ରାପିଡୋ ସମେତ ସମସ୍ତ ବାଇକ୍ ଟ୍ୟାକ୍ସି ସେବା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ ବେଙ୍ଗାଲୁରୁ,୨।୪: କର୍ଣ୍ଣାଟକ ହାଇକୋର୍ଟ ବୁଧବାର ରାପିଡୋ ବାଇକ୍ ଟ୍ୟାକ୍ସି ସମେତ ଅନ୍ୟ ସମସ୍ତ ବାଇକ୍ ଟ୍ୟାକ୍ସି ଆଗ୍ରେଗେଟରମାନଙ୍କୁ ଛଅ ସପ୍ତାହ ମଧ୍ୟରେ ରାଜ୍ୟରେ ସେମାନଙ୍କର କାର୍ଯ୍ୟ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ୍ ବି ଶ୍ୟାମ ପ୍ରସାଦ ରାପିଡୋର ମୂଳ...