ଭାରତ ବିରୋଧରେ ଅଭିଯୋଗ ହେଲା କାଳ, ବିଦାୟ ବାଟରେ ଜଷ୍ଟିନ ଟ୍ରୁଡୋ ନୂଆଦିଲ୍ଲୀ,୬।୧: କାନାଡ଼ା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଏକଦା ଲିବେରଲା ପାର୍ଟିର ଭବିଷ୍ୟତ ଉଜ୍ଜଳ କରିବେ ବୋଲି ଆଶା କରାଯାଉଥିଲା ବେଳେ ନିଜ ଦଳ ମଧ୍ୟରେ ବିବାଦୀୟ ହୋଇପଡିଛନ୍ତି। ରିପୋର୍ଟ ଅନୁଯାୟୀ ଟ୍ରୁଡୋ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି, କିନ୍ତୁ ଏନେଇ...