Home Middle

ସୁନାବେଶରେ ଦର୍ଶନ ଦେଲେ ମହାବାହୁ

ପୁରୀ ଅଫିସ,୧୩।୭: ଶନିବାର ମହାପ୍ରଭୁଙ୍କ ପବିତ୍ର ସୁନାବେଶ ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିରରେ ଅନ୍ୟାନ୍ୟ ନୀତି ବଢ଼ି ମଧ୍ୟାହ୍ନ ଧୂପ, ମଇଲମ ପରେ ମେକାପ ସର୍ବାଙ୍ଗ ନୀତି ସମ୍ପନ୍ନ…

5 years ago

ବିରୋଧୀ ଦଳ ନେତା ଚୟନ ପ୍ରସଙ୍ଗ; ଜୟନାରାୟଣ କ୍ଷୋଭ ପ୍ରକାଶ କରିବା ଉଚିତ ନୁହେଁ: ପ୍ରଦୀପ୍ତ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଜ୍ୟ ରାଜନୀତିରେ ପୂର୍ବାପେକ୍ଷା ଶକ୍ତି ବୃଦ୍ଧି କରି ମୁଖ୍ୟ ବିରୋଧୀ ଦଳ ମାନ୍ୟତା ହାସଲ କରିବାରେ ସଫଳ ହୋଇଛି ଭାଜପା। ଏବେ କିନ୍ତୁ ଦଳରେ ଦାୟିତ୍ୱ…

5 years ago

ରବିବାର ସକାଳ ୬ଟା ୫୧ରୁ ଚନ୍ଦ୍ରାୟନ-୨ର ୨୦ ଘଣ୍ଟିଆ କାଉଣ୍ଟ୍‌ ଡାଉନ୍‌

ନୂଆଦିଲ୍ଲୀ,୧୩।୭: ଭାରତର ଚନ୍ଦ୍ର ମିଶନ ଅନ୍ତର୍ଗତ ଚନ୍ଦ୍ରାୟନ-୨ ଜୁଲାଇ ୧୫ ଭୋର୍‌ ୨ଟା ୫୧ରେ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାର ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଉତ୍‌କ୍ଷେପଣ କରାଯିବ। ଏଥିପାଇଁ…

5 years ago

କେନ୍ଦ୍ରମନ୍ତ୍ରୀଙ୍କୁ ନବୀନଙ୍କ ଚିଠି: ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଚଳାଚଳ ପାଇଁ ଦାବି

ଭୁବନେଶ୍ୱର, ୧୩।୭(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଚଳାଚଳ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦାବି କରିଛନ୍ତି। ଏ ନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ଓ…

5 years ago

ମୋଦି ସରକାରଙ୍କ ଶହେ ଦିନର ବଡ଼ ଯୋଜନା: ୧୬୭ କାର୍ଯ୍ୟକୁ ଗୁୁରୁତ୍ୱ; ୩ ଲକ୍ଷ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୧୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱିତୀୟ ଇନିଂସ୍‌ର ପ୍ରଥମ ଶହେ ଦିନ ପାଇଁ ବଡ଼ ଯୋଜନା ପ୍ରସ୍ତୁତ କରାଯାଇଛି। ଏହି କ୍ରମରେ ସରକାର ୧୬୭ କାର୍ଯ୍ୟକୁ…

5 years ago

ସୁରକ୍ଷା ବ୍ୟବସ୍ଥାକୁ ଚ୍ୟାଲେଞ୍ଜ୍‌: ସଂସଦ ଭବନ ସମ୍ମୁଖରେ ଦ୍ରୁତ ଗତିରେ ଅଡ଼ି କାର୍‌ କଲା ଷ୍ଟଣ୍ଟ୍‌

ନୂଆଦିଲ୍ଲୀ,୧୩।୭: ସଂସଦ ଭବନ ସମ୍ମୁଖରେ ସୁରକ୍ଷା ବ୍ୟବସ୍ଥାକୁ ଚ୍ୟାଲେଞ୍ଜ୍‌ ଦେଇ ଏକ ଅଡ଼ି କାର୍‌ ଶନିବାର ଭୋର୍‌ ୪ଟାରେ ଷ୍ଟଣ୍ଟ୍‌ କରିଛି। କାରଟି ସଂସଦ ଭବନ ସମ୍ମୁଖ…

