Home Middle

ତିନି ତଲାକ୍‌ ବିଲ୍‌କୁ ମଞ୍ଜୁରୀ ଦେଲେ ରାଷ୍ଟ୍ରପତି: ୨୦୧୮ ସେପ୍ଟେମ୍ବର ୧୯ରୁ ଲାଗୁ

ନୂଆଦିଲ୍ଲୀ,୧।୮: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ତିନି ତଲାକ୍‌ ବିଲ୍‌କୁ ମଞ୍ଜୁରୀ ଦେଇଛନ୍ତି। ଫଳରେ ଏବେ ଏହା ଆଇନରେ ପରିଣତ ହୋଇଛି। ଏହା ୨୦୧୮ ସେପ୍ଟେମ୍ବର ୧୯ରୁ…

5 years ago

ଚିଟ୍‌ଫଣ୍ଡ ବିଲ୍‌କୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୧ା୮: ଚିଟ୍‌ଫଣ୍ଡ (ସଂଶୋଧନ) ବିଲ୍‌, ୨୦୧୯ ପାର୍ଲାମେଣ୍ଟରେ ଆଗତ କରିବା ଲାଗି କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ଏହି ବିଲ୍‌ ପାସ୍‌ ହେଲେ ଉକ୍ତ…

5 years ago

ମୋଟରଯାନ ବିଲ୍‌ ରାଜ୍ୟ ସଭାରେ ଗୃହୀତ: ତ୍ରୁଟି ସଂଶୋଧନ ପାଇଁ ଲୋକ ସଭାକୁ ପୁଣି ଯିବ: ଡ୍ରାଇଭିଂ ଲାଇସେନ୍ସ ପାଇଁ ଆଧାର ଜରୁରୀ

ନୂଆଦିଲ୍ଲୀ,୧ା୮(ପି.ଟି.): ସଡ଼କ ନିରାପତ୍ତା ବୃଦ୍ଧି ଲାଗି ଅଣାଯାଇଥିବା ମୋଟରଯାନ (ସଂଶୋଧନ) ବିଲ୍‌ ବୁଧବାର ରାଜ୍ୟ ସଭାରେ ଗୃହୀତ ହୋଇଛି। ଡ୍ରାଇଭିଂ ଲାଇସେନ୍ସ ପାଇଁ ଏଥିରେ ଆଧାରକୁ ବାଧ୍ୟତାମୂଳକ…

5 years ago

ସିସିଡି ପ୍ରତିଷ୍ଠାତାଙ୍କ ଓଡ଼ିଶା ଲିଙ୍କ୍‌: ଏମ୍‌ସିଏଲ୍‌ର ୨ ଖଣିରେ କାମ କରୁଛି ଲଜିଷ୍ଟିକ୍‌ କମ୍ପାନୀ

ଭୁବନେଶ୍ୱର,୧ା୮ (ବ୍ୟୁରୋ): ଋଣ ଚାପରେ ଆତ୍ମହତ୍ୟା କରିଥିବା କ୍ୟାଫେ କଫି ଡେ (ସିସିଡି) ମାଲିକ ଭି.ଜି.ସିଦ୍ଧାର୍ଥଙ୍କ ଓଡିଶା ଲିଙ୍କ୍‌ ରହିଛି। ତାଙ୍କର ସିକାଲ ଲଜିଷ୍ଟିକ କମ୍ପାନୀ ରାଜ୍ୟର…

5 years ago

ସୁପ୍ରିମକୋର୍ଟ ବିଚାରପତି ସଂଖ୍ୟା ୩୩କୁ ବୃଦ୍ଧି: କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୧ା୮ : କେନ୍ଦ୍ର କ୍ୟାବିନେଟ ବୁଧବାର ସୁପ୍ରିମକୋର୍ଟ ବିଚାରପତିଙ୍କ ସଂଖ୍ୟା ୩୩କୁ ବୃଦ୍ଧି କରିଛି। ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ ବାଦ୍‌ ଦେଇ ଏହି ସଂଖ୍ୟା ପୂର୍ବରୁ…

5 years ago

ନଦୀ ଜଳ ବିବାଦ ବିଚାର ପାଇଁ ବିଲ୍‌ ଲୋକ ସଭାରେ ଗୃହୀତ ଗୋଟିଏ ଟ୍ରିବ୍ୟୁନାଲରେ ସମାଧାନ

ନୂଆଦିଲ୍ଲୀ,୧ା୮ (ପି.ଟି./ଆଇଏଏନ୍‌ଏସ୍‌) ଆନ୍ତଃ ରାଜ୍ୟ ନଦୀଜଳ ବିବାଦର ବିଚାରକୁ ସରଳ ଓ ସୁସଙ୍ଗତ କରିବା ପାଇଁ ଉଦ୍ଦିଷ୍ଟ ଇଣ୍ଟର ଷ୍ଟେଟ୍‌ ରିଭର ଓ୍ବାଟର ଡିସ୍‌ପ୍ୟୁଟ୍‌ (ଆମେଣ୍ଡମେଣ୍ଟ) ବିଲ୍‌,…

