Home Middle

ଭାଜପା ରାଜ୍ୟ କାର୍ଯ୍ୟାଳୟରେ ନଡ୍ଡା, କରିବେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୩।୫: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଶୀର୍ଷ ନେତୃତ୍ୱଙ୍କୁ ନେଇ ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ବୈଠକ କରିବେ । ବୈଠକରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର…

5 months ago

ଭାଜପା ସରକାରକୁ ଆସିଲେ କିଏ ହେବେ ମୁଖ୍ୟମନ୍ତ୍ରୀ, କହିଲେ ନଡ୍ଡା

ଭୁବନେଶ୍ୱର,୨୩।୫: ଏରସମା ସଭାରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ବିଜେଡି ଉପରେ ବର୍ଷିଛନ୍ତି। ନଡ୍ଡା କହିଛନ୍ତି, ଓଡ଼ିଶାରେ ନେତା ସୃଷ୍ଟି ହେବା ବନ୍ଦ ହୋଇଗଲାଣି। ଏବେ…

5 months ago

ଭାରତ ନିଜର ସୁନା ଇଂଲଣ୍ଡରେ କାହିଁକି ରଖିଥାଏ? ଦେଶର ରାଜକୋଷରେ ଅଛି ଏତିକି ଟନ୍‌ ସୁନା…

ନୂଆଦିଲ୍ଲୀ,୨୩।୫: ଦେଶକୁ ସଙ୍କଟରୁ ମୁକ୍ତ କରିବାର ସବୁଠାରୁ ବଡ ମାଧ୍ୟମ ହେଉଛି ସୁନା। ଏଥିପାଇଁ ଗୋଲ୍ଡ ରିଜର୍ଭ(ସୁନା ସଂରକ୍ଷଣ) ପ୍ରସ୍ତୁତ କରାଯାଇଥାଏ। ଭାରତରେ ମଧ୍ୟ ସୁନା ସଂରକ୍ଷିତ…

5 months ago

ଫର୍ମ ୧୭ କ’ଣ, ଯାହାର ଡାଟା ଅପ୍‌ଲୋଡ କରୁନାହାନ୍ତି ନିର୍ବାଚନ କମିଶନ? ଏବେ ପ୍ରଶ୍ନ ଉଠାଇଲେ ସିବ୍ବଲ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନର ୫ ପର୍ଯ୍ୟାୟର ମତଦାନ ଶେଷ ହୋଇଛି। ସମସ୍ତ ଦଳ ବାକିଥିବା ୨ ପର୍ଯ୍ୟାୟ ମତଦାନ ଲାଗି ପ୍ରସ୍ତୁତି ଜୋରଦାର କରୁଛନ୍ତି। ଏସବୁ…

5 months ago

ପ୍ରଥମ ସାକ୍ଷାତକାରରେ ଭାବପ୍ରବଣ ହେଲେ ସ୍ବାତୀ, କହିଲେ ମୁଁ ଯେତେବେଳେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଯାଇଥିଲି…

ନୂଆଦିଲ୍ଲୀ,୨୩ା୫: ପ୍ରଥମଥର ପାଇ ଏଏପିର ରାଜ୍ୟ ସଭା ଏମ୍‌ପି ସ୍ବାତୀ ମାଲିଓ୍ବାଲ ଏକ ସାକ୍ଷାତକାର ଦେଇଛନ୍ତି। ଏହି ସାକ୍ଷାତକାରରେ ସେ କହିଛନ୍ତି, ମେ’ ୧୩ରେ ସେ ଦିଲ୍ଲୀ…

5 months ago

ଖୋର୍ଦ୍ଧା ରାଜନୀତିରେ ରୋଚକ: ଭାଜପାରେ ସାମିଲ ହେଲେ ବିଧାୟକ ଜିତୁ ମିତ୍ର

ଭୁବନେଶ୍ୱର,୨୩।୫: ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ର ଗୁରୁବାର ଭାଜପାରେ ସାମିଲ ହୋଇଛନ୍ତି। ତେବେ ଜିତୁ ଭାଜପାରେ ମିଶୁମିଶୁ ଅପରାଜିତା ଷଡ଼ଙ୍ଗୀ ଓ ପ୍ରଶାନ୍ତ ଜଗଦ୍ଦେବଙ୍କ ପାଇଁ ପ୍ରଚାର…

