Home Middle

ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଲେ କେନ୍ଦ୍ର ସରକାର, ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୧୬।୧୦: ଆଜି କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ମଞ୍ଜୁରୀ ଦେଇଛନ୍ତି। ଦେଶର ପ୍ରାୟ ଏକ କୋଟି ସରକାରୀ କର୍ମଚାରୀଙ୍କ ଡିଏ ବୃଦ୍ଧି କରାଯାଇଛି ।…

1 week ago

ହୋଇଗଲା ନିଷ୍ପତ୍ତି: ନାୟବ ସିଂ ସାଇନି ହେବେ ହରିୟାଣାର ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୧୬।୧୦: ଭାଜପା ହରିୟାଣାରେ ବିଧାୟକ ଦଳର ନେତା ଚୟନ କରିଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ନେତୃତ୍ୱରେ ଅନୁଷ୍ଠିତ ବୈଠକରେ ନାୟବ ସିଂ ସାଇନି ସର୍ବସମ୍ମତି…

1 week ago

ହେଜବୋଲ୍ଲାର ପେଜରଠାରୁ ଅଧିକ ଶକ୍ତିଶାଳୀ ଇଭିଏମ୍‌, କଂଗ୍ରେସର ଦାବିକୁ ନେଇ ଏମିତି କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୧୬।୧୦: ଝାଡ଼ଖଣ୍ଡ ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ କଂଗ୍ରେସ ନେତା ରସିଦ ଅଲଭି ମଙ୍ଗଳବାର ବାଲାଟ ପେପର ମାଧ୍ୟମରେ ଭୋଟ ଦେବାକୁ ଦାବି…

1 week ago

ଜମ୍ମୁ-କଶ୍ମୀରକୁ ମିଳିଲା ପ୍ରଥମ ମୁଖ୍ୟମନ୍ତ୍ରୀ

ଶ୍ରୀନଗର,୧୬।୧୦: ଜମ୍ମୁ କାଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳର ପ୍ରଥମ ସରକାର ବୁଧବାର ଶପଥ ଗ୍ରହଣ କରିଛନ୍ତି। ଓମାର ଅବଦୁଲ୍ଲା କଶ୍ମୀରର ଇଣ୍ଟର ନ୍ୟାଶନାଲ କନଭେନଶନ ସେଣ୍ଟରରେ ପ୍ରଥମ ମୁଖ୍ୟମନ୍ତ୍ରୀ…

1 week ago

କାନାଡା ସମ୍ପର୍କ ତୁଟିଲା

ଖଲିସ୍ତାନ ସପକ୍ଷବାଦୀ ନେତା ତଥା ଭାରତ ପକ୍ଷରୁ ଆତଙ୍କବାଦୀ ଘୋଷିତ ହୋଇଥିବା ହରଦୀପ ସିଂ ନିଜ୍ଜାର ହତ୍ୟା ଘଟଣାରେ ଭାରତୀୟ ଉଚ୍ଚାୟୁକ୍ତ ଓ ଅନ୍ୟ କୂଟନୀତିଜ୍ଞମାନଙ୍କୁ କାନାଡା…

1 week ago

ଆଜିଠୁ ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟେଷ୍ଟ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ବେଙ୍ଗାଲୁରୁ, ୧୬।୧୦ (ପି.ଟି.):ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚଳିତ ସିରିଜର ପ୍ରଥମ କ୍ରିକେଟ ଟେଷ୍ଟ ବୁଧବାର ଏଠାରେ ଆରମ୍ଭ ହେବ। ସିରିଜରେ ୩ଟି ଟେଷ୍ଟ ଖେଳାଯିବାକୁ ଥିବାବେଳେ…

1 week ago

ହାଇକମାଣ୍ଡଙ୍କ ବଡ ନିଷ୍ପତ୍ତି: ଓମାର ଅବଦୁଲ୍ଲା ସରକାରରେ ସାମିଲ ହେବନି କଂଗ୍ରେସ

ନୂଆଦିଲ୍ଲୀ,୧୬।୧୦: ଜମ୍ମୁ-କଶ୍ମୀର ରାଜନୀତିରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଆଜି ନ୍ୟାଶନାଲ କନଫରେନ୍ସର ଓମାର ଅବଦୁଲ୍ଲା ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏହା ପୂର୍ବରୁ…

1 week ago

ବଙ୍ଗୋପସାଗରରେ ଲଘୁଚାପ: ଘଡ଼ଘଡ଼ି ସହ ହେବ ବର୍ଷା

ଭୁବନେଶ୍ୱର,୧୬ା୧୦(ଅନୁରାଧା ମହାରଣା) :ଭାରତରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ବିଦାୟ ନେଇଛି। ଉତ୍ତର ପଶ୍ଚିମ ଭାଗରୁ ୧୭ ତାରିଖ ବଦଳରେ ୨୩ ସେପ୍ଟେମ୍ବରରୁ ଆରମ୍ଭ ହୋଇଥିବା ଅପସାରଣ…

1 week ago

ସଡ଼କ ଦୁର୍ଘଟଣାରେ କଲରାପତରିଆ ବାଘ ମୃତ

ବରଗଡ଼,୧୫।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ସମ୍ବରଧରା-ଲଖନପୁର ରାସ୍ତାରୁ ମଙ୍ଗଳବାର ଏକ କଲରାପତରିଆ ବାଘର ମୃତଦେହ ଉଦ୍ଧାର ହୋଇଛି। ବାଘର ମୃତଦେହକୁ ବନବିଭାଗ…

1 week ago

ହତ୍ୟାକାରୀଙ୍କ ଘର ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ: ମୃତଦେହ ରଖି ରାସ୍ତା ଅବରୋଧ, ପୋଲିସ ମୁତୟନ

ଘସିପୁରା/ରାମଚନ୍ଦ୍ରପୁର,୧୫।୧୦(ନିରଞ୍ଜନ ସାହୁ/ଗଣେଶ୍ୱର ସା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଧୀନ ପଣ୍ଡୁଆ ଛକରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପୂର୍ବ ଶତ୍ରୁତାକୁ…

1 week ago

ଲଢ଼ିଲେ ଗନ୍‌ମ୍ୟାନ, ନିସ୍ତୁକ ମାଡ଼ ଖାଇ ବଞ୍ଚାଇଦେଲେ ୩୮ ଲକ୍ଷ ଟଙ୍କା, ଖସିଗଲେ ୨ ଲୁଟେରା

କେନ୍ଦୁଝର,୧୫।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ଥାନା ଅନ୍ତର୍ଗତ କମାରଯୋଡ଼ା ନିକଟରେ ବ୍ୟାଙ୍କ୍ ଅଫ୍ ଇଣ୍ଡିଆର ଏଟିଏମ କାଉଣ୍ଟରରେ ଟଙ୍କା ଭରିବାକୁ ଯାଉଥିବା ଏକ ଭ୍ୟାନରୁ ଟଙ୍କା ଲୁଟ…

1 week ago

ଭାଜପାକୁ ମେଣ୍ଟ ଟେନଶନ, ଫାଇନାଲ ହୋଇପାରୁନି ସିଟ ଶେୟାରିଂ, ନୀତିଶ କଲେଣି ବଡ଼ ପ୍ଲାନ

ନୂଆଦିଲ୍ଲୀ,୧୫।୧୦: ହରିୟାଣା, ଜମ୍ମୁ କଶ୍ମୀର ନିର୍ବାଚନ ପରେ ମହାରାଷ୍ଟ୍ର ଏବଂ ଝାଡଖଣ୍ଡର ନିର୍ବାଚନ ନେଇ ବିଗୁଲ୍‌ ବାଜି ସାରିଛି। ନିର୍ବାଚନ ଘୋଷଣା ହେବା ସହ ରାଜନୈତିକ ତାତି…

1 week ago