5 years ago

ଆଇଏସ୍‌ଆଇ ଏଜେଣ୍ଟ୍‌ ହନିଟ୍ରାପ୍‌ ମାୟାରେ ଭାରତୀୟ ସେନା କର୍ମଚାରୀ

ନୂଆଦିଲ୍ଲୀ,୧୩।୭: ଫେସ୍‌ବୁକ୍‌ରେ ହାଏ ହାଲୋ ପରେ ଭାରତୀୟ ସେନା କର୍ମଚାରୀଙ୍କ ସହିତ ବନ୍ଧୁତା କରି ପରେ ସେମାନଙ୍କ ମୁଭମେଣ୍ଟ୍‌ ସମ୍ପର୍କରେ ତଥ୍ୟ ଚୋରାଇ ନେଉଛି ପାକିସ୍ତାନ ଗୋଇନ୍ଦା…

5 years ago

ଆଜି ସୁନାବେଶ: ରତ୍ନ ଅଳଙ୍କାରରେ ଝଲସିବେ ଦାରୁବିଗ୍ରହ

ପୁରୀ ଅଫିସ, ୧୩।୭: ଆଷାଢ ଶୁକ୍ଳ ଦ୍ୱାଦଶୀ ଶନିବାର ଏହିଦିନ ସୁନାବେଶ ଓ ଶ୍ରୀଗରୁଡ଼ ଶୟନ ନୀତି। ପବିତ୍ର ତିଥିରେ ରଥାରୂଢ ଦାରୁବିଗ୍ରହ ମହଣ ମହଣ ସୁନାରେ…

5 years ago

ଶୈଳଶ୍ରୀକ୍ଷେତ୍ର ବାହୁଡ଼ିଲେ ମହାବାହୁ: ଆଜି ରଥ ଉପରେ ସୁନାବେଶ

ଅନୁଗୋଳ ଅଫିସ, ୧୩।୭ - ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ୯ ଦିନର ଲୀଳାଖେଳ ଶେଷ କରି ଶୈଳଶ୍ରୀକ୍ଷେତ୍ର ବାହୁଡ଼ି ଆସିଛନ୍ତି ମହାବାହୁ। ନିର୍ଦ୍ଧାରିତ ସମୟ ପୂର୍ବରୁ…

5 years ago

ନାବାଳିକା ଛାତ୍ରୀ ବଳାତ୍କାର ଘଟଣା: ଛାତ୍ରୀନିବାସରେ ନୁହେଁ ପଡ଼ୋଶୀଙ୍କ ଦ୍ୱାରା ଛାତ୍ରୀ ଗର୍ଭବତୀ ହୋଇଥିବା କହିଲେ ମନ୍ତ୍ରୀ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ଅନୁସୂଚିତ ଜାତି ଏବଂ ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ହେଉଥିବା ସରକାରୀ ଛାତ୍ରୀନିବାସରେ ରହୁଥିବା ଆଦିବାସୀ ଛାତ୍ରୀମାନେ ସୁରକ୍ଷିତ ନାହାନ୍ତି। ବିଭିନ୍ନ ସମୟରେ…

5 years ago

ଆଇକନିକ୍‌ ଡେଷ୍ଟିନେଶନରୁ ଓଡ଼ିଶା ଗାଏବ: ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର, ୧୨।୭(ବ୍ୟୁରୋ): କେନ୍ଦ୍ର ସରକାର ସମଗ୍ର ଦେଶରେ ୧୭ଟି ପର୍ଯ୍ୟଟନ ସ୍ଥଳକୁ ଆଇକନିକ୍‌ ଡେଷ୍ଟିନେଶନ ମାନ୍ୟତା ଦେଇଛନ୍ତି। ମାତ୍ର ଦୁର୍ଭାଗ୍ୟର ବିଷୟ ଯେ, ବିଶ୍ୱପ୍ରସିଦ୍ଧ ପୁରୀ ଓ…

5 years ago

ପଶ୍ଚିମ ଓଡ଼ିଶାରେ ଧାନର ଅଭାବୀ ବିକ୍ରି ନେଇ ବିଧାନସଭାରେ ଉଦ୍‌ବେଗ: ପଦକ୍ଷେପ ନେବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧୨।୭(ବ୍ୟୁରୋ): ଧାନ ଅମଳ ହୋଇ ବାହାରେ ପଡ଼ି ପଡ଼ି ଗଜା ହେଲାଣି। ଧାନ ରଖିବା ପାଇଁ ମଣ୍ଡିର କୌଣସି ବ୍ୟବସ୍ଥା ନାହିଁ। ଚାଷୀଙ୍କଠାରୁ ସରକାର ଧାନ…

5 years ago