Video: ମିରଠ ପରି ସ୍ୱାମୀଙ୍କୁ ‘ଡ୍ରମ୍’ରେ ପ୍ୟାକ୍ କରିବାକୁ ଧମକ ଦେଲେ ମହିଳା, ଭିଡିଓ ଭାଇରାଲ୍ ନୂଆଦିଲ୍ଲୀ,୩୧।୩: ଉତ୍ତର ପ୍ରଦେଶର ଗୋଣ୍ଡାରେ ଜଣେ ମହିଳା ତାଙ୍କ ସ୍ୱାମୀଙ୍କ ଶରୀରର କାଟି ଡ୍ରମ୍ରେ ପ୍ୟାକ୍ କରିଦେବାକୁ ଧମକ ଦେଇଥିବା ଅଭିଯୋଗ ହୋଇଛି। ସମ୍ପ୍ରତି ମିରଠରେ ଘଟିଥିବା ଏକ ବିଭତ୍ସ ହତ୍ୟାକାଣ୍ଡ ପରି ତାଙ୍କ ସହିତ କରିବାକୁ ଧମକ ଦେଇଛନ୍ତି।...