Home Middle

ଜମ୍ମୁ-କଶ୍ମୀରରେ ଖୋଲିଲା ଶିକ୍ଷାନୁଷ୍ଠାନ

ଶ୍ରୀନଗର,୧୯।୮: ଦୁଇ ଦିନ ତଳେ ପ୍ରଶାସନ ଦେଇଥିବା କଥା ଅନୁଯାୟୀ ସୋମବାରୁ ଜମ୍ମୁ-କଶ୍ମୀରର ପ୍ରାୟ ସମସ୍ତ ଶିକ୍ଷାନୁଷ୍ଠାନକୁ ପୁଣିଥିରେ ଖୋଲି ଦିଆଯାଇଛି। ପ୍ରାୟ ୧୨ ଦିନ ପରେ…

5 years ago

ମହଙ୍ଗା ପଡିବ ଜାତିସଂଘରେ ପାକିସ୍ତାନକୁ ସମର୍ଥନ ;ସେପ୍ଟେମ୍ବରରୁ ଚାଇନା ସାମଗ୍ରୀ ବର୍ଜନର ରାଷ୍ଟ୍ରୀୟ ଅଭିଯାନ

ନୂଆଦିଲ୍ଲୀ,୧୯-୮: ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ପାର୍ଲାମେଣ୍ଟ ଉଚ୍ଛେଦ କରିଛି। ଏହି ପ୍ରସଙ୍ଗକୁ ନେଇ କ୍ଷୁବ୍ଧ ପାକିସ୍ତାନ ଚାଇନାର ଶରଣ ପଶିଥିଲା। ଇସ୍‌ଲାମାବାଦ୍‌ର…

5 years ago

ଜମ୍ମୁ-କଶ୍ମୀରରେ ଗିରଫ ହେଲେଣି ୪ ହଜାର

ନୂଆଦିଲ୍ଲୀ,୧୯ା୮: ଜମ୍ମୁ-କଶ୍ମୀରକୁ ନେଇ କେନ୍ଦ୍ର ସରକାରଙ୍କ ଅଗଷ୍ଟ ୫ ନିଷ୍ପତ୍ତି ପରଠୁ ଅଦ୍ୟାବଧି ୪,୦୦୦ ଜଣଙ୍କୁ ଗିରଫ କରାଯାଇଛି ବୋଲି ରାଜ୍ୟ ପ୍ରଶାସନ ମୁଖପାତ୍ର ରୋହିତ୍‌ କନ୍‌ସଲ…

5 years ago

ଟଳିନି ରାଜ୍ୟରେ ବନ୍ୟା ସ୍ଥିତି: ବହୁ ଲୋକ ଜଳବନ୍ଦୀ, ଆଜି ପ୍ରବଳ ବର୍ଷା

ଭୁବନେଶ୍ୱର, ୧୯ା୮(ବ୍ୟୁରୋ): ରାଜ୍ୟରେ ବନ୍ୟା ସ୍ଥିତି ଟଳିଯାଇଛି ବୋଲି ସରକାର କହୁଛନ୍ତି। କିନ୍ତୁ ଏବେବି ରାଜ୍ୟର ତଳିଆ ଅଞ୍ଚଳରେ ପାଣି ମାଡ଼ିବାରେ ଲାଗିିଛି। ଲୋକେ ଜଳବନ୍ଦୀ ହୋଇ…

5 years ago

ଯାଜପୁର ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ : ତିତ୍‌ଲି ନାମରେ ଦେଢ଼ କୋଟି ଆତ୍ମସାତ୍‌

ଯାଜପୁର ଅଫିସ,୧୯ା୮: ଯାଜପୁର ଜିଲା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (ଆରଡବ୍ଲ୍ୟୁଏସ୍‌ଏସ୍‌) ବିଭାଗରେ ଏସ୍‌ଆରସି (ସ୍ପେଶିଆଲ ରିଲିଫ କମିଶନର) ପାଣ୍ଠିରୁ ତିତ୍‌ଲି ନାମରେ ଆବଣ୍ଟିତ ୧କୋଟି…

5 years ago

କଶ୍ମୀର ନୁହେଁ, ଏବେ କେବଳ ପିଓକେ: ପାକିସ୍ତାନକୁ ରାଜନାଥଙ୍କ ଚରମବାଣୀ

କାଲ୍‌କା, ୧୯ା୮(ପି.ଟି./ଆଇଏଏନ୍‌ଏସ୍‌) :ଆତଙ୍କବାଦ ଉପରେ ଲଗାମ ନ ଲଗାଇବା ଯାଏ ପାକିସ୍ତାନ ସହ ଆଲୋଚନା ସମ୍ଭବ ନୁହେଁ। ଯଦି ଆଗକୁ କଥାବାର୍ତ୍ତା ହୁଏ ତାହା କେବଳ ପାକିସ୍ତାନ…

5 years ago

ଜେଟଲୀଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ: ଏମ୍ସରେ ପହଞ୍ଚିଲେ ମୋଦି

ନୂଆଦିଲ୍ଲୀ,୧୮।୮: ପୂର୍ବତନ କେନ୍ଦ୍ର ଅର୍ଥ ମନ୍ତ୍ରୀ ଅରୁଣ ଜେଟଲୀଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହୋଇପଡିଛି। ତାଙ୍କୁ ଭେଟିବା ପାଇଁ ଦିଲ୍ଲୀ ଏମ୍ସରେ ବହୁ ରାଜନେତାଙ୍କ ଭିଡ ଜମିଛି। ରବିବାର…

5 years ago

ପ୍ରଥମ ଚିଫ୍‌ ଅଫ୍‌ ଡିଫେନ୍ସ୍‌ ଷ୍ଟାଫ୍‌: ଦୌଡ଼ରେ ରାଓ୍ବତ ଆଗରେ; ଧନୋଓ୍ବା ୩ ସେନା ପ୍ରମୁଖଙ୍କ ମଧ୍ୟରେ ବରିଷ୍ଠ

ନୂଆଦିଲ୍ଲୀ,୧୮।୮: ଦେଶ ପ୍ରଥମ ଚିଫ୍‌ ଅଫ୍‌ ଡିଫେନ୍ସ୍‌ ଷ୍ଟାଫ୍‌ ପଦବୀରେ କିଏ ବସିବ ସେ ନେଇ ନାନା କଳ୍ପନା ଜଳ୍ପନା ଆରମ୍ଭ ହୋଇଛି। ଦୌଡ଼ରେ ସ୍ଥଳସେନା ପ୍ରମୁଖ…

5 years ago

ନିୟନ୍ତ୍ରଣ ରେଖାରେ ହାଇ ଆର୍ଲଟ: ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ କରାଇବା ଷଡ଼ଯନ୍ତ୍ର ରଚିଛି ପାକିସ୍ତାନ

ଶ୍ରୀନଗର,୧୮।୮: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ହାଇ ଆର୍ଲଟ ଜାରି ହୋଇଛି। ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ ବାହାନାରେ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ଉଦ୍ୟମ ଜାରି ରଖିଥିବା ଭାରତୀୟ ଗୋଇନ୍ଦା…

5 years ago

ଦିନେ ଭୁଟାନର ବୈଜ୍ଞାନିକ ବି ନିର୍ମାଣ କରିବେ ଉପଗ୍ରହ: ମୋଦି

ଥିମ୍ପୁ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁଟାନ ଗସ୍ତରେ ଯାଇ ସ୍ଥାନୀୟ ରୟାଲ ୟୁନିଭର୍ସିଟିର ଶିକ୍ଷାର୍ଥୀଙ୍କୁ ଉଦ୍‌ବୋଧନ ଦେଇଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, ଦିନେ ଭୁଟାନର…

5 years ago

ଭିଡିପି ଆସୋସିଏଟ ସର୍ଭେ: ଶୀର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ; ୨ୟରେ ଯୋଗୀ, ଜଗନ ତୃତୀୟ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଦର୍ଶନକୁ ନେଇ ରାଜ୍ୟବାସୀ ସନ୍ତୁଷ୍ଟ ଅଛନ୍ତି। ସାରା ଦେଶର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ପ୍ରଦର୍ଶନକୁ ଭିତ୍ତିକରି ପ୍ରସ୍ତୁତ ଏକ ରିପୋର୍ଟରେ ନବୀନ…

5 years ago

ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗ: ବିରୋଧ ଯେତିକି, ସ୍ବାଗତ ସେତିକି

ପୁରୀ ଅଫିସ,୧୮।୮: ରାଜ୍ୟ ସରକାରଙ୍କ ଫୋକସରେ ପୁରୀ। ନିକଟରେ ପୁରୀ ସହରର ବିକାଶ ପାଇଁ ୨୬୫ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିବା ପରେ ପରେ ଏବେ…

5 years ago