Jharsuguda Byelection

ଝାରସୁଗୁଡ଼ା ଉପନିର୍ବାଚନ: ଟଙ୍କଧର ଭାଜପା ପ୍ରାର୍ଥୀ

ଭୁବନେଶ୍ୱର, ୧୨।୪(ବ୍ୟୁରୋ)-ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବୁଧବାର ବିଳମ୍ବିତ ସନ୍ଧ୍ୟାରେ ଭାଜପା ପ୍ରାର୍ଥୀ ଘୋଷଣା କରିଛି। ରାଜ୍ୟ ଯୁବମୋର୍ଚ୍ଚାର ପୂର୍ବତନ ସଭାପତି ଟଙ୍କଧର ତ୍ରିପାଠୀଙ୍କୁ ଟିକେଟ ପ୍ରଦାନ କରାଯାଇଛି।…

1 year ago