ଡଡୁବାଡା ଲଭର୍ସ ପଏଣ୍ଟରେ ଜମୁଛି ଭିଡ଼, ଭୋଜି କରି ମଜା ନେଉଛନ୍ତି ପର୍ଯ୍ୟଟକ ଦାରିଙ୍ଗବାଡ଼ି,୧୬ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓଡ଼ିଶାର କଶ୍ମୀର ଭାବେ ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ। ଏଠାରେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ରହିଥିବା ବେଳେ ସେଥିରୁ ବଣଭୋଜି କରି ମଜା ନେବା ସହ ସୌନ୍ଦର୍ଯ୍ୟର ଅପରୂପ ଦେଖିବାକୁ ପର୍ଯ୍ୟଟକଙ୍କ ଭିଡ଼...