Tag Archives: law

୧୪ବର୍ଷ ପରେ ପ୍ରକାଶ ପାଇଲା ଚୂଡ଼ାନ୍ତ ରାୟ: ୫ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୯ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସହରରେ ଘଟିଥିବା ବହୁ ଚର୍ଚ୍ଚିତ ଧୀର ସାମଲ ହତ୍ୟା ମାମଲାର ଦୀର୍ଘ ୧୪ ବର୍ଷର ବିଚାରଣା ପରେ ସୋମବାର ଚୂଡ଼ାନ୍ତ ରାୟ ପ୍ରକାଶ ପାଇଛି। ଗଞ୍ଜାମ ଜିଲା ଓ ଦୌରାଜଜ୍‌ ରୂପଶ୍ରୀ ଚୌଧୁରୀ ମାମଲାର...

୫ ମାସରେ ଶୁଣାଣି ଶେଷ: ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ

କେନ୍ଦୁଝର,୨୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଅଶୋକ କୁମାର ପଣ୍ଡା ଏକ ହତ୍ୟା ମାମଲାର ଶୁଣାଣି କରି ଅଭିଯୁକ୍ତ ଶୁକ୍ରା ଜୁଆଙ୍ଗଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିବା ସହ ୫ ହଜାର ଟଙ୍କା ଜରିମାନା ଆଦେଶ କରଛନ୍ତି। ଜରିମାନା...

ରାଜ୍ୟରେ ରଦ୍ଦହେବ ଅନେକ ପୁରୁଣା ଆଇନ, ନୂଆ ମଧ୍ୟରେ ରହିଛି…

ଭୁବନେଶ୍ୱର,୮ା୧୧(ସୁନିତ୍‌ ମିଶ୍ର): ଓଡ଼ିଶାରେ ଅନେକ ପୁରୁଣା, ନିଷ୍କ୍ରିୟ ଓ ଅପ୍ରାସଙ୍ଗିକ ଆଇନକୁ ଚିହ୍ନଟ କରାଯାଇ ରଦ୍ଦ କରାଯିବ। ଏହି ପ୍ରକ୍ରିୟା ଆରମ୍ଭ ହୋଇସାରିଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର କହିଛନ୍ତି। କେନ୍ଦ୍ରରେ ନରେନ୍ଦ୍ର ମୋଦି ସରକାର ବ୍ରିଟିଶ...

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରି ଜେଲ୍‌ ଗଲେ ଦମ୍ପତି

ବ୍ରହ୍ମପୁର,୨୨ା୯(ସୁବାସ ଚନ୍ଦ୍ର ପାଢ଼ୀ): ଏକ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାର ବିଚାର କରି ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଡ. ଅରୁଣ କୁମାର ସାହୁ ଜଣେ ସରକାରୀ କର୍ମଚାରୀ ଓ ତାଙ୍କ ସ୍ତ୍ରୀ’ଙ୍କୁ ଶନିବାର ଦୋଷୀ ସାବ୍ୟସ୍ତ କରିଛନ୍ତି।...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ ଏବେ ମହାକାଳପଡ଼ା ତହସିଲରେ ବରିଷ୍ଠ କିରାଣି ଭାବେ କାର୍ଯ୍ୟରତ। କଟକ ସ୍ବତନ୍ତ୍ର ଭିଜିଲାନ୍ସ...

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍‌

ଫୁଲବାଣୀ,୧୫ା୧୧(ରାକେଶ କୁମାର ରାଉତ): ଫୁଲବାଣୀ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସଞ୍ଜିତ କୁମାର ବେହେରା ବୁଧବାର ଏକ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri