ସ୍ତ୍ରୀ, ପୁଅ ସମେତ ୩ ଜଣଙ୍କୁ ଗୁଳି କଲେ ବ୍ୟକ୍ତି, ପଛରେ ଥିଲା ଏମିତି କାରଣ ଢେଙ୍କାନାଳ,୭ା୪: ଶନିବାର ଢେଙ୍କାନାଳରେ ସମ୍ପତ୍ତି ବିବାଦକୁ କେନ୍ଦ୍ର କରି ଉପୁଜିଥିବା ହିଂସାରେ ଗୋଟିଏ ପରିବାରର ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଜିଲାର ତାଳବରକୋଟ ଗାଁରେ ଘଟିଥିବା ଏହି ଘଟଣାରେ ମାୟାଧର ବେହେରା ନାମକ ଜଣେ ବ୍ୟକ୍ତି ଗୁଳି ଚଳାଇଥିବା...