Home Middle

ବିନା ଦୋଷରେ ଜେଲ କାଟିଲେ ବାପପୁଅ

ବାରିପଦା ଅଫିସ/ ରାଇରଙ୍ଗପୁର, ୨୯।୭(ଡି.ଏନ୍‌.ଏ.) ମୟୂରଭଞ୍ଜ ଜିଲା ବାଦାମପାହାଡ ଥାନା ପୋଲିସ ୩ ମାସ ତଳେ ମୃତ ଘୋଷଣା କରିଥିବା ରାଇମଣି ନାଏକ ନାମ୍ନୀ ଜଣେ ମହିଳାଙ୍କୁ…

5 years ago

ସୋସିଆଲ ମିଡିଆରେ ମହାପ୍ରଭୁଙ୍କ ଗୁପ୍ତ ବିଧି

ପୁରୀ ଅଫିସ,୨୯ା୭:ବିଶ୍ୱନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥ। ଦେଶ ବିଦେଶର ବିଭିନ୍ନ ସ୍ଥାନରେ ଶ୍ରୀଜଗନ୍ନାଥ ମନ୍ଦିର ରହିଛି। ସେଠାରେ ଶ୍ରଦ୍ଧାଳୁମାନେ ଠାକୁରମାନଙ୍କୁ ଉପାସନା କରୁଛନ୍ତି। ଏମିତି କି ଅନେକ ଦେଶରେ…

5 years ago

ମହାପ୍ରଭୁଙ୍କ ପ୍ରତି ଅସମ୍ମାନ:ତୁଳସୀ ମାଳ ପକାଇ ଶ୍ରୀମନ୍ଦିର ପ୍ରରିକ୍ରମା କଲେ ସାଧୁ

ପୁରୀ ଅଫିସ, ୨୮ା୭: ଶ୍ରୀକ୍ଷେତ୍ର ମାଟିରେ ପୁଣି ଶ୍ରମନ୍ଦିର ସମ୍ମୁଖରେ ମହାପ୍ରଭୁଙ୍କ ପ୍ରତି ଅସମ୍ମାନ। କଳା ଠାକୁରଙ୍କ ଶ୍ରୀମସ୍ତକରେ ଶୋଭା ପାଉଥିବା ତୁଳସୀ ମାଳକୁ ବେକରେ ଧାରଣ…

5 years ago

୩ ଅଯୋଗ୍ୟ ଘୋଷିତ ବିଧାୟକ ଯିବେ ସୁପ୍ରିମ୍‌କୋର୍ଟ: ବାଚସ୍ପତିଙ୍କ ନିଷ୍ପତ୍ତିକୁ କଂଗ୍ରେସ-ଜେଡିଏସ୍‌ କଲେ ସ୍ବାଗତ

ବେଙ୍ଗାଲୁର୍‌,୨୮।୭: କର୍ନାଟକରେ କ୍ଷମତା କନ୍ଦଳ ଡ୍ରାମା ଶେଷ ହେବାର ନାଁ ଧରୁନି। ବାଚସ୍ପତି ଆର୍‌ ରମେଶ କୁମାର ଗୁରୁବାର ୩ ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କରିଥିଲେ। ଏହା…

5 years ago

କେନ୍ଦ୍ର ସରକାରଙ୍କୁ ମେହବୁବାଙ୍କ ଚେତାବନୀ: ଅନୁଚ୍ଛେଦ ୩୫-ଏ ବାରୁଦ ଗଦା ଭଳି ବିପଦପୂର୍ଣ୍ଣ

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସରକାରଙ୍କୁ ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍‌ତି ଚେତାବନୀ ଦେଇଛନ୍ତି। ରବିବାର ମେହବୁବା କହିଛନ୍ତି ଯେ, କେନ୍ଦ୍ର ସରକାର ଅନୁଚ୍ଛେଦ ୩୫-ଏରେ ପରିବର୍ତ୍ତନ ଆଣିବାର…

5 years ago

କର୍ନାଟକ ରାଜନୀତି ପୁଣି ସରଗରମ: ୧୪ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କଲେ ବାଚସ୍ପତି

ବେଙ୍ଗାଲୁର୍‌,୨୮।୭: କର୍ନାଟକ ରାଜନୀତିରେ ଘଡ଼ିକେ ଘୋଡ଼ାଛୁଟୁଛି। ଏଚ୍‌.ଡି କୁମାରସ୍ବାମୀଙ୍କ ରାଜନୀତି ଦୌଡ଼ରେ ପଛାର ପକାଇ ବି.ଏସ୍‌.ୟେଦୁରପ୍ପା କ୍ଷମତା ଦଖଲ କରିଥିଲେ। ଏହାପରେ ବାଚସ୍ପତି ଆର୍‌. ରମେଶ କୁମାର…

