Home Middle

ଭାରତରେ କରୋନା ସଂକ୍ରମଣ ତାଲିକା: ମହାରାଷ୍ଟ୍ର ପଛକୁ ଦିଲ୍ଲୀ

ନୂଆଦିଲ୍ଲୀ,୧୮।୪: ଭାରତରେ କରୋନା ସଂକ୍ରମଣର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ରହିଛି। ଦେଶରେ ସଂକ୍ରମିତଙ୍କ ସଂଖ୍ୟା ଇତିମଧ୍ୟରେ ୧୪, ୩୭୮ରେ ପହଞ୍ଚିଛି। ସଂକ୍ରମିତଙ୍କ ତାଲିକାରେ…

5 years ago

ଭୁବନେଶ୍ୱରରେ ନମୂନା ସଂଗ୍ରହ ଆରମ୍ଭ: ଦୁଇଟି ପର୍ଯ୍ୟାୟରେ ହେବ ପରୀକ୍ଷା, ସକାଳ ୮ରୁ ୧୧ ଏବଂ ଅପରାହ୍ନ ୪ରୁ ୬ଟା ଯାଏ ହେବ ନମୂନା ସଂଗ୍ରହ

ଭୁବନେଶ୍ୱର, ୧୮।୪(ବ୍ୟୁରୋ): କରୋନା ମୁକାବିଲା ନିମେନ୍ତ ହଟ୍‌ସ୍ପଟ୍‌ ସାଜିଥିବା ଭୁବନେଶ୍ୱରରୁ ନମୂନା ସଂଗ୍ରହ ପ୍ରକ୍ରିୟା ଶନିବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ…

5 years ago

କରୋନା ଲଢ଼େଇ: ରାଜସ୍ଥାନ-କେରଳ ସୃଷ୍ଟି କଲେ ନୂଆ ଉଦାହରଣ

ନୂଆଦିଲ୍ଲୀ,୧୮।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ଭାରତର ରାଜସ୍ଥାନର…

5 years ago

ସୁସ୍ଥ ହେଲେ ଆଉ ୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୪(ବୁରୋ): ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହି ୨ ଆକ୍ରାନ୍ତ ଭୁବନେଶ୍ୱରର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍‌ କରି କୁହାଯାଇଛି। ଏହାକୁ…

5 years ago

କରୋନା ଯୁଦ୍ଧରେ ଭାରତ ଆଗରେ: ଲଭ ଅଗ୍ରଓ୍ବାଲ

ନୂଆଦିଲ୍ଲୀ,୧୭।୪: ଭାରତ କରୋନା ଯୁଦ୍ଧରେ ଆଗରେ ରହିଛି ବୋଲି ଶୁକ୍ରବାର ପ୍ରକାଶ କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରଓ୍ବାଲ। ସେ କହିଛନ୍ତି ଦେଶରେ…

5 years ago

ରାଜଧାନୀରେ ୪ଟି ବର୍ଗରେ ହେବ ନମୁନା ପରୀକ୍ଷଣ, ସହଯୋଗ ନ କଲେ ହସ୍ତକ୍ଷେପ କରିବ ପୋଲିସ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜ୍ୟରେ ୬୦ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ରାଜଧାନୀରୁ ୪୬ଜଣ ରହିଛନ୍ତି। ଏହାକୁ ନେଇ ଭୁବନେଶ୍ୱରକୁ ହଟ୍‌ସ୍ପଟ୍‌ କୁହାଯାଉଛି। ଆଗାମୀ ଦିନରେ କରୋନାର ଚିତ୍ର…

