କେନ୍ଦୁଝର,୨୫।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ବୟସ ମାତ୍ର ଅଢେଇ ବର୍ଷ। ମନ୍ତ୍ରପାଠ, ସାଧାରଣ ଜ୍ଞାନ ହେଉ ଅବା ଦେଶର ଜାତୀୟ ପ୍ରତୀକ କିମ୍ବା ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କ…