5 months ago

ଗାଈ କ୍ଷୀର ଦେଇନାହିଁ, ଘିଅ ଖାଇବାକୁ ଲାଗିଛି ଝଗଡା: କାହିଁକି ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୫: ୨୦୨୪ ଲୋକ ସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ପ୍ରଚାର ପାଇଁ ହରିୟାଣାର ମହେନ୍ଦ୍ରଗଡରେ ପହଞ୍ଚି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ଉପରେ କଡ଼ା ଆକ୍ରମଣ କରିଛନ୍ତି।…

5 months ago

ମଥୁରା-କାଶୀରେ ମନ୍ଦିର, ପିଓକେ ଭାରତର ହେବ; ହିମନ୍ତ କହିଲେ ୪୦୦ ଆସନ ଜିତିଲେ କ’ଣ କ’ଣ କରିବ ଭାଜପା…

ନୂଆଦିଲ୍ଲୀ,୨୩।୫: ଭାଜପା ଲୋକ ସଭା ନିର୍ବାଚନ ୨୦୨୪ ଲାଗି ୩୭୦ରୁ ଅଧିକ ଆସନ ଜିତିବାର ଲକ୍ଷ୍ୟ ରଖିଛି। ଏଥିସହ ଏନ୍‌ଡିଏ ଲାଗି ୪୦୦ରୁ ଅଧିକ ଟାର୍ଗେଟ ସ୍ଥିର…

5 months ago

ଜୁନ ୪ରେ ଭାଜପା ଆଉ ଶେୟାର ବଜାର ଉଭୟ ମନାଇବେ ଉତ୍ସବ: ମୋଦି

ନୂଆଦିଲ୍ଲୀ,୨୩।୫: ଜୁନ ୪ରେ ଲୋକ ସଭା ନିର୍ବାଚନ ଫଳାଫଳ ଦିନ ଷ୍ଟକ ମାର୍କେଟରେ କ’ଣ ହେବ, ଷ୍ଟକ ମାର୍କେଟ ନୂଆ ଶିଖରକୁ ଛୁଇଁବ ନା ବଜାର ହ୍ରାସ…

5 months ago

ସ୍ବାତୀ ମାଲିଓ୍ବାଲଙ୍କ ମାମଲାରେ କେଜ୍‌ରିଓ୍ବାଲ ଚୁପ୍‌ କାହିଁକି: ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୩ା୫: କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଏଏପିର ରାଜ୍ୟ ସଭା ଏମ୍‌ପି ସ୍ବାତୀ ମାଲିଓ୍ବାଲଙ୍କ ସହ ଅସଦାଚରଣ ତଥା ଆକ୍ରମଣ ମାମଲାରେ ଅନେକ ପ୍ରଶ୍ନ ଉଠାଇଛନ୍ତି। ଏହି…

5 months ago

୨୫ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା, ଜାଣନ୍ତୁ କେଉଁଠି ଛୁଇଁବ ଉପକୂଳ

ଭୁବନେଶ୍ୱର,୨୩।୫: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା କାଲି ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତ ପରିଣତ…

5 months ago

‘ପ୍ରଭୁ ଜଗନ୍ନାଥ ଆମକୁ ଶକ୍ତି ଦିଅନ୍ତୁ, ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ହେଉ’

ବାଣପୁର,୨୩ା୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଗୁରୁବାର ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଚିଲିକାର ବାଣପୁରରେ ଆୟୋଜିତ ଏକ ଜନସଭାରେ ଯୋଗ ଦେଇଛନ୍ତି। ଯୋଗୀ ଆରମ୍ଭରୁ…

5 months ago