Tag Archives: latecity

ଚୋରି ଉଦ୍ୟମ ବିଫଳ: ଅଭିଯୁକ୍ତ କୋର୍ଟ ଚାଲାଣ

ବିଞ୍ଝାରପୁର/ସିଂହପୁର,୧୪ା୭(ଡି.ଏନ.ଏ.)- ବିଞ୍ଝାରପୁର ଥାନା ଅନ୍ତର୍ଗତ ଅଙ୍ଗାଳୋ ପଞ୍ଚାୟତ ଅଙ୍ଗାଳୋ ଗ୍ରାମରେ ଶୁକ୍ରବାର ରାତିରେ ଚୋରି ଉଦ୍ୟମ କରୁଥିବା ଜଣେ ଯୁବକ ଗ୍ରାମବାସୀଙ୍କ ହାତରେ ଧରାପଡ଼ିଛନ୍ତି। ଗ୍ରାମବାସୀ ତାଙ୍କୁ କାବୁକରି ପୋଲିସ ଜିମା ଦେଇଥିଲେ। ଏହି ଘଟଣାରେ ବିଞ୍ଝାରପୁର ପୋଲିସ ଏକ...

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ଜଣେ କୋର୍ଟ ଚାଲାଣ

ବିଞ୍ଝାରପୁର,୧୪ା୭(ଡି.ଏନ.ଏ.)- ବିଞ୍ଝାରପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ଅପହରଣ କରିନେଇ ବଳାତ୍କାର କରିଥିବା ଅଭିଯୋଗରେ ରବିବାର ପୋଲିସ ଜଣଙ୍କୁ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ବିଞ୍ଝାରପୁର ଥାନା ଅନ୍ତର୍ଗତ ଢିହକୁଳ ଗ୍ରାମର ମାଇଁଆ ମଲ୍ଲିକ।...

ସୋସିଆଲ ମିଡିଆରେ ନାବାଳିକାଙ୍କୁ ପ୍ରେମ ନିବେଦନ:ଯୁବକଙ୍କୁ ପୋଲିସ ଜିମାଦେଲେ ଗ୍ରାମବାସୀ

ବିଞ୍ଝାରପୁର,୧୪ା୭(ଡି.ଏନ.ଏ.)- ବିଞ୍ଝାରପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଯାଜପୁର ଅଞ୍ଚଳର ଜଣେ ଯୁବକ ସୋସିଆଲ ମିଡିଆରେ ପ୍ରେମ ନିବେଦନ କରି ହଟହଟା ହୋଇଛନ୍ତି। ଖବର ମୁତାବକ ଯୁବକ ଜଣକ ନାବାଳିକାଙ୍କୁ ଦେଖା କରିବାକୁ ଶନିବାର ତାଙ୍କ ଘରେ ମଧ୍ୟ ପହଞ୍ଚିଯାଇଥିଲେ।...

ଏଟିଏମ୍‌ରେ ତାଲା ଯୋଗୁ ଗ୍ରାହକ ହନ୍ତସନ୍ତ

କୃଷ୍ଣପ୍ରସାଦ,୧୪ା୭(ଡି.ଏନ୍‌.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ବଜ୍ରକୋଟ ଷ୍ଟେଟବ୍ୟାଙ୍କ ଏଟିଏମ୍‌ କେନ୍ଦ୍ରଟିକୁ ଗତ ଜୁନ୍‌ ୧୩ ତାରିଖରେ କେହି ଦୁବୃର୍ତ୍ତ ଟଙ୍କା ଲୁଟ୍‌ ନିମନ୍ତେ ଭାଙ୍ଗି ଦେଇଥିଲେ। ଏହା ପରଠାର ଏଟିଏମ୍‌ଟିରେ ତାଲା ପଡ଼ି ରହିଥିବା ଯୋଗୁ ଗ୍ରାହକମାନେ ସେବା ପାଇବାରୁ...