5 years ago

୭ ଖଣି ନିଲାମ ପାଇଁ ବିଜ୍ଞପ୍ତି: ଖଣି ହାତେଇବାକୁ ଦୌଡ଼

ଭୁବନେଶ୍ୱର,୧।୮(ବ୍ୟୁରୋ): ରାଜ୍ୟର ୭ଟି ଖଣିର ନିଲାମୀ ପାଇଁ ବୁଧବାର ଖଣି ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହା ମଧ୍ୟରେ ୪ଟି ଚୂନ ପଥର ଖଣି. ୨ଟି…

5 years ago

କୋମାରେ କମିଶନରେଟ୍‌ ପୋଲିସ

ଭୁବନେଶ୍ୱର, ୧ା୮(ବ୍ୟୁରୋ): କୋମା ସ୍ଥିତିକୁ ଚାଲିଗଲାଣି କମିଶନରେଟ ପୋଲିସ। ରାଜଧାନୀ ଭୁବନେଶ୍ୱରରେ ଲୁଟେରା ରାଜ୍‌ କଲେଣି। ସକାଳୁ ରାତି ପର୍ଯ୍ୟନ୍ତ ଫୁଟୁଛି ଗୁଳି, ବୁଲୁଛି ଖଣ୍ଡା ଭୁଜାଲି।…

5 years ago

ରାଜ୍ୟକୁ କମିଲା କିରୋସିନ କୋଟା: ଅଗଷ୍ଟରୁ ମିଳିବ ୨ ଲିଟର

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟର ୪ଟି ଜିଲା କଟକ, ଖୋର୍ଦ୍ଧା, ସମ୍ବଲପୁର ଓ ସୁନ୍ଦରଗଡ଼କୁ ଅଣ-ସବ୍‌ସିଡି କିରୋସିନ ଯୋଗାଇ ଦିଆଯାଉଛି। ଅନ୍ୟ ଜିଲାଗୁଡ଼ିକରେ କେତେ ଅଣ-ସବ୍‌ସିଡି କିରୋସିନ ଦରକାର ସେନେଇ…

5 years ago

ଜମ୍ମୁ-କଶ୍ମୀରରେ ଅତିରିକ୍ତ ୧୦ ହଜାର ସୁରକ୍ଷାକର୍ମୀ: ପ୍ରତି ପଞ୍ଚାୟତରେ ଅଗଷ୍ଟ ୧୫ରେ ଜାତୀୟ ପତାକା ହେବ ଉତ୍ତୋଳନ

ଶ୍ରୀନଗର,୩୧।୭: ଜମ୍ମୁ-କଶ୍ମୀରକୁ ୧୦ ହଜାର ଅତିରିକ୍ତ ସୁରକ୍ଷାକର୍ମୀଙ୍କୁ ପଠାଯିବା ଯିବା ନେଇ ନାନା ଆଲୋଚନା ହେଉଛି। ତେବେ ଏବେ କୁହାଯାଉଛି ଯେ, କେନ୍ଦ୍ର ସରକାର ସ୍ବାଧୀନତା ଦିବସ…

5 years ago

ବିପଦ ସଙ୍କେତ ଟପିଲା ଗୋଦାବରୀ ଜଳସ୍ତର: ୨୬ ଗାଁ ସହିତ ଯୋଗାଯୋଗ ସମ୍ପର୍କ ବିଚ୍ଛିନ୍ନ

ହାଇଦ୍ରାବାଦ୍‌,୩୧।୭: ଆନ୍ଧ୍ରପ୍ରଦେଶରେ ଗୋଦାବରୀ ନଦୀ ଜଳସ୍ତର ବିପଦ ସଙ୍କେତ ଟପିଛି। ଉପର ମୁଣ୍ଡରେ ପ୍ରବଳ ବର୍ଷାଯୋଗୁ ବନ୍ୟା ଜଳ ନିକଟବର୍ତ୍ତୀ ଗାଁ ଗୁଡ଼ିକରେ ପ୍ରବେଶ କରିଛି। ଫଳରେ…

5 years ago

ତୃପ୍ତି ହୋଟେଲ ମାଲିକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିବା ଘଟଣା : ପ୍ରତିବାଦରେ ଟାୟାର ଜାଳି ରାସ୍ତା ଅବରୋଧ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରସୁଲଗୁଡ଼ସ୍ଥିତ ତୃପ୍ତି ହୋଟେଲ ମାଲିକ ବୁଲୁ ସାମନ୍ତରାୟଙ୍କୁ ମଙ୍ଗଳବାର ରାତିରେ ଆକ୍ରମଣ କରି ସୁନାଚେନ୍‌, ବ୍ରେସଲେଟ୍‌ ଓ ଟଙ୍କା ଲୁଟି ନେଇଥିଲେ ଦୁର୍ବୃତ୍ତ। ଏହାର ପ୍ରତିବାଦ…

5 years ago