Tag Archives: ladakh

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ସ୍ଥାନୀୟ ଲୋକଙ୍କୁ ମିଳିବ ୯୫% ସଂରକ୍ଷଣ

ନୂଆଦିଲ୍ଲୀ,୪।୧୨: ଏକ ବଡ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ସ୍ଥାନୀୟ ଲୋକଙ୍କୁ ଗାଜେଟେଡ ପଦବୀରେ ୯୫% ସଂରକ୍ଷଣ ଦେବାକୁ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ଶାଶିତ ଅଞ୍ଚଳ ଲଦାଖରେ ଏହି ନିୟମ ଲାଗୁ ହେବ। ଲଦାଖର...

ଲଦାଖରେ ଗଠନ ହେଲା ୫ ନୂଆ ଜିଲା

ନୂଆଦିଲ୍ଲୀ,୨୬ା୮: କେନ୍ଦ୍ରଶାସିତ ଅଞ୍ଚଳ ଲଦାଖରେ ୫ଟି ନୂଆ ଜିଲା ଗଠନ ହୋଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଏହି ୫ ଜିଲା ଗଠନ କରିଛି। ଏନେଇ ସୂଚନା ଦେଇଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏହି ଜିଲାଗୁଡ଼ିକ ହେଲା ଜନସ୍କାର, ଦ୍ରାସ,...

୨୧ ଦିନ ଧରି ଅନଶନରେ ବସିଛନ୍ତି ‘ସୋନମ୍‌ ଓ୍ବାଙ୍ଗଚୁକ୍‌’

ଲେହ,୨୬।୩: ରାଜକୁମାର ହିରାନୀଙ୍କ ନିର୍ଦ୍ଦେଶିତ ସୁପରହିଟ ଫିଲ୍ମ ‘ଥ୍ରୀ ଇଡିଅଟ୍ସ’ରେ ଆମିର ଖାନ୍‌ଙ୍କ ଚରିତ୍ର ‘ଫୁନ୍‌ସୁକ୍‌ ୱାଙ୍ଗଡୁ’ ବହୁତ ଲୋକପ୍ରିୟ ହୋଇଥିଲା। ସେହି ଚରିତ୍ରଟି ଲଦାଖର ସୋନମ୍‌ ୱାଙ୍ଗଚୁକ୍‌ଙ୍କ ଉପରେ ଆଧାରିତ ଥିଲା। ମାର୍ଚ୍ଚ ୬ ରୁ ୱାଙ୍ଗଚୁକ୍‌ ଅନଶନରେ...

ଲଦାଖକୁ ରାଜ୍ୟ ମାନ୍ୟତା ଦାବି: ଓ୍ବାଙ୍ଗ୍‌ଚୁକ୍‌ଙ୍କ ଅନଶନ ୧୯ ଦିନରେ

ନୂଆଦିଲ୍ଲୀ,୨୫।୩: ଲଦାଖକୁ ରାଜ୍ୟ ମାନ୍ୟତା ଦାବିରେ ମାଗାସେସେ ପୁରସ୍କାର ବିଜେତା ଶିକ୍ଷାବିତ୍‌ ତଥା ଜଳବାୟୁ କର୍ମୀ ସୋନମ ଓ୍ବାଙ୍ଗ୍‌ଚୁକ୍‌ଙ୍କ ଅନଶନ ରବିବାର ୧୯ ଦିନରେ ପହଞ୍ଚତ୍ଛି। ଏଥିସହିତ ଉକ୍ତ କେନ୍ଦ୍ରଶାସିତ ଅଞ୍ଚଳର ଅନନ୍ୟ ପରିବେଶର ସୁରକ୍ଷା ପାଇଁ ପଦକ୍ଷେପ ନେବା...

ଲଦାଖ ମାଗିଲା ରାଜ୍ୟ ମାନ୍ୟତା: ୪ ଦଫା ଦାବି ନେଇ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୫।୨: ରାଜ୍ୟ ମାନ୍ୟତା ସମେତ ୪ ଦାବି ନେଇ ଲଦାଖରେ ସମ୍ପୂର୍ଣ୍ଣ ବନ୍ଦ ପାଳନ କରାଯାଇଛି। ଅନ୍ୟ ଦାବି ମଧ୍ୟରେ ରହିଛି ସମ୍ବିଧାନର ଷଷ୍ଠ ଅନୁଚ୍ଛେଦରେ ଲଦାଖକୁ ସାମିଲ କରାଯାଇ ଏହାକୁ ଆଦିବାସୀ ମାନ୍ୟତା ପ୍ରଦାନ କରିବା, ସ୍ଥାନୀୟ ଯୁବତୀଯୁବକଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri