Tag Archives: malkangiri

ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ: ୭ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ମାଲକାନଗିରି,୧୨ା୯(ଦୁର୍ଯ୍ୟୋଧନ ପାତ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଦିନିକିଆ ମାଲକାନଗିରି ଜିଲାକୁ ଯାଇ ଲଗାଣ ବର୍ଷା ଜନିତ କ୍ଷୟକ୍ଷତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ବିଏସ୍‌ଏଫ୍‌ ହେଲିପ୍ୟାଡରେ ଅବତରଣ କରିଥିଲେ ା...

ସଂଗଠନରେ ବିଦ୍ରୋହ, ସାଥୀ ମାଓବାଦୀଙ୍କୁ ହତ୍ୟା

ମାଲକାନଗିରି, ୯ା୯(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ମାଓବାଦୀ ସଂଗଠନରେ ବିଦ୍ରୋହ ଦେଖାଦେଇଛି। ପୋଲିସ ସୂଚନାଦାତା ସନ୍ଦେହରେ କାଙ୍କେର ଜିଲା ପରତାପୁରରେ ପୋଲିସ ଇନ୍‌ଫର୍ମର ସନ୍ଦେହରେ ତେଲୁଗୁ କ୍ୟାଡର ସାଥୀ ମାଓବାଦୀ ନେତା ବିଜୟ ରେଡୀ ଓରଫ ବିଜାଙ୍କୁ ହତ୍ୟା ସହ ଏଥିସହ...

ମାଲକାନଗିରି ସ୍ଥିତି ପାଇଁ ୨ ଅଧିକାରୀଙ୍କୁ ବଡ଼ ଦାୟିତ୍ୱ,

ଭୁବନେଶ୍ୱର,୯ା୯: ମାଲକାନଗିରି ସ୍ଥିତି ପାଇଁ ୨ ବରିଷ୍ଠ ଅଧକାରୀଙ୍କୁ ବଡ଼ ଦାୟିତ୍ୱ ଦିଆଯାଇଛି। ଆଏଏସ୍‌ ବିଷ୍ଣୁପଦ ସେଠୀ ଏବଂ ଆଇପିଏସ୍‌ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଏହି ଗୁରୁଦାୟିତ୍ୱ ଦିଆଯାଇଛି। ଲଘୁଚାପ ଜନିତ ବର୍ଷା ପାଇଁ ୨ ଅଧିକାରୀ ତଦାରଖ କରିବେ। ଗତ...

ବଣ୍ତାଘାଟିର ପ୍ରଥମ ଡାକ୍ତରୀ ଛାତ୍ର ମଙ୍ଗଳା ମୁଦୁଲି

ଗୋବିନ୍ଦପାଲି, ୨୮ା୮(କାର୍ତ୍ତିକ ରଥ): ଅନ୍ଧାରିମୂଲକ ଭିତରେ ଆଶାର କିରଣ ମାଲକାନଗିରି ଜିଲା ଖଇରପୁଟ ବ୍ଲକ୍‌ ବଣ୍ତାଘାଟିର ପ୍ରଥମ ଡାକ୍ତରୀ ଛାତ୍ର ମଙ୍ଗଳା ମୁଦୁଲି । ଆଦିମ ଜନଜାତିଙ୍କ ମଧ୍ୟରେ ପ୍ରଥମ ଡାକ୍ତର ହେବେ ମଙ୍ଗଳା । ସେ ଚୟନ ହେବା...

ପାଣ୍ଡିଆନଙ୍କ ଶଳା ପରିଚୟରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଅଭିଯୋଗ

ମାଲକାନଗିରି,୨୬ା୮: ମାଲକାନଗିରି ଏକ ଆଦିବାସୀ ବହୁଳ ଜିଲା ହୋଇଥିବା ବେଳେ ଏଠି ବେକାରି ସଂଖ୍ୟା ଅଧିକ ରହିଛି। ଚାକିରି ପାଇବା ପାଇଁ ଯୁବତୀଯୁବକମାନେ ଆଶା କରିଥିଲେ ମଧ୍ୟ ସୁଯୋଗ ନ ପାଇ ଦଲାଲଙ୍କ ଶିକାର ହୋଇ ପରେ ଅନୁତାପ କରୁଛନ୍ତି।...

ନିର୍ବାଚନ ପୂର୍ବରୁ ଭାଜପା ନେତାଙ୍କୁ ହାଣିଦେଲେ

ମାଲକାନଗିରି,୨।୩(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ପୁର୍ବରୁ ଭାଜପା ନେତାଙ୍କୁ ହାଣି ହତ୍ୟା । ଏଭଳି ଅଭାବନିୀୟ ଘଟଣା ଘଟିଛି ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲାରେ। ବିଜାପୁର ଜିଲାର ଭାଜପା ନେତା ତିରୁପତି କୋଟଲା ଶୁକ୍ରବାର ତୋଏନାର ଗାଁକୁ ଏକ ବାହାଘର...

ଏନକାଉଣ୍ଟରରେ ୩ ମାଓବାଦୀ ନିହତ 

ମାଲକାନଗିରି,୨୫।୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି-ଛତିଶଗଡ ସୀମାନ୍ତ କାଙ୍କେର ଜିଲାରେ ଏନକାଉଣ୍ଟର ହୋଇଛି। ସୁରକ୍ଷା କର୍ମୀଙ୍କ ଗୁଳିରେ ତିନି ଜଣ ହାର୍ଡକୋର ମାଓବାଦୀ ନିହତ ହୋଇଚନ୍ତି। ଘଟଣାସ୍ଥଳରୁ ଦୁଇଟି ବନ୍ଧୁକ ସହ ଭାରି ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ସୂଚନାଯୋଗ୍ୟ,...

କାହିଁକି ଉତ୍ତରୀୟରେ ଶଙ୍ଖ ଚିହ୍ନ ନାହିଁ

ମାଲକାନଗିରି,୨୫।୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କାଲିମେଳା ବ୍ଲକ ବଦଲି ପଞ୍ଚାୟତ ବଦଲିରେ ଶନିବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଆଡମା ରାବାଙ୍କ ତରଫରୁ ବିଜୁ ଜନତା ଦଳ ଯୁବ, ଛାତ୍ର, ମହିଳାମାନଙ୍କୁ ନେଇ ଏକ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।...

ଯବାନ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ

ମାଲକାନଗିରି,୨୪।୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମା ଛତିଶଗଡ ସୁକୁମା ଜିଲାରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ସୂଚୋନାଯୋଗ୍ୟ, ସକାଳେ ଡିଆରଜି ଯବାନମାନେ ସୁକୁମା ଜିଲା ବୁର୍କଲଙ୍କା ଅଞ୍ଚଳରେ ଶର୍ଚ୍ଚିଂ...

ମାଲକାନଗିରିରେ ଗଡ଼ ସଜାଡ଼ିବାକୁ ପ୍ରୟାସ, ମାଓବାଦୀ କାର୍ଯ୍ୟକଳାପ ବଢ଼ୁଛି…

ମାଲକାନଗିରି,୮ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଭୁଶୁଡି ପଡିଥିବା ମାଓବାଦୀ ସଂଗଠନ ପୁନଃ ଗଡ ସଜାଡିବାକୁ ପ୍ରୟାସ କରିଛିନ୍ତି ମାଓବାଦୀ। ନିଜ ପୂର୍ବ ସ୍ଥିତି ଫେରିବା ପାଇଁ ସଙ୍ଗଠନର ଉଦ୍ୟମ କରୁଥିବା ବେଳେ ବିଗତ କିଛି ଦିନ ମଧ୍ୟରେ ଜିଲାରେ ମାଓବାଦୀ...

ଜଳପ୍ରପାତ ପାଖରେ କରୁଥିଲେ ରିଲ୍ସ, ହଠାତ୍‌ ୨ ଯବତୀ…

ମାଲକାନଗିରି, ୭ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଗୋବିନ୍ଦପାଲ୍ଲି ନିଟକରେ ଥିବା ଗୁମ୍ମାଝରଣ ଜଳପ୍ରପାତ ଏକ ମନୋରମ ସ୍ଥାନ। ଏଠାକୁ ଅନେକେ ଭ୍ରମଣ ନିମନ୍ତେ ଯାଇଥାନ୍ତି। କୁଡୁମୁଲୁଗୁମ୍ମା ଅଞ୍ଚଳର ୨ ଯୁବତୀ ମଧ୍ୟ ନିଜ ପରିବାର ସହ ପିକନିକ ପାଇଁ ମଙ୍ଗଳବାର...

ମାଲକାନଗିରି ବିମାନବନ୍ଦରରେ ଟ୍ରାଏଲ ରନ୍‌, ଅବତରଣ କଲା VT-100 ବିମାନ

ମାଲକାନଗିରି,୭ା୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରିରେ ଖୁବ୍‌ଶୀଘ୍ର କାର୍ଯ୍ୟମକ୍ଷ ହେବାକୁ ଯାଉଛି ରାଜ୍ୟର ଆଉ ଏକ ବିମାନବନ୍ଦର। ଏହି ପରିପ୍ରେକ୍ଷୀରେ ମାଲକାନଗିରି ବିମାନବନ୍ଦରରେ ରବିବାର ଟ୍ରାଏଲ ରନ୍‌ ହୋଇଛି। ସଫଳତାର ସହିତ VT-100 ବିମାନ ଅବତରଣ କରିଛି। ଆଜି ପରୀକ୍ଷାମୂଳକ ଭାବେ VT-100...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri