ଭୁବନେଶ୍ୱର, ୪।୭(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୪୯୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮,୬୦୧ରେ ପହଞ୍ଚିଛି। ଏ…
କବିସୂର୍ଯ୍ୟନଗର,୩ା୭(ଡି.ଏନ୍.ଏ.)- କରୋନାରେ ଏକମାତ୍ର ପୁଅଙ୍କ ମୃତ୍ୟୁ ଖବର ଶୁଣି ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି ବାପା। ଏଭଳି ଦୁଃଖଦ ଘଟଣା ଘଟିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଅଞ୍ଚଳରେ।…
ଇସ୍ଲାମାବାଦ,୩ା୭-ମହାମାରୀ କରୋନା ସାରାବିଶ୍ୱରେ କାୟାବିସ୍ତାର କରିଚାଲିଛି। ତେବେ ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ଶାହ ମହମୁଦ କ୍ୟୁରେସି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଶୁକ୍ରବାର ତାଙ୍କ ରିପୋର୍ଟ ପଜିଟିଭ ଆସିଛି।…
ନୂଆଦିଲ୍ଲୀ ୩।୭- ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ଉନ୍ନତମାନର ଶିକ୍ଷା ପାଇଁ କେନ୍ଦ୍ର ସରକାର ଜେଇଇ ଓ ନିଟ୍ ପରୀକ୍ଷାକୁ ଘୁଞ୍ଚାଇ ଦେଇଛନ୍ତି। https://twitter.com/DrRPNishank/status/1279051659721666560 ଜେଇଇ ମେନ ପରୀକ୍ଷା…
ଭୁବନେଶ୍ୱର, ୩।୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୨୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୫,୭୦୫ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରେ ଗଞ୍ଜାମ…
ଭୁବନେଶ୍ୱର,୩।୭(ବ୍ୟୁରୋ): ୪୫ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ଘରକୁ ଘର ବୁଲି ସର୍ଭେ ହେଉଛି। ଗାଁର ପ୍ରତି ଘର ଏବଂ ସହରର ପ୍ରତି ବସ୍ତି ଅଞ୍ଚଳରେ ସର୍ଭେ…
ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ହେଲେ ଲୋକମାନଙ୍କ ମଧ୍ୟରେ ଭୟ ଓ ସଚେତନତା କମିଯାଉଥିବା ଦେଖିବାକୁ ମିଳୁଛି। ଏହାକୁ ଦୃଷ୍ଟିରେ…
ଭୁବନେଶ୍ୱର,୩।୭(ବ୍ୟୁରୋ): ଏଣିକି ଘରୋଇ ଲ୍ୟାବ୍ରେ କରୋନା ଟେଷ୍ଟ କରାଇପାରିବେ। ଏଥିପାଇଁ ୨୨ଶହ ଟଙ୍କା ଫି’ ଦେବାକୁ ପଡ଼ିବ। ରାଜ୍ୟ ସରକାର ଆର୍ଟି-ପିସିଆର୍ ଟେଷ୍ଟ ପାଇଁ ସର୍ବାଧିକ ଫି’…
ଲେହ,୩।୭: ସମସ୍ତଙ୍କୁ ଚକିତ କଲାଭଳି ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲେହ ଗସ୍ତ କରିଛନ୍ତି। ଏହି ଗସ୍ତ ଅବସରରେ ସେ ଚାଇନା ଉପରେ ଖୁବ୍ ବର୍ଷିଛନ୍ତି। ସେଠାରେ…
ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜଧାନୀରେ ଶୁକ୍ରବାର ୨୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରେ ୨୦ କ୍ୱାରାଣ୍ଟାଇନ୍ ଆକ୍ରାନ୍ତ ଥିବା ବେଳେ ୪ ଲୋକାଲ କେସ୍ ରହିଛି। ଏହାଛଡ଼ା…
ଭୁବନେଶ୍ୱର,୩ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ଆଉ ଦୁଇ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୯ରେ ପହଞ୍ଚିଛି। ମୃତକ ଦ୍ୱୟ ଗଞ୍ଜାମ…
ଭୁବନେଶ୍ୱର,୩ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ସର୍ବାଧିକ ୫୬୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮,୧୦୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…