Tag Archives: kendrapada

ହତ୍ୟା ଅଭିଯୋଗକୁ ପୂରିଲା ୪୦ ଦିନ: ଅଭିଯୁକ୍ତଙ୍କ ଗିରଫ ଦାବିରେ ଥାନା ଆଗରେ ଗ୍ରାମବାସୀଙ୍କ ଧାରଣା

ମହାକାଳପଡା, ୭।୧(ଡି.ଏନ.ଏ): କେନ୍ଦ୍ରାପଡା ଜିଲା ମହାକାଳପଡା ଥାନା ଅଧୀନ ଜଅଁରା ଗ୍ରାମରେ ୨୦୧୯ ନଭେମ୍ବର ୨୮ ତାରିଖରେ ଅଶୋକ ପରିଡାଙ୍କୁ ଗ୍ରାମର ଏକ ପରିବାର ହତ୍ୟା କରି ପୋଖରୀରେ ବୁଡାଇ ଦେଇଥିଲେ। ଏନେଇ ଅଶୋକଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ...

ବରିଷ୍ଠ କଂଗ୍ରେସ ନେତା ଅରୁଣ ରାଉତ ଦଳରୁ ବହିଷ୍କୃତ

ରାଜନଗର, ୬।୧(ଡି.ଏନ.ଏ): କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକ କଂଗ୍ରେସ କମିଟିର ବରିଷ୍ଠ ନେତା ତଥା ପୂର୍ବତନ ଜିଲା ପରିଷଦ ସଭ୍ୟ ଅରୁଣ କୁମାର ରାଉତଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟରେ ସମ୍ପୃକ୍ତ ଥିବାରୁ ପ୍ରଦେଶ କଂଗ୍ରେସ କମିଟି...

ଅଗ୍ନିକାଣ୍ଡରେ ୮ ବଖରା ଘର ଜଳିଗଲା

ରାଜନଗର, ୨୪।୧୨(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ରାଜନଗର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ବ୍ଲକ ସଂସାରଫଳ ଗ୍ରାମପଞ୍ଚାୟତର ଗୁଣ୍ଠି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର କାଶୀନାଥ ସିଂହଙ୍କ ୮ ବଖରା ଘର ପୋଡିଯାଇଛି। ଅଗ୍ନିକାଣ୍ଡରେ ଘରର ସମସ୍ତ...

ବାଲିଆରେ ବୋମାମାଡ: ୨ ଜୀବନ୍ତ ଗୁଳି ଜବତ

ଡେରାବିଶ, ୧୬।୧୨(ସ୍ବ.ପ୍ର.): କେନ୍ଦ୍ରାପଡା ଜିଲା ଡେରାବିଶ ଥାନା ବାଲିଆ ମୁସଲମାନ ବସ୍ତିରେ ରବିବାର ବିଳମ୍ବିତ ରାତିରେ ଏକ ବୋମାମାଡ ହୋଇଥିବା ଅଭିଯୋଗ ହୋଇଛି। ପୋଲିସ ସୂଚନା ଅନୁଯାୟୀ, ରବିବାର ରାତିରେ ବାଲିଆ ଗ୍ରାମର ଅମିର ଖାଁଙ୍କ ଘର ସମ୍ମୁଖରେ କେହି...

ପଟ୍ଟାମୁଣ୍ଡାଇ ଆଦର୍ଶ ବିଦ୍ୟାଳୟ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଶ୍ରମମନ୍ତ୍ରୀ

ପଟ୍ଟାମୁଣ୍ଡାଇ, ୧୧।୧୨ (ସ୍ବ.ପ୍ର.):ଶିକ୍ଷାର ବିକାଶ ପାଇଁ ବିଭିନ୍ନ ବ୍ଲକ ଓ ଜିଲାରେ ଆଦର୍ଶ ବିଦ୍ୟାଳୟ ସ୍ଥାପନ କରାଯାଉଛି। ଏହି କ୍ରମରେ ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ପଞ୍ଚାୟତ ପଟ୍ଟାମୁଣ୍ଡାଇ-ରାଜନଗର ମୁଖ୍ୟରାସ୍ତା ପାର୍ଶ୍ୱ ବନ୍ତୋପାଟଣାଠାରେ ୮ ଏକର ପରିମିତ ଜମିରେ ଆଦର୍ଶ ବିଦ୍ୟାଳୟ...

ବରୁଣା ସରପଞ୍ଚ ଅଯୋଗ୍ୟ ଘୋଷିତ

ଆଳି, ୧୧।୧୨ (ଡି.ଏନ୍‌.ଏ.):ରାଜକନିକା ବ୍ଲକ ଅଧୀନ ବରୁଣା ପଞ୍ଚାୟତ ସରପଞ୍ଚ ଉତ୍ତମ ସେନାପତିଙ୍କୁ ପଦବୀ ହରାଇବାକୁ ପଡିଛି। ୩ ସନ୍ତାନ ଥିବାରୁ ଆଳି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ କୋର୍ଟ ତାଙ୍କୁ ସୋମବାର ଅଯୋଗ୍ୟ ଘୋଷିତ କରିଛନ୍ତି। ଏଥିସହ ଉକ୍ତ...

ସମନ୍ବିତ ଶିଶୁ ବିକାଶ ଯୋଜନା ବାଟବଣା

ମାର୍ଶାଘାଇ, ୧୧।୧୨ (ଡି.ଏନ୍‌.ଏ.):ଶିଶୁ ଓ ମହିଳାଙ୍କ ବିକାଶ ପାଇଁ ସମନ୍ବିତ ଶିଶୁ ବିକାଶ ଯୋଜନା କାର୍ଯ୍ୟକାରୀ ହେଉଛି। ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ପ୍ରତି ଗାଁରେ ଅଙ୍ଗନଓ୍ବାଡି କେନ୍ଦ୍ରମାନ ଖୋଲା ଯାଇଥିବା ବେଳେ ଜଣେ ଜଣେ ଅଙ୍ଗନଓ୍ବାଡି କର୍ମୀ ଓ...

ଯୌତୁକ ପାଇଁ ନବବଧୂଙ୍କୁ ହତ୍ୟା: ଅଭିଯୋଗ ଆଣିଲେ ବାପଘର ଲୋକେ

ଆଳି, ୨୫।୯ (ଡି.ଏନ୍‌.ଏ.):ଆଳି ଥାନା ଅଧୀନ ନରେନ୍ଦ୍ରପୁର ଗ୍ରାମର ବେଣୁଧର ସ୍ବାଇଁ ବୋହୂ ସୁନୀତା ନାୟକ(୨୮)ଙ୍କୁ ଶାଶୂଘର ଲୋକେ ଯୌତୁକ ପାଇଁ ହତ୍ୟା କରିଛନ୍ତି। ଏ ନେଇ ମଙ୍ଗଳବାର ସୁନୀତାଙ୍କ ଭାଇ ବିଲିକଣା ଗ୍ରାମର ଅମର ନାୟକ ଥାନାରେ ଅଭିଯାଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image