Home Middle

ନବୀନଙ୍କ କଡ଼ା ଆଭିମୁଖ୍ୟ: ୧୫ ଦୁର୍ନୀତିଗ୍ରସ୍ତ ଅଧିକାରୀ ବରଖାସ୍ତ, ୨ ଜଣଙ୍କ ପେନ୍‌ସନ୍‌ ବନ୍ଦ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଦୁର୍ନୀତି ଅଭିଯୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୧୫ ଜଣ ଅଧିକାରୀଙ୍କୁ ସରକାରୀ ଚାକିରିରୁ ବରଖାସ୍ତ କରିଛନ୍ତି। ଏଥିସହିତ ଦୁଇଜଣ ପୂର୍ବତନ ଅଧିକାରୀଙ୍କ ପେନସନ୍‌ ସୁବିଧା…

5 years ago

ଗ୍ରହଣ ହେଲାନି ଇସ୍ତଫା: ଗଗନ ଧଳ ଓଏଫ୍‌ଡିସି ଅଧ୍ୟକ୍ଷ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟ ସରକାର ପ୍ରଶାସନର ଶୀର୍ଷସ୍ତରରେ ଶନିବାର ଅଦଳବଦଳ କରିଛନ୍ତିି। କୃଷି ଉତ୍ପାଦନ କମିଶନର(ଏପିସି)ଥିବା ଗଗନ ଧଳଙ୍କୁ ଓଡ଼ିଶା ବନ ଉନ୍ନୟନ ନିଗମ ଲିଃ(ଓଏଫ୍‌ଡିସି) ଅଧ୍ୟକ୍ଷ ଭାବେ…

5 years ago

ଠେଲାପେଲା କରିବା ଯୋଗୁ ମହିଳାଙ୍କ ଗର୍ଭପାତ ହୋଇଥିବା ଅଭିଯୋଗ: ସୁନ୍ଦରଗଡ଼ ଏସ୍‌ପିଙ୍କ ନାଁରେ ମାମଲା

ସୁନ୍ଦରଗଡ଼, ୧୮।୮ (ଡି.ଏନ୍‌.ଏ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ କନିକା ଗ୍ରାମରେ ଜୁଲାଇ ୪ରେ ଏକ ଦୁର୍ଘଟଣାକୁ କେନ୍ଦ୍ରକରି ଗ୍ରାମବାସୀ ଓ ପୋଲିସ ମଧ୍ୟରେ ଆରମ୍ଭ…

5 years ago

ଭୁଟାନ ଗସ୍ତରେ ପ୍ରଧାନମନ୍ତ୍ରୀ: ୧୦ ଏମ୍‌ଓୟୁ ସ୍ବାକ୍ଷର

ଥିମ୍ଫୁ,୧୮ା୮(ପି.ଟି.): ଭୁଟାନ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ନେଇ ତାଙ୍କ ପ୍ରତିପକ୍ଷ ଲୋଟେ ଶେରିଙ୍ଗ୍‌ଙ୍କ ସହ ଆଲୋଚନା କରିଛନ୍ତି।…

5 years ago

୩୭୦ ଉଚ୍ଛେଦକୁ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୮ା୮: ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶନାମା ବଳରେ ଉଚ୍ଛେଦ କରାଯାଇଥିବାରୁ ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। କେତେଜଣ ଅବସରପ୍ରାପ୍ତ…

5 years ago

ସ୍ବାଭାବିକ ବାଟରେ ଉପତ୍ୟକା

ଶ୍ରୀନଗର/ଜମ୍ମୁ,୧୮ା୮(ପି.ଟି.): କଶ୍ମୀର ଉପତ୍ୟକା ସ୍ଥିତି ଧୀରେ ଧୀରେ ସ୍ବାଭାବିକ ହେଉଛି। କେତେକ ଅଞ୍ଚଳରେ ଜନସାଧାରଣଙ୍କ ଚଳପ୍ରଚଳ ଉପରେ ରହିଥିବା କଟକଣାକୁ ଶନିବାର କୋହଳ କରିଦିଆଯାଇଛି। ଏଥିସହିତ ବିଭିନ୍ନ…

5 years ago

ଚିଲିକା ପାଇଁ ୧୫୮ କୋଟି: ଉପକୃତ ହେବେ ୨ ଲକ୍ଷ ମତ୍ସ୍ୟଜୀବୀ

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ରାଜ୍ୟର ପ୍ରମୁଖ ୩ଟି ଆର୍ଦ୍ରଭୂମି ପାଇଁ ବିଭିନ୍ନ ଯୋଜନାକୁ ଅନୁମୋଦନ କରାଯାଇଛି। ରାଜ୍ୟ ଆର୍ଦ୍ରଭୂମି ପ୍ରାଧିକରଣ ବୈଠକରେ ବିଭିନ୍ନ ଯୋଜନାକୁ ଏହି ମଞ୍ଜୁରୀ ମିଳିଛି।…

5 years ago

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ଯବାନ ଶହୀଦ

ଜମ୍ମୁ-କଶ୍ମୀର,୧୭।୮: ପାକିସ୍ତାନ ଶନିବାର ଜମ୍ମୁ-କଶ୍ମୀର ରାଜୌରି ଜିଲାର ନୌସେରା ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କରିବା ଫଳରେ ଜଣେ ଯବାନ ଶହୀଦ ହୋଇଥିବା ଜଣାପଡିଛି। ଶହୀଦ ଯବାନ ହେଉଛନ୍ତି…

5 years ago

ଭୁଟାନରେ ମୋଦି: ପାରୋ ବିମାନ ବନ୍ଦରରେ ଗାର୍ଡ ଅଫ୍‌ ଅନର୍‌

ଥିମ୍ପୁ, ୧୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଭୁଟାନ ଗସ୍ତରେ ଆସି ପାରୋ ବିମାନ ବନ୍ଦରରେ ପହଞ୍ଚିଛନ୍ତି। ସେଠାରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭୁଟାନ ପ୍ରତିପକ୍ଷ ଲୋଟେ…

5 years ago

ମାଡ଼ି ଆସୁଛି ବିପଦ: ଡାଇନୋସରସ୍‌ଙ୍କ ବିନାଶ କରିଥିବା ଗ୍ରହାଣୁ ୨୦୨୭ରେ ହେବ ପୃଥିବୀ ମୁହାଁ

ଓ୍ବାଶିଂଟନ,୧୭।୮: ପୃଥିବୀ ପୃଷ୍ଠରୁ ୬୬ ନିୟୁତ ବର୍ଷ ତଳେ ଡାଇନୋସରସ୍‌ଙ୍କ ବିନାଶ କରିଥିବା ଗ୍ରହାଣୁ ୧୯୯୦-ଏମ୍‌ୟୁ ଆସନ୍ତା ୨୦୨୭ରେ ପୃଥିବୀ ମୁହାଁ ହେବ। ଏବେ ଏହି ଗ୍ରହାଣୁ…

5 years ago

ପ୍ରଧାନମନ୍ତ୍ରୀ ଜନ-ଧନ ଯୋଜନା: ଜିରୋ ବାଲାନ୍ସ୍‌ ଖାତାରେ ଜମା ହୋଇଛି ଏକ ଲକ୍ଷ କୋଟିରୁ ଅଧିକ

ନୂଆଦିଲ୍ଲୀ,୧୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ପ୍ରଧାନମନ୍ତ୍ରୀ ଜନ-ଧନ ଯୋଜନାରେ ଜିରୋ ବାଲାନ୍ସ୍‌ ଖାତାରେ ଇତିମଧ୍ୟରେ ଏକ ଲକ୍ଷ କୋଟିରୁ ଅଧିକ ଟଙ୍କା…

5 years ago

୨ ଦିନିଆ ଭୁଟାନ ଗସ୍ତରେ ମୋଦି

ନୂଆଦିଲ୍ଲୀ, ୧୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ୨ ଦିନିଆ ଭୁଟାନ ଗସ୍ତରେ ଯାଇଛନ୍ତି। ଗସ୍ତକାଳରେ ମୋଦି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି କୁହାଯାଉଛି। ଏହାସହିତ ଭାରତ-ଭୁଟାନ…

5 years ago