ୍ଲିକ/ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା ପାଣିକୋଇଲି ଥାନା ଅନ୍ତର୍ଗତ ଷଠିପୁର-ଯାଜପୁର ରାସ୍ତାର ପଥପ୍ରାନ୍ତ ସୁବିଧା କେନ୍ଦ୍ର ନିକଟରେ ଗୁରୁବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ହାଇଓ୍ବା ଚକା ତଳେ ୩ ବାଇକ୍ ଆରୋହୀ ପଶିଯିବାରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁହୋଇଛି।...
ଯାଜପୁର ଚଣ୍ଡିଖୋଲରେ ହେବ ଅଶୋଧିତ ତୈଳ ରିଜର୍ଭ, ରାଜ୍ୟ ସରକାର ଦେଲେ ଅନୁମତି ଭୁବନେଶ୍ୱର,୬।୧: ଯାଜପୁରରେ ହେବାକୁ ଥିବା ବହୁ ପ୍ରତିକ୍ଷିତ ଅଶୋଧିତ ତୈଳ ସଂରକ୍ଷଣକୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର। ସୋମବାର ଉଚ୍ଚସ୍ତରୀୟ କ୍ଲିଅରାନ୍ସ ଅଥରିଟି(HLCA) ବୈଠକରେ ଏହି ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଏତିରେ ଯାଜପୁରରେ ୪.୦୦ ଏମଏମଟି ଅଶୋଧିତ ତୈଳ ସଂରକ୍ଷଣ...
୨୦ ବର୍ଷ ହେଲା ଚାପିରହିଛି ଆର୍ଡିସି ତଦନ୍ତ ରିପୋର୍ଟ ଯାଜପୁର,୨୯ା୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଏବଂ ବିରଜା ହାଟ ସ୍ଥାନାନ୍ତରଣକୁ ନେଇ ରାଜନୈତିକ ହଇଚଇ ସୃଷ୍ଟି ହୋଇଛି। ବିରଜା ହାଟ ପୁରୁଣା ସ୍ଥାନରେ ବସିବା ପାଇଁ ଜିଲା ପ୍ରଶାସନର ଅନୁମତି...
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା ଯାଜପୁର,୨୨ା୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ପ୍ରତିକ୍ରିୟା ଦେଇଛନ୍ତି ଆଇନ ମନ୍ତ୍ରୀ। ଏହି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କ ବିରୋଧରେ ଭୟଙ୍କର ଆକ୍ସନ ନିଆଯିବ କହିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। କିଛି ଲୋକଙ୍କର ଏପର୍ଯ୍ୟନ୍ତ ଦୋଷ ଛାଡ଼ିନି,...
ଯାଜପୁରରେ ଶୁଟିଂ ହେଲା ପୁଷ୍ପା-୨ ଯାଜପୁର,୨୨ା୧୦: ବହୁ ପ୍ରତିକ୍ଷିତ ତେଲୁଗୁ ଫିଲ୍ମ ପୁଷ୍ପା-୨ ଏକ ଦୃଶ୍ୟର ସୁଟିଂ ଓଡ଼ିଶାର ଯାଜପୁର ଜିଲାରେ ହୋଇଛି। ସୋମବାର ଜିଲାର କାଳିଆପାଣି ଥାନା ଓଏମ୍ସି କଲରଙ୍ଗି ଟ୍ରକ୍ ପାକିଂ ୟାର୍ଡରେ ନିକଟରେ ମୈତ୍ରୀ ମୁଭି ମେକର୍ସ ପକ୍ଷରୁ ବହୁଚର୍ଚ୍ଚିତ ପୁଷ୍ପା-୨...
ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା, ହୋଇପାରୁନି ବିସର୍ଜନ ଭୁବନେଶ୍ୱର, ୧୮ା୧୦: ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା। ଜାଗା ବିବାଦ ପାଇଁ ଦଶହରା ପରେ ବି ହୋଇନାହାଁନ୍ତି ବିସର୍ଜିତ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଯାଜପୁର ଟାଉନ ଥାନା ରାମ୍ବାଗ ଗାଁରେ। ସୂଚନାନୁସାରେ,...