5 years ago

ରାଜ୍ୟ ସରକାରଙ୍କ କରୋନା ମୁକାବିଲା ଚିନ୍ତା: ରାଜଧାନୀ ପାଇଁ ସ୍ବତନ୍ତ୍ର ପ୍ଲାନ୍‌, ୭ ଦିନରେ ୫୦୦୦ ନମୁନା ପରୀକ୍ଷଣ ଲକ୍ଷ୍ୟ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ଓଡ଼ିଶାରେ ୭,୫୭୭ଟି ନମୂନା ପରୀକ୍ଷଣ କରାଯାଇଛି। ସେଥିରୁ ୬୦ଜଣ ପଜିଟିଭ୍‌ ବାହାରିଛନ୍ତି। ହେଲେ କେବଳ ଭୁବନେଶ୍ୱରରେ ୪୬ ପଜିଟିଭ୍‌ ମାମଲା ରହିଛି।…

5 years ago

ଭୁବନେଶ୍ୱର କରୋନା ହଟ୍‌ସ୍ପଟ୍‌: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୭।୪(ବ୍ୟୁରୋ): କରୋନା ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ନିୟୋଜିତ ହୋଇଥିବା ସମସ୍ତ ଅଧିକାରୀ ଏଥିପାଇଁ…

5 years ago

୨୦୨୨ ଯାଏ ଜାରି ରହିପାରେ ସାମାଜିକ ଦୂରତ୍ୱ

ଓ୍ବାଶିଂଟନ,୧୭ା୪: କରୋନା ଭାଇରସ୍‌ ସଂକ୍ରମଣ ରୋକିବା ପାଇଁ ଅଦ୍ୟାବଧି ବିଶ୍ୱର କୌଣସି ରାଷ୍ଟ୍ର ଭାକ୍‌ସିନ ପ୍ରସ୍ତୁତ କରିପାରି ନାହାନ୍ତି। ସାମାଜିକ ଦୂରତ୍ୱ ବା ସୋସିଆଲ ଡିଷ୍ଟାନ୍ସିଂ ହିଁ…

5 years ago

ଉପଭୋକ୍ତାଙ୍କୁ ସେସୁର ୪% ରିହାତି: ମାର୍ଚ୍ଚ, ଏପ୍ରିଲ୍‌ର ବିଲ୍‌ରେ ଅତିରିକ୍ତ ଭାବେ ମିଳିବ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ମାର୍ଚ୍ଚ ୨୫ ତାରିଖରୁ ସମଗ୍ର ଦେଶରେ ଲକ୍‌ଡାଉନ ଜାରି ରହିଛି। ବନ୍ଦ ଯୋଗୁ ଜନସାଧାରଣ ସେମାନଙ୍କର ବିଦ୍ୟୁତ୍‌ ବିଲ୍‌ ନିର୍ଦ୍ଧାରିତ ସମୟରେ ପଇଠ କରିନାହାନ୍ତି। ଲକ୍‌ଡାଉନକୁ…

5 years ago

କେବଳ ବାହାରେ ନୁହେଁ, ଘରେ ବି ରଖନ୍ତୁ ସାମାଜିକ ଦୂରତ୍ୱ: ଉନ୍ନୟନ କମିଶନର

ଭୁବନେଶ୍ୱର,୧୬।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ନିୟନ୍ତ୍ରଣରେ ରହିଛି। ଏବେ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ଏହାକୁ କଡ଼ାକଡ଼ି ଭାବେ ପାଳନ କରାଯିବା ଆବଶ୍ୟକ।…

5 years ago

ଦିଲ୍ଲୀରୁ ଆସିଲା ଖୁସି ଖବର: ଦେଶରେ କମୁଛି ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା !

ନୂଆଦିଲ୍ଲୀ,୧୬।୪: କରୋନା ସଂକ୍ରମଣ ନେଇ ଭାରତରେ କିଛି ଦିନ ଧରି ଆତଙ୍କ ଜାରି ରହିଛି। ତେବେ ଏବେ ଦିଲ୍ଲୀରୁ ଖୁସି ଖବର ଆସିଛି। ଜୋନ୍ସ୍‌ ହପ୍‌କିନ୍ସ୍‌ ବିଶ୍ୱ…

5 years ago