ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରି ଅଧାପନ୍ତରିଆ କାର୍ଯ୍ୟ ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦେଲେ ବିଡିଓ, ଋଷିମାଳ ପରେ ଏବେ…
ଦାରିଙ୍ଗବାଡ଼ି,୩୧ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ପଞ୍ଚାୟତ ସରାମୁଳି, ହାତୀମୁଣ୍ଡା, ଝିଞ୍ଜିରୀଗୁଡ଼ା, ଗଦାପୁର, ବ୍ରାହ୍ମଣୀଗାଁ ପଞ୍ଚାୟତ ଅଞ୍ଚଳରେ ଚାଲିଥିବା ବିଭିନ୍ନ ପ୍ରକଳ୍ପର କାର୍ଯ୍ୟକୁ ଦାରିଙ୍ଗବାଡ଼ି ବିଡିଓ ପ୍ରୀତିରଞ୍ଜନ ରଥ ଗୁରୁବାର ପରିଦର୍ଶନ କରିଛନ୍ତି। ଏହି ସମୟରେ ହାତୀମୁଣ୍ଡା...