ଯାଜପୁରର ବିକାଶ ପାଇଁ ମୁଁ ପୁଣି ଲଢ଼ିବାକୁ ପ୍ରସ୍ତୁତ: ପ୍ରଣବ ପ୍ରକାଶ ଝୁମ୍ପୁରୀ, ୩।୧୦(ସରୋଜ ନାୟକ): ଯାଜପୁରର ବିକାଶ ପାଇଁ ‘ମୁଁ ପୁଣି ଲଢ଼ିବାକୁ ପ୍ରସ୍ତୁତ’ ବୋଲି ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ ଘୋଷଣା କରିଛନ୍ତି। ଗାନ୍ଧୀ ଜୟନ୍ତୀ ଅବସରରେ ବିଜୁ ଜନତା ଦଳ ପକ୍ଷରୁ ବୁଧବାରଠାରୁ ଆରମ୍ଭ ହୋଇଥିବା...
ସୁଭଦ୍ରା ଟଙ୍କା ପାଇଁ ଠେଲାପେଲା: ମେସେଜ ଆସିନଥିବାରୁ ବ୍ୟାଙ୍କରେ ଭୟଙ୍କର ଭିଡ ବରୀ,୧୮ା୯(ମହେନ୍ଦ୍ର ସ୍ୱାଇଁ): ସାରା ଓଡ଼ିଶାରେ ଏବେ ସୁଭଦ୍ରା ଚର୍ଚ୍ଚା। ଯୁଆଡେ ଦେଖିଲେ ସମସ୍ତଙ୍କ ମୁହଁରେ ସୁଭଦ୍ରା ଟଙ୍କା ଆସିଲା କି ନାହିଁ ପ୍ରଶ୍ନ। ଏହାରି ମଧ୍ୟରେ ଯେଉଁମାନଙ୍କର ବ୍ୟାଙ୍କ ଖାତାରେ ମୋବାଇଲ ନମ୍ବର ଲିଙ୍କ ନାହିଁ, ସେମାନଙ୍କର ସୁଭଦ୍ରା ଟଙ୍କା...
କାର ଭିତରେ ଅଜଗର: ୫ ଘଣ୍ଟା ଉଦ୍ୟମ ପରେ ହେଲା ଉଦ୍ଧାର ଯାଜପୁର,୧୬।୯: କାର ଭିତରୁ ବାହାରିଲା ଅଜଗର। ଏଭଳି ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ତେନ୍ତୁଲିଖୁଣ୍ଟା ଗାଁ ହୁଣ୍ଡାଇ ସୋ’ ରୁମ ନିକଟରେ। ଜଣେ କାର ମାଲିକ ରବିବାର ନିଜ ଗାଡିର ସର୍ଭିସିଂ ପାଇଁ ସୋ ରୁମକୁ ଆଣିଥିଲେ...
ଭାଜପା ଛାଡ଼ି ପୁଣି ବିଜେଡିକୁ ଫେରିଲେ ବରି ବ୍ଲକ ଅଧ୍ୟକ୍ଷ ଅଶୋକ ଗେଡି ଭୁବନେଶ୍ୱର,୨୭।୮: ଘର ବାହୁଡା କରିଛନ୍ତି ବରି ବ୍ଲକ ଅଧ୍ୟକ୍ଷ ଅଶୋକ ଗେଡି। କିଛିଦିନ ତଳେ ସେ ବିଜେଡି ଚଡି ଭାଜପାରେ ଯୋଗ ଦେଇଥିଲେ। ଯାହାପରେ ବରୀ ରାଜନୀତି ସରଗରମ ହୋଇଉଠିଥିଲା। ସ୍ଥାନୀୟ ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକ ଅଶୋକ ଗେଡିଙ୍କୁ ଦଳକୁ...
ମହିଳାଙ୍କଠାରୁ ଠକିନେଲେ କୋଟିଏ ଟଙ୍କା ଯାଜପୁର ଟାଉନ,୨ା୭ (ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି) :ଜଣେ ଯୁବକ ପ୍ରଲୋଭନ ଦେଖାଇ ଶତାଧିକ ମହିଳାଙ୍କଠାରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ୍ କରିନେଇଥିବା ଅଭିଯୋଗ ହୋଇଥିଲା ା ସମ୍ପୃକ୍ତ ମହିଳାମାନେ ଜିଲା ପ୍ରଶାସନ ଓ ପୋଲିସର ଦ୍ୱାରସ୍ଥ ହୋଇଥିଲେ। ଯାଜପୁର ଟାଉନ୍...