ରାଜ୍ୟରେ ବ୍ୟାପିବାରେ ଲାଗିଛି ବାର୍ଡ଼ ଫ୍ଲୁ: କ୍ଵାରେଣ୍ଟାଇନରେ କୁକୁଡ଼ା ଚାଷୀ
ଭୁବନେଶ୍ୱର,୧୦।୯: ରାଜ୍ୟରେ ଏବେ ବାର୍ଡ଼ ଫ୍ଲୁ ରୋଗରେ କୁକୁଡ଼ା ଆକ୍ରାନ୍ତ ଖବର ମଧ୍ୟରେ କେନ୍ଦ୍ରାପଡା ଡେରାବିସି ଅଞ୍ଚଳରେ କିଛି ଚାଷୀଙ୍କଠାରେ ଲକ୍ଷଣ ଦେଖାଯିବାରୁ କିଛି କୁକୁଡ଼ା ଚାଷୀଙ୍କୁ ନିଜ ଘରେ କ୍ଵାରେନଣ୍ଟାଇନରେ ରହିବାକୁ କୁହାଯାଇଛି। ସୂଚନାନୁସାରେ, ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ...