Home Middle

ଜଳପଥରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା: ହାଇଆଲର୍ଟରେ ୭ ଜିଲାର ମେରାଇନ ଥାନା, ପାଟ୍ରୋଲିଂ କଡ଼ାକଡ଼ି ନିର୍ଦ୍ଦେଶ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟିବା ପରେ ପାକିସ୍ତାନ ରକ୍ତ ଚାଉଳ ଚୋବାଇଛି। ଭାରତ ସହ କୂଟନୈତିକ, ବାଣିଜି୍ୟକ ଆଦି ସମ୍ପର୍କ ଛିନ୍ନ କରିବା ସହ ବିମାନ,…

5 years ago

ଦକ୍ଷିଣ,ପଶ୍ଚିମ ରାଜ୍ୟରେ ବନ୍ୟା ବିଭୀଷିକା

ଥିରୁଭାନନ୍ଥପୁରମ୍‌ /ଅହମ୍ମଦାବାଦ,୧୧ା୮(ପି.ଟି.): ଭାରତର ଦକ୍ଷିଣ ଓ ପଶ୍ଚିମ ରାଜ୍ୟଗୁଡ଼ିକରେ ବନ୍ୟା ବିଭୀଷିକା ଉଗ୍ରରୂପ ଧାରଣ କରିଛି। କର୍ନାଟକ ଓ କେରଳ ପରିସ୍ଥିତି ପ୍ରବଳ ବର୍ଷା ଯୋଗୁ ଅସମ୍ଭାଳ…

5 years ago

ସୋନିଆ ଅନ୍ତରୀଣ ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୧ା୮(ପି.ଟି.): କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଶନିବାର ପୁଣିଥରେ ଦଳର ନେତୃତ୍ୱ ନେବାକୁ ଦାୟିତ୍ୱ ଦିଆଯାଇଛି। ସାରା ଦିନର କସରତ ପରେ ବିଳମ୍ବିତ ରାତିରେ ତାଙ୍କୁ…

5 years ago

ସୁପ୍ରିମକୋର୍ଟ ନିର୍ଦ୍ଦେଶର ଓଲଟା ରାସ୍ତାରେ ସରକାର

ଭୁବନେଶ୍ୱର,୧୧।୮(ବ୍ୟୁରୋ): ନାଗରିକଙ୍କ ସବୁ ଅନ୍ତରଙ୍ଗ ତଥ୍ୟ ଆଧାର କାର୍ଡରେ ଲିପିବଦ୍ଧ। ଏହାକୁ ସରକାରୀ କିମ୍ବା ବେସରକାରୀ ସଂସ୍ଥା ଅପବ୍ୟବହାର କରୁଥିବାର ବହୁ ଦୃଷ୍ଟାନ୍ତ ରହିଛି। ତେଣୁ ବ୍ୟକ୍ତି…

5 years ago

ପିଓକେରେ ଆତଙ୍କବାଦୀ ଶିବିର ସକ୍ରିୟ

ନୂଆଦିଲ୍ଲୀ,୧୧ା୮ : ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟିବାକୁ ନେଇ ଉତ୍ତେଜନା ଲାଗି ରହିଥିବାବେଳେ ପାକ୍‌ ଅଧିକୃତ କଶ୍ମୀର (ପିଓକେ)ରେ ଥିତ୍ବା ଆତଙ୍କବାଦୀ ଶିବିରଗୁଡିକ ପୁଣିଥରେ ସକ୍ରିୟ ହୋଇଉଠିଛନ୍ତି।…

5 years ago

ପରାଜୟ ସତ୍ତ୍ୱେ ଫାଇନାଲରେ ଭାରତୀୟ ଯୁବ ଦଳ

ବେକେନହାମ୍‌ (ୟୁକେ), ୧୦।୮ (ପି.ଟି.): ଏଠାରେ ଅନୁଷ୍ଠିତ ୧୯ ବର୍ଷରୁ କମ୍‌ ଦିନିକିଆ ତ୍ରି-ରାଷ୍ଟ୍ରୀୟ ସିରିଜର ଏକ ମ୍ୟାଚ୍‌ରେ ଭାରତୀୟ ଯୁବ ଦଳ ଡିଏଲ୍‌ ପଦ୍ଧତିରେ ୮…

5 years ago

ସ୍ବାଧୀନତା ଦିବସ ପାଳନ ସ୍ଥାନ ପରିବର୍ତ୍ତନ ପ୍ରସଙ୍ଗ; ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ବିରୋଧୀ ଯାହା କହୁଛନ୍ତି ୧୦ ବର୍ଷ ଧରି ଶୁଣୁଛୁ: ବିଜେଡି

