Home Middle

ଶପଥ ନେଲେ ଦୀପାଳି

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନରେ ବିଜୟ ଲାଭ କରିଥିବା ଦୀପାଳି ଦାସ ସୋମବାର ପୂର୍ବାହ୍ନରେ ବିଧାୟିକା ଭାବେ ଶପଥ ଗ୍ରହଣ କରିଛନ୍ତି। ବିଧାନସଭାରେ ଉପବାଚସ୍ପତି ରଜନୀକାନ୍ତ ସିଂ ତାଙ୍କୁ…

1 year ago

ଆଇପିଏଲ ୨୦୨୩ର ୬୨ତମ ମ୍ୟାଚ: ଜିଟି-ଏସଆରଏଚ ଲଢ଼େଇ…

ଅହମଦାବାଦ,୧୫।୫ : ଆଇପିଏଲ ୨୦୨୩ର ୬୨ତମ ମ୍ୟାଚରେ ଗୁଜରାଟ ଟାଇଟନ୍ସ(ଜିଟି) ସୋମବାର ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ)କୁ ଭେଟିବ। ଏହି ମ୍ୟାଚ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସନ୍ଧ୍ୟା ସାଢ଼େ…

1 year ago

ମତେ ୧୦ ବର୍ଷ ଜେଲରେ ରଖିବାକୁ ଚାହୁଁଛନ୍ତି ପାକିସ୍ତାନୀ ସୈନ୍ୟ: ଇମ୍ରାନ…

ଇସଲାମାବାଦ,୧୫।୫ : ଦେଶଦ୍ରୋହ ଅଭିଯୋଗରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ପାକିସ୍ତାନୀ ସୈନ୍ୟବିଭାଗ ୧୦ ବର୍ଷ ଜେଲରେ ରଖିବାକୁ ଚାହୁଁଛନ୍ତି । ସୋମବାର ସେ ଏଭଳି…

1 year ago

ମେକ୍ସିକୋରେ ଟ୍ରକ-ଭ୍ୟାନ ଧକ୍କା: ୨୬ ମୃତ…

ମେକ୍ସିକୋ ସିଟି,୧୫।୫ : ମେକ୍ସିକୋରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଉତ୍ତର ରାଜ୍ୟର ତମାଉଲିପାସର ଏକ ରାଜପଥରେ ଟ୍ରାକ୍ଟର ଟ୍ରେଲର ଏବଂ ଭ୍ୟାନ ମଧ୍ୟରେ…

1 year ago

ସଡ଼କ ଦୁର୍ଘଟଣାରେ ଗୋଟିଏ ପରିବାରର ୬ ମୃତ

ରାୟପୁର,୧୫ା୫: ଛତିଶଗଡ଼ର ବାଲୋଦା ବଜାର ଜିଲା ପାଲାରିଠାରେ ଟ୍ରକ୍‌-ପିକ୍‌ଅପ୍‌ ଧକ୍କା ହେବାରୁ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ମୃତକମାନେ ଗୋଟିଏ…

1 year ago

ୟୁକ୍ରେନକୁ ଜର୍ମାନୀ ଦେବ ସାମରିକ ଯାନ…

ପ୍ୟାରିସ,୧୫।୫ : ରୁଷିଆ ସହିତ ପ୍ରବଳ ଯୁଦ୍ଧ ମଧ୍ୟରେ ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ପ୍ୟାରିସ ଯାତ୍ରା କରିଥିଲେ। ଏଠାରେ ସେ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କୁ…

1 year ago

ଲିଙ୍ଗଗତ ଅସମାନତା ଯୋଗୁ ସଙ୍କୁଚିତ ହେଉଛି ମହିଳାଙ୍କ ମସ୍ତିଷ୍କ

ଲଣ୍ଡନ, ୧୫ା୫: ଅନେକ ଦେଶରେ ମହିଳାଙ୍କ ଅପେକ୍ଷା ପୁରୁଷଙ୍କୁ ବେଶି ପ୍ରାଧାନ୍ୟ ଦିଆଯାଏ। ଘରେ ହେଉ ଅବା ବାହାରେ, ପାଠ ପଢ଼ାଠାରୁ ଆରମ୍ଭ କରି ଚାକିରି କରିବା…

1 year ago

ପ୍ରମୋଦଙ୍କୁ ୨ ସ୍ବର୍ଣ୍ଣ, ଦୀପ୍‌ ରଞ୍ଜନଙ୍କୁ ବ୍ରୋଞ୍ଜ

ଭୁବନେଶ୍ୱର, ୧୫।୫(କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ପ୍ରମୋଦ ଭଗତ ଥାଇଲାଣ୍ଡର ପଟାୟାଠାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ୨ଟି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେ ସିଙ୍ଗଲ୍ସ…

1 year ago

ପ୍ରଥମ ନ୍ୟାୟିକ ବିଜୟ: ରେସ୍‌ଲର

ନୂଆଦିଲ୍ଲୀ,୧୫ା୫(ପି.ଟି.) : ଭାରତୀୟ ରେସ୍‌ଲିଂ ଫେଡେରେଶନ (ଡବ୍ଲ୍ୟୁଏଫ୍‌ଆଇ) ସଭାପତି ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ଯୌନ ନିର୍ଯାତନା ମାମଲାରେ ଶନିବାର ଭାରତୀୟ ଅଲିମ୍ପିକ୍ସ ମହାସଂଘ (ଆଇଓଏ) ପକ୍ଷରୁ ନିଯୁକ୍ତ…

1 year ago

କର୍ନାଟକ: ୯ ମୁସଲମାନ ବିଧାୟକ କଂଗ୍ରେସର

ନୂଆଦିଲ୍ଲୀ,୧୫ା୫: ସଦ୍ୟ ଅନୁଷ୍ଠିତ କର୍ନାଟକ ବିଧାନସଭା ନିର୍ବାଚନରେ ୯ ଜଣ ମୁସଲମାନ ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ସେମାନେ ସମସ୍ତେ କଂଗ୍ରେସ ଟିକେଟରେ ଲଢ଼ିଥିଲେ। ଶନିବାର ଆସିଥିବା ଫଳାଫଳ…

1 year ago

ଏମ୍‌ଭିଏକୁ ସୁଦୃଢ଼ କରିବ ‘କର୍ନାଟକ ସୂତ୍ର’

ମୁମ୍ବାଇ, ୧୫।୫: କର୍ନାଟକରେ ଭାଜପାରେ ସଦ୍ୟ ଶୋଚନୀୟ ପରାଜୟ ମହାରାଷ୍ଟ୍ରରେ ମହାବିକାଶ ଅଘାଡ଼ି (ଏମ୍‌ଭିଏ) ପାଇଁ ନୂଆ ଆଶାର କିରଣ ପାଲଟିଛି। ୨୦୨୪ ନିର୍ବାଚନରେ ଶାସକଦଳକୁ ଚ୍ୟାଲେଞ୍ଜ…

1 year ago

ଯୁଦ୍ଧଜାହାଜରୁ ବ୍ରହ୍ମୋସ୍‌ ମିଶାଇଲ ପରୀକ୍ଷା

ନୂଆଦିଲ୍ଲୀ, ୧୫।୫: ନୌସେନାର ଫ୍ରଣ୍ଟଲାଇନ୍‌ ଗାଇଡେଡ୍‌ ମିଶାଇଲ ଡେଷ୍ଟ୍ରୋୟର ଆଇଏନ୍‌ଏସ୍‌ ମୋର୍ମୁଗାଓରୁ ବ୍ରହ୍ମୋସ୍‌ ସୁରପସୋନିକ ମିଶାଇଲର ସଫଳ ପରୀକ୍ଷଣ କରାଯାଇଛି। ଜାହାଜ ଏବଂ ଅସ୍ତ୍ର ଦୁଇଟିଯାକ ଭାରତରେ…

1 year ago