Home Middle

ପ୍ରେସମିଟ୍‌ କରି ଭାଜପାକୁ ଟାର୍ଗେଟ କଲେ ପାଣ୍ଡିଆନ, କମ୍ପନ କେଉଁଠି ହେବ ଜ୍ୟୋତିଷ କହିଛନ୍ତି…

ଭୁବନେଶ୍ୱର,୩୦।୫: ପ୍ରଧାନମନ୍ତ୍ରୀ ମୋଦି ବୁଧବାର ଓଡ଼ିଶା ଆସି ବିଜେଡି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି। ଯାହାର କାଉଣ୍ଟର କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ।…

5 months ago

କେରଳ ଛୁଇଁଲା ମୌସୁମୀ

ଥିରୁଭାନନ୍ତପୁରମ୍‌,୩୦ା୫: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଗୁରୁବାର କେରଳ ଛୁଇଁଛି। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ ଜରିଆରେ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି।  ପାଣିପାଗ ବିଭାଗର ପୂର୍ବାନୁମାନ…

5 months ago

ଆମେଠିରୁ ହାରିଯିବେ ସ୍ମୃତି ଇରାନୀ! ବଡ଼ ଭବିଷ୍ୟବାଣୀ କଲେ ରଣନୀତିଜ୍ଞ ଯୋଗେନ୍ଦ୍ର ଯାଦବ

ନୂଆଦିଲ୍ଲୀ,୩୦।୫: ନିର୍ବାଚନ ୨୦୨୪ ଶେଷ ପର୍ଯ୍ୟାୟରେ ଥିବାବେଳେ ଏହାର ଫଳାଫଳକୁ ନେଇ ବିଭିନ୍ନ ଆକଳନ କରାଯାଉଛି। ଏହାରି ଭିତରେ ପ୍ରଶାନ୍ତ କିଶୋର, ଯୋଗେନ୍ଦ୍ର ଯାଦବଙ୍କ ଭଳି ବଡ଼…

5 months ago

ପୁରୀରେ ଚାପଖେଳବେଳେ ବାଣ ବିସ୍ଫୋରଣ: ମୃତ୍ୟୁସଂଖ୍ୟା ୨କୁ ବୃଦ୍ଧି

ପୁରୀ,୩୦।୫: ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳବେଳେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏପର୍ଯ୍ୟନ୍ତ ଏହି ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି।…

5 months ago

ମୋଦିଙ୍କ ବିବାଦୀୟ ମନ୍ତବ୍ୟ: ଫିଲ୍ମ ପୂର୍ବରୁ ଗାନ୍ଧୀଙ୍କୁ କେହି ଜାଣି ନ ଥିଲେ…

ନୂଆଦିଲ୍ଲୀ,୩0ା୫: ଲୋକ ସଭା ନିର୍ବାଚନ ଶେଷ ହେବାକୁ ବସିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାକ୍ଷାତ୍‌କାରରେ ପୂର୍ବର କଂଗ୍ରେସ ସରକାରଗୁଡ଼ିକୁ ସମାଲୋଚନା କରିବାକୁ ଯାଇ କହିଛନ୍ତି, ଗାନ୍ଧିଜୀ ଜଣେ…

5 months ago

ବିଜେଡି ପାଇଁ କାମ କରିବା କୁଟ୍ଟେ, ଆଶିଷ ସିଂଙ୍କ ପୁରୁଣା ଅଭ୍ୟାସ: ଭାଜପା

ଭୁବନେଶ୍ୱର, ୩୦।୫(ସୁନିତ୍‌ ମିଶ୍ର)ପୋଲିସ ବିଭାଗରେ ଉଚ୍ଚପଦସ୍ଥ ଅଧିକାରୀଭାବେ ଅବସ୍ଥାପିତ ଡି.ଏସ୍‌. କୁଟ୍ଟେ ଓ ଆଶିଷ ସିଂ ବିଜେଡିର ଚାମଚାଗିରି କରୁଛନ୍ତି ବୋଲି ଭାଜପା ବାରମ୍ବାର ଓଡ଼ିଶାବାସୀଙ୍କୁ ଅବଗତ…

