ମନୋଜଙ୍କ ପୋଲ୍ ଖୋଲିଲେ ପତ୍ନୀ ମାନା ମିଶ୍ର: କହିଲେ-‘ରାମ୍ ଫିଲ୍ମ ନ ଚାଲିବାରେ ଥାଇପାରେ ସ୍ୱାମୀଙ୍କ ସମ୍ପୃକ୍ତି’ ଭୁବନେଶ୍ୱର,୩୧।୧୦(ଶର୍ମିଷ୍ଠା ପାଣିଗ୍ରାହୀ)- ଓଲିଉଡରେ ଚାଲିଥିବା କଳି ଭିତରେ ଅଭିନେତା ମନୋଜ ମିଶ୍ରଙ୍କ ପତ୍ନୀ ମାନା ମିଶ୍ରଙ୍କ ସୋସିଆଲ ମିଡ଼ିଆ ମିଡିଆ ପୋଷ୍ଟ ଏବେ ଚର୍ଚ୍ଚାର ପରିସରକୁ ଆସିଛି । କଳିର ସମାଧାନ କରି ଶାନ୍ତିରେ କାମ କରିବାକୁ ପରାମର୍ଶ ଦେଇଛନ୍ତି...