Home Middle

ଆଜି କାରଗିଲ୍‌ ବିଜୟ ଦିବସ: ଶହୀଦ୍‌ ଯବାନଙ୍କୁ ସାରା ଦେଶ ଜଣାଇଲା ସମ୍ମାନ

ନୂଆଦିଲ୍ଲୀ, ୨୬।୭: କାରଗିଲ ଯୁଦ୍ଧକୁ ବିତିଛି ୨୦ ବର୍ଷ। ୧୯୯୯ ମସିହାରେ ଆଜିର ଦିନରେ ପାକିସ୍ତାନକୁ ପରାଜିତ କରି କାରଗିଲରେ ବିଜୟର ଧ୍ୱଜା ଉଡାଇଥିଲା ଭାରତ। କାରଗିଲ୍‌…

5 years ago

୪ ବର୍ଷ ପରେ ଜେଲରୁ ମୁକୁଳିଲେ ସାରଥି

କଟକ ଅଫିସ, ୨୫।୭: ସାରଥି ଓରଫ୍‌ ସନ୍ତୋଷ ରାଉଳ ଗୁରୁବାର ଜେଲରୁ ମୁକୁଳିଛନ୍ତି। ସମସ୍ତ ୩ଟି ଯାକ ମାମଲାର ଜାମିନ୍‌ ପାଇବା ପରେ କଟକ ଚୌଦ୍ୱାର ଜେଲରୁ…

5 years ago

ନଦୀର ଅଧାପାଣି ସମୁଦ୍ରକୁ ବୋହିଯାଉଛି: ହାତ ଟେକି ଦେଇଛନ୍ତି ସରକାର, ଜଳ ସଂରକ୍ଷଣକୁ ନେଇ ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର,୨୫।୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ନଦୀରୁ ଜଳ ସିଧାସଳଖ ସମୁଦ୍ରକୁ ବୋହିଯାଉଛି। ଏହାକୁ ରାଜ୍ୟ ସରକାର ସଂରକ୍ଷଣ କରିପାରୁନାହାନ୍ତି। ମହାନଦୀ ଉପରେ ଛତିଶଗଡ଼ ବ୍ୟାରେଜ ନିର୍ମାଣ କରି ପାଣି…

5 years ago

ରାଜ୍ୟରେ ମରୁଡ଼ିର ପଦଧ୍ୱନି; ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ରାଜ୍ୟରେ ବର୍ଷା ନାହିଁ। ମରୁଡ଼ି ଦ୍ୱାରଦେଶରେ ପହଞ୍ଚିଲାଣି। ତଥାପି ସରକାର ଚେତୁ ନାହାନ୍ତି। ଚାଷୀ ଏ ପର୍ଯ୍ୟନ୍ତ ତଳି ରୋଇ ପାରିନାହାନ୍ତି। ମାଟି ଫାଟି…

5 years ago

କର୍ନାଟକ ସଙ୍କଟ: ୭୦ରୁ ଅଧିକ ଆଶାୟୀଙ୍କୁ ଅନୁମୋଦିତ ୩୪ କ୍ୟାବିନେଟ୍‌ରେ କିଭଳି ସ୍ଥାନ ଦେବ ଭାଜପା ମେଣ୍ଟ !

ବେଙ୍ଗାଲୁର୍‌,୨୫।୭: କର୍ନାଟକରେ ନୂଆ ସରକାର ଗଠନରେ ଭାଜପା ହାଇକମାଣ୍ଡ ଡେରି କରୁଛନ୍ତି। ବିଦ୍ରୋହୀ ବିଧାୟକଙ୍କ ଯୋଗ୍ୟତା ନେଇ ବାଚସ୍ପତିଙ୍କ ପଦକ୍ଷେପ ତଥା ସୁପ୍ରିମ୍‌କୋର୍ଟରେ ଦାଖଲ ହୋଇଥିବା ଆବେଦନର…

5 years ago

ବଳାତ୍କାର ପୀଡ଼ିତା ନାବାଳିକାଙ୍କ ସହାୟତା କରନ୍ତୁ କେନ୍ଦ୍ର ସରକାର: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ସରକାର ବଳାତ୍କାର ପୀଡ଼ିତା ନାବାଳିକାଙ୍କ ସହାୟତା କରନ୍ତୁ ବୋଲି ସୁପ୍ରିମ୍‌କୋର୍ଟ ଗୁରୁବାର କହିଛନ୍ତି। ବାଳ ଯୌନ ଶୋଷଣ ମାମଲାର ବିଚାର କରି ସର୍ବୋଚ୍ଚ ନ୍ୟାୟାଳୟ…

