କୋକସରା ବ୍ଲକ ସ୍ତରୀୟ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ପକ୍ଷରୁ ପୋଷଣ ମାସ ପାଳନ କୋକସରା,୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ପକ୍ଷରୁ ପୋଷଣ ମାସ ପାଳନ କରାଯାଇଛି। ସିଡିପିଓ ସରୋଜା ଲତା ଦେଇଙ୍କ ଅଧ୍ୟକ୍ଷତାରେ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ପରିସରରେ ଏହି କାର୍ଯ୍ୟକ୍ରମ...