Home Middle

ସମ୍‌ଝୋତା ଏକ୍ସପ୍ରେସ୍‌ ଚଳାଚଳ ବନ୍ଦ କଲା ପାକିସ୍ତାନ

ଲାହୋର, ୮।୮: ପାକିସ୍ତାନ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ ପ୍ରତିକ୍ରିୟାଶୀଳ ହୋଇ ଉଠିଛି। ବୁଧବାର ଭାରତ ସହିତ କୂଟନୈତିକ ତଥା ବ୍ୟବସାୟିକ ସମ୍ପର୍କ ଛିନ୍ନ କରିବା…

5 years ago

ପାକିସ୍ତାନ ଭଳି ପଡ଼ୋଶୀ କାହା ଭାଗ୍ୟରେ ନ ଜୁଟୁ: ରାଜନାଥ ସିଂ

ନୂଆଦିଲ୍ଲୀ,୮।୮: ଭାରତ ପ୍ରତି ପାକିସ୍ତାନର ଶତ୍ରୁତାପୂର୍ଣ୍ଣ ମନୋଭାବ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ବଢ଼ିବାରେ ଲାଗିଛି। ଏହି ମର୍ମରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି ଯେ,…

5 years ago

ଫ୍ୟାଟମ୍ୟାନ୍‌ ଅଗଷ୍ଟ ୯ରେ ନାଗାସାକୀରେ ରଚିଥିଲା ମୃତ୍ୟୁର ତାଣ୍ଡବ

ନୂଆଦିଲ୍ଲୀ/ଟୋକିଓ, ୮।୮: ଜାପାନର ନାଗାସାକୀ ସହରରେ ୭୪ ବର୍ଷ ତଳେ ପରମାଣୁ ବୋମା ତାଣ୍ଡବ ରଚିଥିଲା। ୧୯୪୫ ମସିହା ଅଗଷ୍ଟ ମାସ ୯ ତାରିଖ ପୂର୍ବାହ୍ନ ୧୧ଟା…

5 years ago

ଅବପାତର ରୂପ ନେଲା ଲଘୁଚାପ: ୬ଟି ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୮।୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଓଡିଶାର ୬ଟି ଜିଲାରେ ଗୁରୁବାର ପ୍ରବଳରୁ ୍ଅତି ପ୍ରବଳ…

5 years ago

ଅନୁଚ୍ଛେଦ ୩୭୦ ଉଚ୍ଛେଦ ଉପରେ ଶୀଘ୍ର ହୋଇ ପାରିବନି ଶୁଣାଣି: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୮।୮: ଅନୁଚ୍ଛେଦ ୩୭୦ ଉପରେ ଶୀଘ୍ର ଶୁଣାଣି ହୋଇ ପାରିବନି ବୋଲି ଗୁରୁବାର ସୁପ୍ରିମ୍‌କୋର୍ଟ କହିଛନ୍ତି। ଏସମ୍ପର୍କିତ ଏକ ମାମଲାର ବିଚାର କରି ପ୍ରଧାନ ବିଚାରପତି ରଞ୍ଜନ…

5 years ago

ହାଇ ଆଲର୍ଟରେ ୧୯ ବିମାନ ବନ୍ଦର

ନୂଆଦିଲ୍ଲୀ,୮।୮: ଆଗକୁ ସ୍ବାଧୀନତା ଦିବସ ଏହାସହ କଶ୍ମୀର ପ୍ରସଙ୍ଗକୁ ନେଇ ପରିବେଶ ଉଷ୍ମ ଥିବାରୁ ଦେଶର ପ୍ରାୟ ୧୯ଟି ବିମାନ ବନ୍ଦରରେ ହାଇ ଆଲର୍ଟ ଜାରି କରାଯାଇଛି।…

5 years ago

ଅଧା ଭାରତରେ ଜଳ ପ୍ରଳୟ: କର୍ନାଟକ-ମହାରାଷ୍ଟ୍ରରେ ସ୍ଥିତି ଗମ୍ଭୀର

ନୂଆଦିଲ୍ଲୀ, ୮।୮: ଅଧା ଭାରତରେ ଏବେ ଜଳ ପ୍ରଳୟ ସ୍ଥିତି ସୃଷ୍ଟି ହୋଇଛି। ତେବେ କର୍ନାଟକ ଓ ମହାରାଷ୍ଟ୍ରରେ ସ୍ଥିିତି ଅଧିକ ଗମ୍ଭୀର ରହିଛି। କେତେକ ରାଜ୍ୟରେ…

5 years ago

ଭାରତ ରତ୍ନ ପାଇବେ ପ୍ରଣବ

ନୂଆଦିଲ୍ଲୀ,୮।୮: ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଗୁରୁବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଭାରତର ଶ୍ରେଷ୍ଠ ବେସାମରିକ ସମ୍ମାନ ‘ଭାରତ ରତ୍ନ’ ପ୍ରଦାନ କରିବେ। ପାଞ୍ଚ ଦଶକ…

5 years ago

ରାଜ୍ୟ ସଭା ସାଇନ-ଏ-ଡାଏ

ନୂଆଦିଲ୍ଲୀ,୮ା୮(ପି.ଟି.): ରାଜ୍ୟ ସଭାକୁ ବୁଧବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଜୁନ୍‌ ୨୦ରେ ଆରମ୍ଭ ହୋଇଥିବା ପାର୍ଲାମେଣ୍ଟ ଅଧିବେଶନ ଜୁଲାଇ ୨୬ରେ ଶେଷ ହେବାର…

5 years ago

ସୁପ୍ରିମକୋର୍ଟରେ ରାମଲାଲା ଓକିଲଙ୍କ ଯୁକ୍ତି: ଆସ୍ଥା ହିଁ ଜନ୍ମସ୍ଥାନର ପ୍ରମାଣ

ନୂଆଦିଲ୍ଲୀ,୮ା୮(ପି.ଟି.): ବିବାଦୀୟ ଅଯୋଧ୍ୟା ଜମି ଭଗବାନ ଶ୍ରୀରାମଙ୍କ ଜନ୍ମସ୍ଥାନ। ହିନ୍ଦୁ ଧର୍ମାବଲମ୍ବୀମାନଙ୍କ ଅତୁଟ ବିଶ୍ୱାସ ହିଁ ଏହାର ପ୍ରମାଣ ବୋଲି ସୁପ୍ରିମକୋର୍ଟରେ ମାମଲାର ଅନ୍ୟତମ ପକ୍ଷ ‘ରାମଲାଲା…

5 years ago

କଶ୍ମୀରରେ ନୀରବତାର ରାଜୁତି

ଶ୍ରୀନଗର,୮ା୮(ପି.ଟି.): ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରୀ ରାସ୍ତାଘାଟ ଶୂନଶାନ। ସବୁଠି ଅଖଣ୍ଡ ନୀରବତା ରାଜୁତି କରୁଛି। ଶ୍ରୀନଗର ସମେତ ବିଭିନ୍ନ ସହରରେ ପୋଲିସ ଓ ସଶସ୍ତ୍ର…

5 years ago

୫ ଜିଲାରେ ବନ୍ୟା ପରିସ୍ଥିତି

ଭୁବନେଶ୍ୱର, ୮ା୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ବାଲେଶ୍ୱର ଉପକୂଳଠାରୁ ୭୦ କିଲୋମିଟର ଦୂର ଦକ୍ଷିଣ-ପୂର୍ବ ଦିଗରେ ଏହା କେନ୍ଦ୍ରୀଭୂତ…

5 years ago