5 years ago

ଚାଷୀ ଆତ୍ମହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବରଗଡ଼ ଅଫିସ,୨୫।୭: ବରଗଡ଼ ସଦର ଥାନା ଅନ୍ତର୍ଗତ ବୀରମାଲ ନିକଟ ପୋଢ଼ମୁଣ୍ଡା ଗ୍ରାମରେ ବୁଧବାର ରାତିରେ କୀଟନାଶକ ପିଇ ଜଣେ ଯୁବଚାଷୀ ବୈଷ୍ଣବ ଭୁଏ(୨୭) ଆତ୍ମହତ୍ୟା କରଥିବା…

5 years ago

ଯାତ୍ରା ହେବ ସୁରକ୍ଷିତ: ଟ୍ରେନ୍‌ରେ ଲାଗିବ ବ୍ଲାକ୍‌ ବକ୍ସ୍‌

ନୂଆଦିଲ୍ଲୀ,୨୫।୭: ଟ୍ରେନ୍‌ ଯାତ୍ରାକୁ ସୁରକ୍ଷିତ କରିବା ଲାଗି ସରକାରଙ୍କ ପକ୍ଷରୁ ନୂଆ ଯୋଜନା ପ୍ରସ୍ତୁତ କରାଯାଇଛି। ଏଣିକି ପ୍ରତି ଟ୍ରେନ୍‌ରେ ବିମାନ ଭଳି ବ୍ଲାକ୍‌ ବକ୍ସ୍‌ ଲାଗିବ।…

5 years ago

ତିନି ତଲାକ୍‌ ନେଇ ଏନ୍‌ଡିଏ ମେଣ୍ଟରେ ଫାଟ: ଜେଡିୟୁ କରିବ ବିରୋଧ

ନୂଆଦିଲ୍ଲୀ,୨୫।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଲୋକ ସଭାରେ ଗୁରୁବାର ତିନି ତଲାକ୍‌ ବିଲ୍‌ ପୁଣି ଥରେ ଆଗତ କରାଯିବାର ଯୋଜନା କରାଯାଇଛି। ତେବେ ଏହାକୁ…

5 years ago

୪୪ ବର୍ଷରେ ବନ୍ୟ ପ୍ରାଣୀଙ୍କ ସଂଖ୍ୟା କମିଛି ୬୦ ପ୍ରତିଶତ: ପ୍ରତିଦିନ ଶହେ ହାତୀଙ୍କ ମୃତ୍ୟୁ ଘଟୁଛି

ଓ୍ବାଶିଂଟନ,୨୫।୭: ପୃଥିବୀରେ ଜନସଂଖ୍ୟା ବଢ଼ିବାରେ ଲାଗିଛି। ଏହାର ନକାରାତ୍ମକ ପ୍ରଭାବ ଜଙ୍ଗଲ ପରିସୀମା ଉପରେ ପଡ଼ିବାରେ ଲାଗିଛି। ଜଙ୍ଗଲ ଅଭାବ ଯୋଗୁ ବନ୍ୟ ପ୍ରାଣୀଙ୍କ ସଂଖ୍ୟା କମିବାରେ…

5 years ago

କୋଇଲା ତଳେ ଦବିଗଲେ ୪

ତାଳଚେର,୨୫ା୭(ନି.ପ୍ର.): ଅନୁଗୋଳ ଜିଲା ତାଳଚେରସ୍ଥିତ ମହାନଦୀ କୋଲ୍‌ ଫିଲଡସ୍‌ ଲିମିଟେଡ୍‌ (ଏମ୍‌ସିଏଲ୍‌)ର ଭରତପୁର କୋଇଲା ଖଣିରେ ମଙ୍ଗଳବାର ରାତିରେ ଘଟିଛି ଦୁର୍ଘଟଣା। ବ୍ଲାଷ୍ଟିଂ ପରେ ଏହି ଓପନକାଷ୍ଟ…

5 years ago

କଟକରେ ଚାଞ୍ଚଲ୍ୟ: ୨୪ ଘଣ୍ଟାରେ ୩ ଜଣଙ୍କୁ ଗଳାକାଟି ହତ୍ୟା

କଟକ ଅଫିସ,୨୫।୭: କଟକରେ ଗତ ୨୪ ଘଣ୍ଟା ମଧ୍ୟରେ ଘଟିଛି ୩ ହତ୍ୟାକାଣ୍ଡ। ମଙ୍ଗଳବାର ସକାଳେ ଜଣେ ବ୍ୟକ୍ତିଙ୍କ ଗଳା କାଟି ହତ୍ୟା କରାଯାଇଥିବାବେଳେ ବୁଧବାର ସମାନ…

5 years ago