Home Middle

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି। ଏହି…

6 months ago

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦%…

6 months ago

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି ସମୟରେ…

6 months ago

ଏନକ୍ରିପସନ୍ ହଟାଇବାକୁ ପାଇଁ କୁହାଗଲେ ଭାରତରେ ପରିଚାଳନା ବନ୍ଦ, ଦିଲ୍ଲୀ ହାଇକୋର୍ଟଙ୍କ କହିଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସଆପ୍‌ ସ୍ପଷ୍ଟ ଭାବେ କହିଛି ଯେ ଯଦି ଏନକ୍ରିପସନ୍ ହଟାଇବାକୁ କୁହାଯାଏ ତେବେ ଏହା ଭାରତ ଛାଡିବ। ହ୍ବାଟ୍ସଆପ୍‌ ଦିଲ୍ଲୀ ହାଇକୋର୍ଟଙ୍କୁ…

6 months ago

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ମେ’…

6 months ago

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି ଯଦି…

6 months ago

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ କରିବ।…

6 months ago

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର ଶାସିତ…

6 months ago

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ ମଧ୍ୟରେ…

6 months ago

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା ସରକାର…

6 months ago

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି।…

6 months ago

୨୦୨୪ ହେବାକୁ ଯାଉଛି ବିଶ୍ୱର ସବୁଠାରୁ ମହଙ୍ଗା ଇଲେକ୍ସନ, ୨୦୧୯ ତୁଳନାରେ ଖର୍ଚ୍ଚ ହେଉଛି ୨ ଗୁଣା ଅଧିକ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବ ରେକର୍ଡ ଭାଙ୍ଗିବା ଏବଂ ବିଶ୍ୱର ସବୁଠାରୁ ମହଙ୍ଗା ର୍ନିବାଚନ ଇଭେଣ୍ଟ ହେବାକୁ ଯାଉଛି। ଏନଜିଓ ସେଣ୍ଟର ଫର ମିଡିଆ…

6 months ago