ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ କେନ୍ଦୁଝର,୨୪ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଫାଷ୍ଟଟ୍ରାକ୍ କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ତେଲକୋଇ ଥାନା ଅନ୍ତର୍ଗତ ଧନୁର୍ଜୟପୁର ଗ୍ରାମର ଅଭିଯୁକ୍ତ ସମ୍ବାରି ଜୁଆଙ୍ଗ(୩୦)ଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ...