Home Middle

୧୭ ବର୍ଷରେ ଜଙ୍ଗଲ ପରିସୀମା ୯୧ ହଜାର ବର୍ଗ କିମିରୁ ଅଧିକ ବୃଦ୍ଧି: ୨୦୨୦ ସୁଦ୍ଧା ରୋପଣ ହେବ ୧୨୧ କୋଟି ବୃକ୍ଷ ଚାରା

ନୂଆଦିଲ୍ଲୀ,୨୨।୬: ଦେଶରେ ଗତ ୧୭ ବର୍ଷ ମଧ୍ୟରେ ଜଙ୍ଗଲ ପରିସୀମା ୯୧ ହଜାର ବର୍ଗକିମିରୁ ଅଧିକ ବୃଦ୍ଧି ପାଇଛି। ନେଇ ଭାରତୀୟ ଜଙ୍ଗଲ ସର୍ଭେ ରିପୋର୍ଟରେ ପ୍ରକାଶ…

5 years ago

ସଚ୍ଚୋଟ ପଣିଆ ତାଲିକା: ସୁଇଜରଲାଣ୍ଡ୍‌ ୧ ନମ୍ବର; ୩୦ତମ ସ୍ଥାନରେ ଭାରତ

ଜୁରିକ୍‌,୨୨।୬: ପ୍ରକାଶ ପାଇଛି ବିଶ୍ୱ ସଚ୍ଚୋଟ ପଣିଆ ତାଲିକା। ଏଥିରେ ସୁଇଜରଲାଣ୍ଡ୍‌ ୧ ନମ୍ବର ସ୍ଥାନରେ ରହିଥିବାବେଳେ ଭାରତର ସ୍ଥାନ ୩୦ ରହିଛି। ରାସ୍ତାରୁ ପର୍ସ ଅବା…

5 years ago

ଋଣ ବୋଝ: ୪ ବର୍ଷରେ ମହାରାଷ୍ଟ୍ରରେ ଆତ୍ମହତ୍ୟା କରିଛନ୍ତି ୧୨ ହଜାର ଚାଷୀ

ମୁମ୍ବାଇ,୨୨।୬: ଋଣ ବୋଝ ସହି ନ ପାରି ମହାରାଷ୍ଟ୍ରରେ ଚାଷୀ ଆତ୍ମହତ୍ୟା କରୁଛନ୍ତି। ଗତ ୪ ବର୍ଷରେ ରାଜ୍ୟରେ ୧୨ ହଜାରରୁ ଅଧିକ ଚାଷୀ ଆତ୍ମହତ୍ୟା କରିଛନ୍ତି।…

5 years ago

ବାରମୁଳାରେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୨୨।୬: ଜମ୍ମୁ-କଶ୍ମୀର ବାରମୁଳା ଜିଲାରେ ଶନିବାର ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ବୋନିୟାର ଜଙ୍ଗଲଠାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ…

5 years ago

ଜୁଲାଇ ୫ରେ ବଜେଟ୍‌: ୨ ସପ୍ତାହ ପୂର୍ବରୁ ହାଲୁଓ୍ବା ରନ୍ଧା

ନୂଆଦିଲ୍ଲୀ,୨୨।୬: ଜୁଲାଇ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସଂସଦରେ ବଜେଟ ଆଗତ କରିବେ। ଏହାର ୨ ସପ୍ତାହ ପୂର୍ବରୁ ଶନିବାର ପାରମ୍ପରିକ ହାଲୁଓ୍ବା ରନ୍ଧା ଉତ୍ସବ…

