Tag Archives: jdu

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ଏତିକି ଆସନରେ ଲଢ଼ିବ ଭାଜପା, ଜାଣନ୍ତୁ ଅନ୍ୟ କେଉଁ ଦଳ କେତୋଟି ଆସନରେ ଲଢ଼ିବେ…

ରାଞ୍ଚି,୧୮ା୧୦: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଏନ୍‌ଡିଏ ମଧ୍ୟରେ ଆସନ ବଣ୍ଟନ ଘୋଷଣା କରାଯାଇଛି। ଶୁକ୍ରବାର ଭାଜପା ଏବଂ ଏଜେୟୁ ରାଞ୍ଚିରେ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ କରି ଆସନ ବଣ୍ଟନ ନେଇ ଘୋଷଣା କରିଛନ୍ତି। ଝାଡ଼ଖଣ୍ଡର...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି । ଲୋକସଭାରେ ଭାଷଣ ଦେଇ ଲଲନ ସିଂ କହିଛନ୍ତି ଯେ ଭାରତୀୟ...

ବିହାରକୁ ବଡ଼ ଝଟ୍‌କା ଦେଲେ ମୋଦି ସରକାର, ଆଉ ମିଳିବନି…

ନୂଆଦିଲ୍ଲୀ, ୨୨।୭: ମୋଦି ସରକାରଙ୍କ ତୃତୀୟ ପାଳି ବଜେଟ୍‌ ଆସନ୍ତାକାଲି ଅର୍ଥାତ ଜୁଲାଇ ୨୩ ତାରିଖରେ ସଂସଦରେ ଉପସ୍ଥାପନ ହେବାକୁ ଯାଉଛି । ଏହାର ଠିକ୍‌ ପୂର୍ବରୁ ବିହାରକୁ ବଡ଼ ଝଟ୍‌କା ଲାଗିଛି । ବିହାରର ସ଼୍ବତନ୍ତ୍ର ରାଜ୍ୟ ଦାବିକୁ...

ଭାଜପାର ଟେନ୍‌ସନ୍‌ ବଢ଼ାଇଲା ଜେଡିୟୁ, କେନ୍ଦ୍ର ସରକାରଙ୍କ ଆଗରେ ରଖିଦେଲା ଏହି ବଡ଼ ଦାବି

ପାଟନା,୨୯ା୬: ଦିଲ୍ଲୀରେ ଅନୁଷ୍ଠିତ ଜନତା ଦଳ ୟୁନାଇଟେଡ୍‌(ଜେଡିୟୁ)ର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟ ସଭା ଏମ୍‌ପି ସଞ୍ଜୟ କୁମାର ଝା ଦଳର କାର୍ଯ୍ୟକାରୀ ଅଧ୍ୟକ୍ଷ ହୋଇଛନ୍ତି। ସଞ୍ଜୟ ପୂର୍ବରୁ ମଧ୍ୟ ଦଳର ଅଧ୍ୟକ୍ଷ ଥିଲେ। ରାଜଧାନୀରେ ହୋଇଥିବା ବୈଠକରେ ଖୋଦ୍‌...

ଜେଡିୟୁ ବୈଠକରେ ବଡ଼ ଘୋଷଣା, ଝାଡ଼ଖଣ୍ଡରେ ନିର୍ବାଚନ ଲଢ଼ିବେ ନୀତୀଶ ଟିମ୍‌

ନୂଆଦିଲ୍ଲୀ, ୨୯।୦୬: ଦିଲ୍ଲୀରେ ବସିଥିବା ଜନତା ଦଳର କାର୍ଯ୍ୟକାରିଣୀ ବୈଠକରେ ନିର୍ବାଚନକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ଦଳର ସୁପ୍ରିମୋ ତଥା ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର । ଏହି ବୈଠକରେ ଲୋକସଭା ନିର୍ବାଚନକୁ ନେଇ ସମୀକ୍ଷା କରାଯିବା ସହ...

ସଞ୍ଜୟଙ୍କୁ ବଡ଼ ଦାୟିତ଼୍ବ, ହେଲେ ଦଳର କାର୍ଯ୍ୟକାରୀ ଅଧ୍ୟକ୍ଷ

ନୂଆଦିଲ୍ଲୀ, ୨୯।୦୬: ରାଜଧାନୀ ଦିଲ୍ଲୀରେ ବସିଥିବା ଜନତା ଦଳର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକରେ ବଡ଼ ନିଷ୍ପତ୍ତି ନିଆଯାଇଛି । ଏହି ବୈଠକରେ ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସମେତ ଦଳର ବରିଷ୍ଠ ନେତାମାନେ ଯୋଗ ଦେଇଥିଲେ । ବୈଠକରେ ସଞ୍ଜୟ...

ସଞ୍ଜୟ ଝାଙ୍କୁ ବଡ଼ ଦାୟିତ଼୍ବ ଦେଇପାରନ୍ତି ମୁଖ୍ୟମନ୍ତ୍ରୀ

ପାଟନା, ୨୮।୦୬: ବିହାର ମୁଖ୍ୟମନ୍ତ୍ରୀ ତଥା ଜନତା ଦଳ ମୁଖ୍ୟ ନୀତୀଶ କୁମାର ରାଜ୍ୟସଭା ଏମ୍‌ପି ସଞ୍ଜୟ ଝାଙ୍କୁ ବଡ଼ ଦାୟିତ଼୍ବ ଦେଇପାରନ୍ତି । ତାଙ୍କୁ ଦଳର କାର୍ଯ୍ୟକାରୀ ଅଧ୍ୟକ୍ଷ କରିବା ପାଇଁ ଯୋଜନା ହେଉଥିବା ଶୁଣାଯାଉଛି । ନୀତୀଶ...

କେଉଁ ସର୍ତ୍ତରେ ଏନ୍‌ଡିଏକୁ ସମର୍ଥନ ଜଣାଇଲେ ନୀତୀଶ କୁମାର, ଜାଣନ୍ତୁ…

ପାଟ୍‌ନା,୫ା୬: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଦିଲ୍ଲୀରେ ପହଞ୍ଚି ଏନ୍‌ଡିଏ ବୈଠକରେ ଯୋଗ ଦେଇଥିଲେ। ଏହି ବୈଠକରେ ନୀତୀଶ କୁମାରଙ୍କୁ ଗତ ୧୦ ବର୍ଷ ମଧ୍ୟରେ କିଙ୍ଗ୍‌ମେକରଙ୍କ ପଦରେ ଦେଖିବାକୁ ମିଳିଥିଲା। ବୈଠକର ଠିକ୍‌ ପୂର୍ବରୁ ନୀତୀଶ ଏବଂ ତାଙ୍କ...

ଏବେ ହେବ ଅସଲ ଖେଳ

ପାଟନା,୨୮ା୧: ବିହାରରେ ଆରମ୍ଭ ହୋଇଛି ମେଣ୍ଟ ସରକାର। ଭାଜପା-ଜେଡିୟୁ ମେଣ୍ଟ ସରକାରର ୯ମ ମୁଖ୍ୟମନ୍ତ୍ରୀ ଭାବେ ରବିବାର ନୀତୀଶ କୁମାର ଶପଥ ନେଇଛନ୍ତି। ନୀତୀଶ ଭାଜପାକୁ ଫେରିବା ପରେ ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ତାଙ୍କ ଉପରେ ବର୍ଷିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri