Home Middle

ଜୁନ ୮ ନୁହେଁ ଏହି ଦିନ ଶପଥ ନେବେ ମୋଦି

ନୂଆଦିଲ୍ଲୀ,୬।୬: ଦେଶରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ମୋଦି ୩.୦। ଆସନ୍ତା ୯ ତାରିଖ ସା ୬ଟାରେ ୩ୟ ଥର ପ୍ରଧାନମନ୍ତ୍ରୀ ଭାବେ ମୋଦି ଶପଥ ନେବେ। ମୋଦିଙ୍କ…

5 months ago

ସାଧାରଣ ନିର୍ବାଚନ ଫଳାଫଳ ନେଇ ରାଜ୍ୟପାଳଙ୍କୁ ଅବଗତ କରାଇଲେ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର,୬ା୬: ସଦ୍ୟ ନିର୍ବାଚିତ ଓଡ଼ିଶା ବିଧାନସଭାର ସଦସ୍ୟ ତାଲିକା ବିଜ୍ଞପ୍ତି ଭାରତ ନିର୍ବାଚନ ଆୟୋଗଙ୍କ ଦ୍ୱାରା ପ୍ରକାଶ ପାଇଛି। ଏହି ବିଜ୍ଞପ୍ତି ଓଡ଼ିଶା ରାଜପତ୍ରରେ ମଧ୍ୟ ପ୍ରକାଶିତ…

5 months ago

ଏବେ ମନ୍ତ୍ରୀ ପଦକୁ ନେଇ ଚାପ, ଜୁଲାଇରେ ଭାଜପାର ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୬ା୬: ଲୋକ ସଭା ନିର୍ବାଚନ ୨୦୨୪ର ଫଳାଫଳ ପରେ ଦେଶ ଏକ ନୂତନ ସରକାରକୁ ଅପେକ୍ଷା କରିଛି। ଏନ୍‌ଡିଏ ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ମୋଦି…

5 months ago

ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା ଘୁଞ୍ଚିବା ଚର୍ଚ୍ଚା

ଭୁବନେଶ୍ୱର, ୬।୬(ସୁନିତ୍‌ ମିଶ୍ର)୨୦୨୪ ନିର୍ବାଚନ ଫଳାଫଳ ସମସ୍ତଙ୍କୁ ପ୍ରାୟ ଆଶ୍ଚର୍ଯ୍ୟ କରିଦେଇଛି। ୨୪ ବର୍ଷ ଧରି ରାଜ୍ୟରେ ଶାସନ କ୍ଷମତାରେ ରହିଥିବା ବିଜେଡିକୁ ଗାଦିଚ୍ୟୁତ ହେବାକୁ ପଡ଼ିଛି।…

5 months ago

ରାଜ୍ୟରେ ବିଭିନ୍ନ ଯୋଜନା ବନ୍ଦ ଅଭିଯୋଗ

ଭୁବନେଶ୍ୱର, ୬।୬(ଅସମାପିକା ସାହୁ)ରାଜ୍ୟରେ ଆର୍ଥତ୍କ ଦୁର୍ବଳ ଶ୍ରେଣୀର ପରିବାରକୁ ମାଗଣାରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ନବୀନ ପଟ୍ଟନାୟକ ସରକାର ୨୦୧୮ ଅଗଷ୍ଟ ୧୫ରୁ ବିଜୁ ସ୍ବାସ୍ଥ୍ୟ…

5 months ago

ଜୟ ଶ୍ରୀରାମ୍‌ରୁ ଜୟ ଜଗନ୍ନାଥ: ଅଯୋଧ୍ୟା ପରାଜୟରୁ ଓଡ଼ିଶା ବିଜୟ

ନୁଆଦିଲ୍ଲୀ,୫।୬: ଭାରତୀୟ ଜନତା ପାର୍ଟି (ଭାଜପା) ଏକାସାଙ୍ଗରେ ଅନୁଷ୍ଠିତ ଉଭୟ ବିଧାନସଭା ଓ ଲୋକସଭା ନିର୍ବାଚନରେ ଅଜସ୍ର ଲୋକମତ ପାଇ ଓଡ଼ିଶାରେ ଇତିହାସ ସୃଷ୍ଟି କରିଛି। ଏହା…

5 months ago

BSKY କାର୍ଡ ଗ୍ରହଣ କରିବା ପାଇଁ ହସ୍ପିଟାଲଗୁଡ଼ିକୁ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର, ୫।୬(ଅସମାପିକା ସାହୁ): ରାଜ୍ୟରେ ଆର୍ଥତ୍କ ଦୁର୍ବଳ ଶ୍ରେଣୀର ପରିବାରକୁ ମାଗଣାରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ନବୀନ ପଟ୍ଟନାୟକ ସରକାର ୨୦୧୮ ଅଗଷ୍ଟ ୧୫ରୁ…

5 months ago

ଇନ୍‌ଷ୍ଟାଗ୍ରାମରୁ ବିଜେଡି ହଟାଇଲେ ପାଣ୍ଡିଆନ, ପରିବର୍ତ୍ତନ କରି ଲେଖିଲେ…

ଭୁବନେଶ୍ୱର,୫ା୬: ସୋସିଆଲ ମିଡିଆ ଆକାଉଣ୍ଟ ଇନ୍‌ଷ୍ଟାଗ୍ରାମରୁ କାର୍ତ୍ତିକ ପାଣ୍ଡିଆନ ବିଜେଡି ହଟାଇ ଦେଇଛନ୍ତି। ଏହାକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ସେ ତାଙ୍କ ପ୍ରୋଫାଇଲରେ ବିଜେଡିର ସଦସ୍ୟ…

5 months ago

୩ରୁ୪ ଦିନରେ ଓଡ଼ିଶା ଛୁଇଁବ ମୌସୁମୀ, କିଛି ଜିଲାରେ କାଳବୈଶାଖୀ

ଭୁବନେଶ୍ୱର,୫ା୬: ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି। ମୌସୁମୀ…

5 months ago

କେଉଁ ସର୍ତ୍ତରେ ଏନ୍‌ଡିଏକୁ ସମର୍ଥନ ଜଣାଇଲେ ନୀତୀଶ କୁମାର, ଜାଣନ୍ତୁ…

ପାଟ୍‌ନା,୫ା୬: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଦିଲ୍ଲୀରେ ପହଞ୍ଚି ଏନ୍‌ଡିଏ ବୈଠକରେ ଯୋଗ ଦେଇଥିଲେ। ଏହି ବୈଠକରେ ନୀତୀଶ କୁମାରଙ୍କୁ ଗତ ୧୦ ବର୍ଷ ମଧ୍ୟରେ କିଙ୍ଗ୍‌ମେକରଙ୍କ…

5 months ago

ଓଡ଼ିଶାରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବ ଏହି ଦିନ ହେବ ଫାଇନାଲ

ନୂଆଦିଲ୍ଲୀ/ଭୁବନେଶ୍ୱର,୫ା୬: ଭାରତୀୟ ଜନତା ପାର୍ଟି ଓଡ଼ିଶା ବିଧାନସଭା ଏବଂ ଲୋକ ସଭା ନିର୍ବାଚନରେ ଐତିହାସିକ ପ୍ରଦର୍ଶନ ହାସଲ କରିଛି। ଭାରତୀୟ ଜନତା ପାର୍ଟି ୧୪୭ ସିଟ୍‌ ବିଶିଷ୍ଟ…

5 months ago

ମୋଦି ସରକାର ୩.୦ ପାଇଁ ନୀତୀଶ, ଚନ୍ଦ୍ରବାବୁ ଦେଲେ ସମର୍ଥନ ପତ୍ର

ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନରେ ବୁଧବାର ଅପରାହ୍ନରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏନ୍‌ଡିଏ ମେଣ୍ଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଥିଲା। ବୈଠକରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର…

5 months ago