5 years ago

ଦ୍ୱିତୀୟ ଇନିଂସ୍‌ର ଦ୍ୱିତୀୟ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ: ଜଳ ସଂରକ୍ଷଣକୁ ଗୁରୁତ୍ୱ ଦେଲେ ମୋଦି

ନୂଆଦିଲ୍ଲୀ,୨୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦ୍ୱିତୀୟ ଇନିଂସ୍‌ର ଦ୍ୱିତୀୟ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ଜଳ ସଂରକ୍ଷଣକୁ ଗୁରୁତ୍ୱ ଦେଇଛନ୍ତି। ସରକାର ଦେଶର ସମସ୍ତ ଘରେ…

5 years ago

୩ ଆଫ୍ରିକୀୟ ଦେଶ ଗସ୍ତରେ ରାଷ୍ଟ୍ରପତି କୋବିନ୍ଦ

ନୂଆଦିଲ୍ଲୀ,୨୮।୭: ରାଷ୍ଟ୍ରପତି ରାମନାଥ କୋବିନ୍ଦ ରବିବାର ୩ ଆଫ୍ରିକୀୟ ଦେଶ ଗସ୍ତରେ ବାହାରିଛନ୍ତି। ରାଷ୍ଟ୍ରପତି ବେନିନ୍‌, ଜାମ୍ବିଆ ଏବଂ ଗ୍ୟୁନିଆ ଆଦି ରାଷ୍ଟ୍ର ଗସ୍ତ କରିବାର କାର୍ଯ୍ୟକ୍ରମ…

5 years ago

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ: ୪ ବ୍ୟବସାୟୀଙ୍କ ଘରେ ଏନ୍‌ଆଇଏ ଚଢ଼ାଉ

ଶ୍ରୀନଗର,୨୮।୭: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅଭିଯୋଗରେ ଜମ୍ମୁ-କଶ୍ମୀରର ରବିବାର ୪ ବ୍ୟବସାୟୀଙ୍କ ଘରେ ଚଢ଼ାଉ କରାଯାଇଛି। ଏନ୍‌ଆଇଏ ପକ୍ଷରୁ ଉତ୍ତର କଶ୍ମୀରର ବାରମୁଳା ଜିଲାରେ ଏହି ଚଢ଼ାଉ…

5 years ago

ପ୍ରଶ୍ନର ଉତ୍ତର ଦେଇ ନ ପାରିବାରୁ ତାତିଲେ ଶିକ୍ଷୟିତ୍ରୀ: ୭ ପିଲାଙ୍କୁ ନିସ୍ତୁକ ପିଟିଲେ

ନବରଙ୍ଗପୁର/ଉମରକୋଟ,୨୮।୭(ବି.ପ୍ର/ଡି.ଏନ.ଏ): ଶିକ୍ଷୟିତ୍ରୀ ପଚାରିଥିବା ପ୍ରଶ୍ନର ଉତ୍ତର ଦେଇ ପାରି ନ ଥିଲେ ୩ୟ ଶ୍ରେଣୀର ଛାତ୍ରୀଛାତ୍ର। ଏଥିରେ ଶିକ୍ଷୟିତ୍ରୀ ରାଗିଯାଇ ଛାତ୍ରୀଛାତ୍ରଙ୍କୁ ନିର୍ଧୂମ ମାଡମାରିଥିଲେ। ଏଥିରେ ଜଣେ…

5 years ago

ଭାରତକୁ ମିଳିଲା ୪ ଆପାଚେ ଆଟାକ୍‌ ହେଲିକପ୍ଟର

ନୂଆଦିଲ୍ଲୀ,୨୮ା୭(ପି.ଟି.): ଆମେରିକାର ଏରୋସ୍ପେସ୍‌ ମେଜର୍‌ ବୋଇଂ ଶନିବାର ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪ଟି ୨୨ଆପାଚେ ଆଟାକ୍‌ ହେଲିକପ୍ଟର ପ୍ରଦାନ କରିଛି। ଏହା ଭାରତୀୟ ବାୟୁସେନାର ଶକ୍ତିବୃଦ୍ଧି କ୍ଷେତ୍ରରେ…

5 years ago

‘ଫନୀ’ ପରଠୁ ଅଣ୍ଟା ସଳଖି ପାରିନାହାନ୍ତି କୁମ୍ଭକାର: ଶ୍ରୀମନ୍ଦିରରେ କୁଡ଼ୁଆ ସଙ୍କଟ

ପୁରୀ ଅଫିସ, ୨୮ା୭: ଆଉ ୬ ଦିନ ପରେ ‘ଫନୀ’କୁ ପୂରିବ ୩ମାସ। ହେଲେ ଏ ଯାଏ ଅଣ୍ଟା ସଳଖି ପାରିନାହାନ୍ତି କୁମ୍ଭକାର। ବାତ୍ୟାରେ ଭାଙ୍ଗିଯାଇଥିବା ଶାଳଘର…

5 years ago