ଚକ୍‌ଲେଟ୍‌ ଦେବା ବାହାନାରେ ନାବାଳିକାଙ୍କୁ ଅପହରଣ

ରଣପୁର,୭ା୭(ସ୍ବ.ପ୍ର.)-ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅଞ୍ଚଳରୁ ଜଣେ ନାବାଳିକା(ବୟସ-୮)ଙ୍କୁ ଚକ୍‌ଲେଟ୍‌ ଦେବା ବାହାନାରେ ଡାକି ଦୁବୁର୍ତ୍ତମାନେ ଅପହରଣ କରି ନେଇଥିବା ପରିବାର ପକ୍ଷରୁ ଶନିବାର ରାତିରେ ଥାନାରେ ଅଭିଯୋଗ ହୋଇଛି । ଏ ନେଇ ପୋଲିସ କେସ୍‌ ନଂ ୯/୧୯...

ନବବଧୂ ହତ୍ୟା ଘଟଣା, ଅଭିଯୁକ୍ତଙ୍କୁ ଗିରଫ ଦାବି: ଥାନା ସମ୍ମୁଖରେ ବାପଘର ଗ୍ରାମବାସୀଙ୍କ ଧାରଣା

କୃଷ୍ଣପ୍ରସାଦ,୭ା୭(ଡି.ଏନ୍‌.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଶିଆଳଗାଁରେ ଅଧିକ ଯୌତୁକ ଦାବି କରି ମାମାଲି ପଲେଇ ନାମକ ଜଣେ ନବବଧୂଙ୍କୁ ଶ୍ୱଶୁର ଘର ପରିବାର ତରଫରୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଚଳିତ ମାସ ୧ ତାରିଖରେ ଉକ୍ତ ଘଟଣା ଘଟିଥିଲେ...

ରଜ ମହୋତ୍ସବ ଉଦ୍‌ଯାପିତ

ବରୀ/ରତ୍ନଗିରି,୧୬।୬(ସ୍ବ.ପ୍ର./ଡି.ଏନ୍‌.ଏ.)- ଆଧୁନିକ ଚାକଚକ୍ୟରେ ଐତିହ୍ୟ, ସଂସ୍କୃତି, ପରମ୍ପରା, ସାହିତ୍ୟକଳା, ଲୋକଗୀତ ଓ ଭାଇଚାରା ହଜିଯାଉଛି। ଏସବୁ ଫେରିଲେ ବରୀ ହସିବା ସହ ରାଜ୍ୟ ହସିଉଠିବ ବୋଲି ଗଣପର୍ବ ରଜର ଶେଷ ଦିନରେ ବରୀ ବିଧାୟିକା ସୁନନ୍ଦା ଦାସ ସ୍ବାଇଁଖଣ୍ଡ ପଞ୍ଚାୟତ...

ଏଟିଏମ୍‌ ଭାଙ୍ଗି ଟଙ୍କା ଚୋରି ଉଦ୍ୟମ

କୃଷ୍ଣପ୍ରସାଦ,୧୬ା୬(ଡି.ଏନ୍‌.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ବଜ୍ରକୋଟସ୍ଥିତ ଷ୍ଟେଟ୍‌ବ୍ୟାଙ୍କ ଏଟିଏମ୍‌ ଭାଙ୍ଗି ଶନିବାର ବିଳମ୍ବିତ ରାତିରେ କେତେଜଣ ଦୁର୍ବୃତ୍ତ ଟଙ୍କା ଚୋରି ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ରବିବାର ସକାଳେ ବ୍ୟାଙ୍କକୁ ଲାଗି ରହିଥିବା ଏଟିଏମ୍‌ଟି ଭାଙ୍ଗି ଯାଇଥିବା ଲୋକେ ଦେଖିଥିଲେ...

ଅଗ୍ନିକାଣ୍ଡରେ ୭ ବଖରା ଭସ୍ମୀଭୂତ:୬ ଗୋରୁ ଆହତ

ବରୀ/ରତ୍ନଗିରି,୯ା୬(ସ୍ବ.ପ୍ର./ଡି.ଏନ.ଏ.): ବରୀ ବ୍ଲକ ଅଧୀନ ମନ୍ଦାରୀ ପଞ୍ଚାୟତର ମେଦୁଆକୁଳ ରାଜସ୍ବ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ କୌଣସି କାରଣରୁ ଅଗ୍ନିକାଣ୍ଡ ଘଟି ୩ ପରିବାରର ୭ ବଖରା ସମ୍ପୂର୍ଣ୍ଣ ଜଳିଯିବା ସହ ୬ ଗୋରୁ ଆହତ ହୋଇଛନ୍ତି। ଉଦ୍ଦବ ଚରଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image