Tag Archives: mango kernel

ମାଣ୍ଡିପଙ୍କାକୁ ଜଳଯୋଗାଣ ପରେ ଏବେ ରାସ୍ତା କାର୍ଯ୍ୟ ଆରମ୍ଭ

ଦାରିଙ୍ଗବାଡ଼ି,୧୩ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ବାସି ଜାଉ ଖାଇ ଦୁଇ ଜଣଙ୍କ ଅକାଳ ବିୟୋଗ ଓ ୬ ଜଣ ଗୁରୁତର ଘଟଣା ପରେ ତତ୍ପର ହୋଇପଡ଼ିଛି ସ୍ଥାନୀୟ ପ୍ରଶାସନ। ଅବହେଳିତ...

ଆମ୍ବଟାକୁଆ ଜାଉ ଖାଇବା ଘଟଣା: ପୀଡ଼ିତା କହିଲେ ପଛ କଥା ଆଉ ମନେ ପଡୁନି, ଏବେ ଦୁର୍ବଳ ଲାଗୁଛି

ଦାରିଙ୍ଗବାଡ଼ି,୧୦ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କାରେ ଆମ୍ବଟାକୁଆ ଖାଇ ଏବେ ମଧ୍ୟ ୩ ଜଣ ଚିକିତ୍ସାଧୀନ ରହିଥିବା ବେଳେ ଆଉ ୩ ଜଣ ଘରକୁ ଫେରିଛନ୍ତି। ସେମାନେ ସାମାନ୍ୟ ସୁସ୍ଥ ଅନୁଭବ କରୁଥିବା କହିଥିଲେ। ତେବେ ତିନିଜଣଙ୍କ...

ଆମ୍ବଟାକୁଆ ଜାଉ ଖାଇ ଗୁରୁତରଙ୍କ ମଧ୍ୟରୁ ସୁସ୍ଥ ହୋଇ ଘରକୁ ଫେରିଲେ ୩

ଦାରିଙ୍ଗବାଡ଼ି,୯ା୧୧(ଅରୁଣ ସାହୁ): ରାଜ୍ୟରେ ଚହଳ ପକାଇଥିବା ମାଣ୍ଡିପଙ୍କାରେ ଆମ୍ବଟାକୁଆ ଜାଉ ଖାଇବା ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୬ ଜଣ ବ୍ରହ୍ମପୁର ଓ କଟକରେ ଚିକିତ୍ସାଧୀନ ଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣ ସୁସ୍ଥ ହୋଇ...

ମାଣ୍ଡିପଙ୍କାରେ ଜିଲାପାଳ, ଉନ୍ନୟନ କାର୍ଯ୍ୟ ତ୍ୱରାନ୍ବିତ ପାଇଁ ଦେଲେ ନିର୍ଦ୍ଦେଶ

ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜ ସୋମବାର ମାଣ୍ଡିପଙ୍କା ଗସ୍ତ କରିଛନ୍ତି। ସେ ପୂର୍ବାହ୍ନ ୧୧ଟାରେ ମାଣ୍ଡିପଙ୍କାରେ ପହଞ୍ଚିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଖୁସିର ଲହରି ଦେଖାଯାଇଛି। ସେ ମୃତକ ଓ ଗୁରୁତରଙ୍କ ପରିବାର ଲୋକଙ୍କୁ ଭେଟି...

ଆମ୍ବଟାକୁଆ ମୃତ୍ୟୁ ଘଟଣାକୁ ନେଇ ବଡ଼ ପ୍ରତିକ୍ରିୟା ରଖିଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ, କହିଲେ ଏହି କାରଣରୁ…

ଭୁବନେଶ୍ୱର,୪ା୧୧: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ଜାଉ ଖାଇ ଦୁଇ ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଚିକିତ୍ସାଧୀନ ଅଛନ୍ତି। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଏସ୍‌ସିବିରେ ଚିକିତ୍ସିତ ରୋଗୀଙ୍କ...

ମାଣ୍ଡିପଙ୍କା ଆମ୍ବଟାକୁଆ ଖାଇ ମୃତ୍ୟୁ ଘଟଣା: ସରକାରଙ୍କ ଉପରେ ବର୍ଷିଲେ ବାମପନ୍ଥୀ ଦଳର ପ୍ରତିନିଧି ମଣ୍ଡଳୀ

ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ଜାଉ ଖାଇ ଦୁଇ ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଚିକିତ୍ସାଧୀନ ଅଛନ୍ତି। ଘଟଣା ଘଟିବା ପରେ ବିଭିନ୍ନ ରାଜନୈତିକ ଦଳ ମାଣ୍ଡିପଙ୍କାକୁ ଆସୁଛନ୍ତି। ଘଟଣା ପାଇଁ...

ଧରିତ୍ରୀ ପ୍ରଭାବ: ଖବର ପ୍ରସାରଣ ପରେ ଜନସଚେତନ ଶପଥ କରାଇଲେ ଜିଲା ସମାଜ ମଙ୍ଗଳ ଅଧିକାରିଣୀ

ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୬ ଜଣ ଗୁରୁତର ହୋଇ ଏବେ ବି ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଏହା ପରେ ଜିଲା ପ୍ରଶାସନ...

ମାଣ୍ଡିପଙ୍କାକୁ ନୂଆ ପଞ୍ଚାୟତ ଗଠନ ପାଇଁ ଜୋର୍‌ ଧରିଲା ଦାବି

ଦାରିଙ୍ଗବାଡ଼ି,୩ା୧୧ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ପଞ୍ଚାୟତଠାରୁ ବହୁ ଦୂରରେ ରହିଥିବା ମାଣ୍ଡିପଙ୍କା ଗ୍ରାମକୁ ପଞ୍ଚାୟତ ଭାବେ ଗଠନ କରାଯିବାକୁ ଅଞ୍ଚଳବାସୀ ଦାବି ଉଠାଇବା ସହ ଟେଲି କମ୍ୟୁନିକେଶନ ସଂଯୋଗ ଦାବି କରିଛନ୍ତି। ପ୍ରକାଶ ଯେ, ମାଣ୍ଡିପଙ୍କାରେ...

ଭୋକ ମେଣ୍ଟାଇବାକୁ ଖାଉଛନ୍ତି ଆମ୍ବଟାକୁଆ, ଅସୁସ୍ଥ ହେଲେ ୨ ଟଙ୍କା ପାରାସିଟାମଲ କିଣିବାକୁ ୨ ଶହ ଟଙ୍କା ଖର୍ଚ୍ଚ କରୁଛନ୍ତି ଦୁର୍ଗମ ଅଞ୍ଚଳବାସୀ

ଦାରିଙ୍ଗବାଡ଼ି,୩ା୧୧ଅରୁଣ ସାହୁ): ମାଣ୍ଡିପଙ୍କାରେ ଆମ୍ବଟାକୁଆ ଖାଇବା ଘଟଣାରେ ୨ ଜଣଙ୍କ ମୃତ୍ୟୁ ଏବଂ ୬ ଜଣ ଏବେ ମଧ୍ୟ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିବା ପରେ ମାଣ୍ଡିପଙ୍କାକୁ ନେତା, ଅଫିସରଙ୍କ ସୁଅ ଛୁଟିଛି। ଶନିବାର ଜି.ଉଦୟଗିରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image