ଅର୍ଥନୈତିକ, ସାମାଜିକ ପ୍ରଗତି ପଥରେ ଭାରତ-ମରିସସ୍ ପରସ୍ପରର ସାଥୀ
ପୋର୍ଟ ଲୁଇସ୍, ୧୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମରିସସ୍ ପ୍ରଧାନମନ୍ତ୍ରୀ ନବୀନ ଚନ୍ଦ୍ର ରାମଗୁଲାମଙ୍କ ଉପସ୍ଥିରେ ବୁଧବାର ୨ ଦେଶ ମଧ୍ୟରେ ଆପରାଧିକ ଯାଞ୍ଚ୍, ସାମୁଦ୍ରିକ ଟ୍ରାଫିକ ନୀରିକ୍ଷଣ, ଭିତ୍ତିଭୂମି କୂଟନୀତି, ବାଣିଜ୍ୟ, ଦକ୍ଷତା ବୃଦ୍ଧି, ମହାସାଗର ଅର୍ଥନୀତି ଆଦି...