ପୁରୀ-କୋଣାର୍କ ବୁଲିଲେ ଷୋଡ଼ଶ ଅର୍ଥ କମିଶନ: ସହରର ଉନ୍ନତିକରଣ, ଭିତ୍ତିଭୂମି ବିକାଶ ପାଇଁ ଆଲୋଚନା
ଭୁବନେଶ୍ୱର, ୫ା୨: ଓଡିଶାକୁ ଚାରିଦିନିଆ ଗସ୍ତରେ ଆସିଥିବା ଷୋଡ଼ଶ ଅର୍ଥ କମିଶନ ଅଧ୍ୟକ୍ଷ ଡ଼ଃ ଅରବିନ୍ଦ ପାନାଗାରିଆଙ୍କ ନେତୃତ୍ୱରେ ଦ୍ଵିତୀୟ ଦିନରେ ଶ୍ରୀକ୍ଷେତ୍ର ପୁରୀ ଗସ୍ତରେ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପରେ କମିଶନର...