5 months ago

ଏଠି ଗୁମାସ୍ତାଗିରି ଶାସନ ଚାଲିଛି: ଧର୍ମେନ୍ଦ୍ର

ଅସ୍ତରଙ୍ଗ,୩୦ା୫(ମମତା ଜେନା)ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ପଡ଼ିଆରେ ବୁଧବାର ଆୟୋଜିତ ଭାଜପାର ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶାସକ…

5 months ago

ସୁଜାତା କାର୍ତ୍ତିକେୟନ୍‌ଙ୍କୁ ରାଜ୍ୟରୁ ଅପସାରଣ କରିବାକୁ ଭାଜପାର ଦାବି

ଭୁବନେଶ୍ୱର, ୩୦।୫(ସୁନିତ୍‌ ମିଶ୍ର)ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ୍‌ଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ନିକଟରେ ଭାଜପାର ଏକ ପ୍ରତିନିଧି ଦଳ ଫେରାଦ ହୋଇଛି। ମୁକ୍ତ ଅବାଧ ନିର୍ବାଚନ…

5 months ago

ଆଜିଠୁ ଧ୍ୟାନରେ ବସିବେ ମୋଦି

ନୂଆଦିଲ୍ଲୀ,୩୦ା୫(ପି.ଟି.)ଜୁନ୍‌ ୧ରେ ଅନ୍ତିମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ହେବାକୁ ଥିବାବେଳେ ମେ’ ୩୦ରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାମିଲନାଡୁର କନ୍ୟାକୁମାରୀସ୍ଥିତ ବିବେକାନନ୍ଦ ରକ୍‌ରେ ୪୮ ଘଣ୍ଟିଆ…

5 months ago

ନିର୍ବାଚନ ପରେ ଭାଜପା-ବିଜେଡି ପୁଣି ଏକାଠି ହୋଇଯିବେ: ଖାର୍ଗେ

ବାଲେଶ୍ୱର, ୩୦।୫(ମାନସ ବିଶ୍ୱାଳ)ଭାଜପା ଯାହା ଚାହୁଁଛି ବିଜେଡି ତାକୁ ସମର୍ଥନ କରୁଛି। ଏବେ ପରସ୍ପର ଅଲଗା ଅଲଗା ଅଛନ୍ତି। ମାତ୍ର ନିର୍ବାଚନ ପରେ ପୁଣି ଭାଜପା-ବିଜେଡି ଏକାଠି…

5 months ago

ନବୀନଙ୍କ ସ୍ବାସ୍ଥ୍ୟହାନିରେ ଷଡ଼ଯନ୍ତ୍ର, ଯାଞ୍ଚ ହେବ: ମୋଦି

ବାରିପଦା/ ବାଲେଶ୍ୱର/ କେନ୍ଦ୍ରାପଡ଼ା, ୩୦ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ/ମାନସ ବିଶ୍ୱାଳ/ ଜଗନ୍ନାଥ ଧଳ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯାଇଛି। ଏହା ପଛରେ ଷଡ଼ଯନ୍ତ୍ର ହୋଇଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

5 months ago

ମୁଁ ସୁସ୍ଥ, ମିଛ ପ୍ରଚାରର ଯାଞ୍ଚ ପାଇଁ କମିଟି ହେଉ: ନବୀନ

ଭୁବନେଶ୍ୱର,୩୦ା୫(ଅନିଲ ଦାସ)ବାରିପଦାର ଏକ ନିର୍ବାଚନୀ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଏକ ଯାଞ୍ଚ କମିଟି ଗଠନ କରିବାକୁ କହିଛନ୍ତି। ତେବେ…

5 months ago