5 years ago

କୋର୍ଟରେ ପଡ଼ିରହିଛି ସାଢ଼େ ୪୪ ଲକ୍ଷରୁ ଅଧିକ ମାମଲା: ବିଚାରପତିଙ୍କ ଅବସର ବୟସ ସୀମା ବଢ଼ାଇବାକୁ ମୋଦିଙ୍କୁ ଗୋଗୋଇଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୨।୬: ଦେଶର ବିଭିନ୍ନ କୋର୍ଟରେ ସାଢ଼େ ୪୪ ଲକ୍ଷରୁ ଅଧିକ ମାମଲାର ବିଚାର ନ ହୋଇ ପଡ଼ିରହିଛି। ତେବେ ଏହାର ସମାଧାନ ପାଇଁ ସୁପ୍ରିମ୍‌କୋର୍ଟ ପ୍ରଧାନ…

5 years ago

ଭାରତୀୟ ଲିଚୁ ରପ୍ତାନୀ ବନ୍ଦ ପାଇଁ ହେଉଛି ଷଡ଼ଯନ୍ତ୍ର: ପ୍ରେମ କୁମାର

ପାଟନା,୨୨।୬: ବିହାରରେ ମସ୍ତିଷ୍କ ଜ୍ୱରରେ ଶିଶୁ ମୃତ୍ୟୁ ଥମିବାର ନାଁ ଧରୁନି। ଏତେ ସଂଖ୍ୟକ ଶିଶୁ ଏହି ରୋଗରେ ଆକ୍ରାନ୍ତ ହେବାର ପ୍ରକୃତ କାରଣ ଖୋଜା ଚାଲିଛି।…

5 years ago

ଆଗ ବିଜେଡି, ପଲଟି ଖାଇ ଭାଜପା

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଓଡ଼ିଶାର ଖାଲି ପଡ଼ିଥିବା ୩ଟି ରାଜ୍ୟ ସଭା ଆସନ ପାଇଁ ଶୁକ୍ରବାର ସନ୍ଧ୍ୟାରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀଙ୍କ ନାମ ଘୋଷଣା…

5 years ago

ରାଜ୍ୟ ସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୧।୬: ରାଜ୍ୟ ସଭା ପାଇଁ ବିଜୁ ଜନତା ଦଳ(ବିଜେଡି) ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକ ଶୁକ୍ରବାର ପ୍ରାର୍ଥୀ ଘୋଷଣା କରିଛନ୍ତି। ଏମାନଙ୍କ ମଧ୍ୟରେ ରହିଛନ୍ତି, ବିଜେଡି…

5 years ago

ପ୍ରକାଶ ପାଇଲା ଯୁକ୍ତ ୨ କଳା, ବାଣିଜ୍ୟ ପରୀକ୍ଷାଫଳ: କଳାରେ ୬୫.୮୯%, ବାଣିଜ୍ୟରେ ୭୦.୨୬% ପାସ୍‌ ହାର; www.chseodisha.nic.in ରେ ଜାଣନ୍ତୁ ରେଜଲ୍ଟ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ସୂଚନା ଭବନ…

5 years ago

ଓଡ଼ିଶା ଛୁଇଁଲା ମୌସୁମୀ: ଉପକୂଳ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୧।୬(ବ୍ୟୁରୋ): ଦୀର୍ଘ ପ୍ରତିକ୍ଷା ପରେ ଶୁକ୍ରବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଆସନ୍ତା…

5 years ago

ଲୋକ ସଭାରେ ଆଗତ ହେଲା ଟ୍ରିପଲ୍‌ ତଲାକ୍‌ ବିଲ୍‌: ବିରୋଧୀଙ୍କ ହଙ୍ଗାମା

ନୂଆଦିଲ୍ଲୀ, ୨୧।୬: ଶୁକ୍ରବାର ଲୋକ ସଭାରେ ‘ଟ୍ରିପଲ ତଲାକ’ ବିଲ୍‌ ଆଗତ କରାଯାଇଛି। କେନ୍ଦ୍ର ଆଇନ୍‌ ମନ୍ତ୍ରୀ ରବିଶଙ୍କର ପ୍ରସାଦ ଏହି ସଂସଦରେ ଉପସ୍ଥାପନ କରିଛନ୍ତି। ମହିଳାଙ୍କୁ…

5 years ago