ଭୁବନେଶ୍ୱର,୨୮ା୩: ନେପାଳୀ ଛାତ୍ରୀ ଆତ୍ମହତ୍ୟା ମାମଲାରେ କିଟ୍ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଦାୟୀ କରିଛନ୍ତି NHRC। କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ ପାଇଁ ମୁଖ୍ୟ ସଚିବଙ୍କୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି।…