Home Middle

ଆଧାର ନ ଥିଲେ ଚାଉଳ ନାହିଁ

ଭୁବନେଶ୍ୱର,୯ା୭(ବ୍ୟୁରୋ): ବ୍ୟକ୍ତିର ସମସ୍ତ ବ୍ୟକ୍ତିଗତ ପଞ୍ଜିକା ଆଧାର କାର୍ଡରେ ଲିପିବଦ୍ଧ ହୋଇ ରହିଛି। ଏହାକୁ କୌଣସି ପରିସ୍ଥିତିରେ କୌଣସି ଜନକଲ୍ୟାଣକାରୀ ଯୋଜନାରେ ଦେବାକୁ ବାଧ୍ୟତାମୂଳକ କରାଯାଇପାରିବ ନାହିଁ।…

5 years ago

ଆଇସିସି ବିଶ୍ୱକପ ପ୍ରଥମ ସେମିଫାଇନାଲ: ଭାରତ-ନ୍ୟୁଜିଲାଣ୍ଡ ଟକ୍କର

ମାଞ୍ଚେଷ୍ଟର, ୯।୭: ଚଳିତ ଆଇସିସି ବିଶ୍ୱକପର ଲିଗ୍‌ ପର୍ଯ୍ୟାୟ ପରେ ଏବେ ଆସିଛି ଅସଲ ପରୀକ୍ଷାର ବେଳ। ସେମିଫାଇନାଲରେ ପ୍ରବେଶ କରିଛନ୍ତି କ୍ରିକେଟ ଜଗତର ୪ ଶ୍ରେଷ୍ଠ…

5 years ago

୨୭ ରନ ଦୂରରେ ରୋହିତ୍‌

ମାଞ୍ଚେଷ୍ଟର, ୯।୭- ଚଳିତ ବିଶ୍ୱକପ୍‌ରେ ଦମ୍‌ଦାର ଫର୍ମରେ ଥିବା ଭାରତୀୟ ତାରକା ଓପନର୍‌ ରୋହିତ୍‌ ଶର୍ମା ପୁଣି ଏକ ବିଶ୍ୱକପ୍‌ କିର୍ତ୍ତୀମାନଠାରୁ ୨୭ ରନ ଦୂରରେ ରହିଛନ୍ତି।…

5 years ago

କଲେଜରେ ୭ ଘଣ୍ଟା କାର୍ଯ୍ୟ କରିବା ନିୟମକୁ ଅଧ୍ୟାପକଙ୍କ ପରୋକ୍ଷ ବିରୋଧ: ପ୍ରଥମେ ଭିତ୍ତିଭୂମି ସଜାଡ଼, ପରେ ନିୟମ କଲେ ଦ୍ୱିଧା ନାହିଁ

ଭୁବନେଶ୍ୱର,୮।୭(ବ୍ୟୁରୋ): ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜର ନିୟମିତ ଅଧ୍ୟାପକମାନେ କଲେଜରେ ଛଅ ଘଣ୍ଟା ବଦଳରେ ୭ଘଣ୍ଟା ରହିବା ପାଇଁ ବିଜ୍ଞପ୍ତି ପ୍ରକାଶ କରାଯିବା ପରେ ଏହାର…

5 years ago

କୁପଓ୍ବାରାରେ ବିସ୍ଫୋରଣ: ଜଣେ ଯବାନ ଆହତ

ଶ୍ରୀନଗର,୮।୭: ଜମ୍ମୁ-କଶ୍ମୀର କୁପଓ୍ବାରାରେ ସୋମବାର ଏକ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ସେନା ଯବାନ ଆହତ ହୋଇଥିବା କୁହାଯାଉଛି। ନିୟନ୍ତ୍ରଣ ରେଖା ନିକଟରେ ପିମ୍ପଲ ପୋଷ୍ଟ ନିକଟରେ…

5 years ago

୨୦ରେ ପାଟକୁରା ନିର୍ବାଚନ: ନବୀନ ନିବାସରେ ନେତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ବୈଠକ, ପ୍ରଚାର କାର୍ଯ୍ୟ ବିଷୟରେ ପଚାରି ବୁଝିଲେ

ଭୁବନେଶ୍ୱର,୮।୭(ବ୍ୟୁରୋ): ଆସନ୍ତା ୨୦ରେ ପାଟକୁରା ନିର୍ବାଚନ। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ନବୀନ ନିବାସରେ ବୈଠକ କରିଛନ୍ତି। ଏଥିରେ ସେ ନିର୍ବାଚନ ଦାୟିତ୍ୱରେ ଥିବା…

5 years ago

ସରକାରଙ୍କ ନଜରରେ ଲକ୍ଷେ ୭୫ ହଜାର ଜମା ଖାତା: ଗୋଟିଏ ବର୍ଷରେ ହୋଇଛିି ଏକ କୋଟିରୁ ଅଧିକ ନଗଦ ଉଠାଣ

ନୂଆଦିଲ୍ଲୀ,୮।୭: ଏବେ ସରକାରଙ୍କ ନଜରରେ ଲକ୍ଷେ ୭୫ ହଜାର ଜମା ଖାତା ରହିଛି। ଏସବୁ ଜମା ଖାତାରେ ଗତ ଏକ ବର୍ଷ ମଧ୍ୟରେ ଏକ କୋଟିରୁ ଅଧିକ…

5 years ago

ଦେଶର ୨୫୫ ଜିଲାର ୭୫୬ ସହରରେ ଜଳ ସଙ୍କଟ: ତାମିଲନାଡୁର ସର୍ବାଧିକ ୧୮୪

ନୂଆଦିଲ୍ଲୀ,୮।୭: ଦେଶର ୨୫୫ ଜିଲାର ୭୫୬ ସହରରେ ତଥା ୧,୫୯୭ ବ୍ଲକ୍‌ରେ ଜଳ ସଙ୍କଟ ଦେଖାଦେଇଛି। ସେଥିମଧ୍ୟରେ ତାମିଲନାଡୁର ସର୍ବାଧିକ ସହର ରହିଛି। ତାମିଲନାଡୁର ୨୭ଟି ଜିଲାରେ…

5 years ago

ସୁରକ୍ଷିତ ନୁହେଁ ଜଙ୍ଗଲ ରାଜା: ୭ ବର୍ଷରେ ଶିକାରୀ ଗୁଳିରେ ୨ ଶହ ୨୨ ମୃତ; ମଧ୍ୟପ୍ରଦେଶରେ ସର୍ବାଧିକ

ନୂଆଦିଲ୍ଲୀ,୮।୭: ଜଙ୍ଗଲର ରାଜା ବାଘକୁ ସୁରକ୍ଷା ମିଳିପାରୁନି। ୨୦୧୨ରୁ ୨୦୧୮ ମଧ୍ୟରେ ଗତ ୭ ବର୍ଷରେ ଦେଶରେ ମୋଟ ୬ ଶହ ୫୭ ବାଘଙ୍କ ମୃତ୍ୟୁ ହୋଇଛି।…

5 years ago

ବୁରହାନ୍‌ ଓ୍ବାନୀଙ୍କ ଶ୍ରାଦ୍ଧ ବାର୍ଷିକୀ: ଜମ୍ମୁ-କଶ୍ମୀରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଶ୍ରୀନଗର,୮।୭: ଆତଙ୍କବାଦୀ ସଂଗଠନଗୁଡ଼ିକ ପକ୍ଷରୁ ସୋମବାର ହିଜବୁଲ୍‌ ମୁଜାହିଦ୍ଦିନ୍‌ ସଦସ୍ୟ ବୁରହାନ୍‌ ଓ୍ବାନୀଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ ପାଇଁ ଯୋଜନା କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା…

5 years ago

ଆରମ୍ଭ ହେଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା : ୧୨୨ କେନ୍ଦ୍ରରେ ୨୭ ହଜାର ୬୧୬ ପରୀକ୍ଷାର୍ଥୀ ଦେଉଛନ୍ତି ପରୀକ୍ଷା

କଟକ ଅଫିସ,୮।୭: ସୋମବାର ସକାଳ ୯ଟାରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହୋଇଛି। ଏହା ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ମୋଟ ୧୨୨ଟି କେନ୍ଦ୍ରରେ ମୋଟ ୨୭…

5 years ago

ଯମୁନା ଏକ୍ସପ୍ରେସ୍‌ ହାଇଓ୍ବେରେ ଦୁର୍ଘଟଣା: ନାଳକୁ ଖସିଲା ଯାତ୍ରୀବାହୀ ବସ୍‌; ୨୯ ମୃତ

ଆଗ୍ରା,୮।୭: ଉତ୍ତରପ୍ରଦେଶ ଯମୁନା ଏକ୍ସପ୍ରେସ୍‌ ହାଇଓ୍ବେରେ ସୋମବାର ଭୋର୍‌ ୪ଟା ୩୦ରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଆଗ୍ରାର ଏତ୍‌ମାଦ୍‌ପୁରସ୍ଥିତ ଝରନା ନାଳରେ ଏକ ଯାତ୍ରୀବାହୀ ବସ୍‌…

5 years ago