ଭୁବନେଶ୍ୱର,୧୦।୮(ବ୍ୟୁରୋ): ସ୍ବାଧୀନତା ଦିବସ ପାଳନ ଲାଗି ସ୍ଥାନ ପରିବର୍ତ୍ତନ କରିବା ଏବଂ ବିନା କାରଣରେ ଗଣପ୍ୟାରେଡ୍‌ ବନ୍ଦ କରିବା ନିଷ୍ପତ୍ତି ନେଇ ରାଜ୍ୟ ସରକାରଙ୍କୁ ଭାଜପା ପ୍ରଶ୍ନ…

5 years ago

ସ୍ବାଧୀନତା ଦିବସ ପାଳନ ଲାଗି ସ୍ଥାନ ପରିବର୍ତ୍ତନ, ଗଣପ୍ୟାରେଡ୍‌ ବନ୍ଦ ନିଷ୍ପତ୍ତି ଦୁର୍ଭାଗ୍ୟଜନକ; କାରଣ କ’ଣ ଉତ୍ତର ରଖନ୍ତୁ: ଭାଜପା

ଭୁବନେଶ୍ୱର,୧୦।୮(ବ୍ୟୁରୋ): ସ୍ବାଧୀନତା ଦିବସ ପାଳନ ଲାଗି ସ୍ଥାନ ପରିବର୍ତ୍ତନ କରିବା ଏବଂ ବିନା କାରଣରେ ଗଣପ୍ୟାରେଡ୍‌ ବନ୍ଦ କରିବା ନିଷ୍ପତ୍ତି ନେଇ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରିଛି…

5 years ago

୧୪ରେ ହୀରାକୁଦରୁ ଛଡ଼ାଯିବ ପ୍ରଥମ ବନ୍ୟାଜଳ, ସତର୍କ ସୂଚନା ଜାରି

ସମ୍ବଲପୁର,୧୦ା୮(ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ଡ୍ୟାମ୍‌ରେ ଅଗଷ୍ଟ ୧୪ରେ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛଡାଯିବ। ଏନେଇ ଜଳ ସମ୍ପଦ ବିଭାଗ ପକ୍ଷରୁ ସ୍ଥିର ହୋଇଛି। ଚିଠି…

5 years ago

ରକେଟ ପରୀକ୍ଷଣ ସମୟରେ ବିସ୍ଫୋରଣ: ୫ ବୈଜ୍ଞାନିକଙ୍କ ମୃତ୍ୟୁ;ବିକିରଣ ଆଶଙ୍କାରେ ଆତଙ୍କିତ ଲୋକେ

ମସ୍କୋ,୧୦।୮: ରୁଷିଆରେ ରକେଟ ପରୀକ୍ଷଣ ସମୟରେ ବିସ୍ଫୋରଣ ଘଟି ୫ ବୈଜ୍ଞାନିକଙ୍କ ମୃତ୍ୟୁ ଘଟିଛି। ଏଥିରେ ୯ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ…

5 years ago

ଲୋପ ପାଇବାକୁ ବସିଛି ଭାରତର ୧୯୭ ଭାଷା

ନୂଆଦିଲ୍ଲୀ,୧୦।୮: ଭାରତର ୧୯୭ ଭାଷା ଲୋପ ପାଇବାକୁ ବସିଛି। ସେଥିମଧ୍ୟରୁ ୧୦ଟି ବିଭିନ୍ନ ଭାଷା ସମ୍ପର୍କରେ ମାତ୍ର ଶହେ ଜଣେ ସୂଚନା ପ୍ରଦାନକାରୀ ରହିଛନ୍ତି। ଏସବୁ ଭାଷା…

5 years ago

ପାକିସ୍ତାନ ହାତ ଛାଡ଼ିଲା ରୁଷିଆ: ଭାରତ ନେଇଛି ସାମ୍ବିଧାନିକ ନିଷ୍ପତ୍ତି

ମସ୍କୋ, ୧୦।୮: ଭାରତ ଅନୁଚ୍ଛେଦ ୩୭୦ର ଉଚ୍ଛେଦ କରିବା ପରେ ପାକିସ୍ତାନ ଏହାର ବିରୋଧ କରିବା ଜାରି ରଖିଛି। ତେବେ ରୁଷିଆର ମନ୍ତବ୍ୟ ପାକିସ୍ତାନକୁ ଝଟ୍‌କା ଦେଇଛି।…

5 years ago