Home Middle

ଯୋଗ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି, ୩୦ ହଜାର ଲୋକଙ୍କ ସହ ମିଶି କଲେ ଯୋଗ

ରାଞ୍ଚି, ୨୧।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଝାଡଖଣ୍ଡର ରାଜଧାନୀ ରାଞ୍ଚିରେ ଆୟୋଜିତ ହୋଇଥିବା ଏକ କାର୍ଯ୍ୟକ୍ରମରେ ପ୍ରାୟ…

5 years ago

ଘୁଞ୍ଚିଲା ଯୁକ୍ତ୨ ନାମଲେଖା ଅବଧି

ଭୁବନେଶ୍ୱର,୨୧।୬(ବ୍ୟୁରୋ) : ଯୁକ୍ତ୨ ନାମଲେଖା ଅବଧିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଯୁକ୍ତ୨ ନାମଲେଖା ପାଇଁ ଆବେଦନ ଅବଧି ୫…

5 years ago

ଦିଲ୍ଲୀ ଗସ୍ତରୁ ଫେରିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬ (ବ୍ୟୁରୋ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦୁଇଦିନିଆ ନୂଆଦିଲ୍ଲୀ ଗସ୍ତରୁ ଫେରିଛନ୍ତି। ଏକ ଦେଶ, ଏକ ନିର୍ବାଚନ ପ୍ରସଙ୍ଗରେ ହୋଇଥିବା ବୈଠକରେ ଯୋଗ ଦେବା…

5 years ago

ଆଜିଠୁ ମୌସୁମୀ ବର୍ଷା : ୩ ଦିନ ବର୍ଷିବ, ଉପକୂଳ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟିବ। ସ୍ବାଭାବିକ (ଜୁନ ୧୦)ଠାରୁ ୧୦ ଦିନ ପରେ ରାଜ୍ୟକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବ। ୨୧ ତାରିଖ…

5 years ago

ଆଜି ପ୍ରକାଶ ପାଇବ ଯୁକ୍ତ୨ କଳା, ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇବ। ଅପରାହ୍ନ ୩ଟା ୩୦ରେ…

5 years ago

ଇସଲାମିକ୍‌ ଷ୍ଟେଟ୍‌ ଆତଙ୍କବାଦୀ ସଂଗଠନର ଷଡ଼ଯନ୍ତ୍ର: ଭାରତ ମହାସାଗର ବାଟେ ଦେଶରେ ଅନୁପ୍ରବେଶ ଯୋଜନା

ନୂଆଦିଲ୍ଲୀ,୨୦।୬: ଭାରତରେ ଅନୁପ୍ରବେଶ ପାଇଁ ଇସଲାମିକ୍‌ ଷ୍ଟେଟ୍‌ ଆତଙ୍କବାଦୀ ସଂଗଠନ ପକ୍ଷରୁ ଷଡ଼ଯନ୍ତ୍ର କରାଯାଇଛି। ଭାରତ ମହାସାଗର ବାଟେ ଦେଶରେ ପ୍ରବେଶ କରିବା ମାଷ୍ଟର ପ୍ଲାନ ପ୍ରସ୍ତୁତ…

5 years ago

ଜନ୍ମମାଟିରେ ଶହୀଦ ଅଜିତ୍‌ଙ୍କ ମରଶରୀର: ଶେଷ ଦର୍ଶନ ପାଇଁ ଗ୍ରାମରେ ଜନସମୁଦ୍ର, ଗ୍ରାମ ଶ୍ମଶାନରେ କରାଯିବ ଶେଷକୃତ୍ୟ

କାମାକ୍ଷାନଗର,୨୦।୬(ଡି.ଏନ୍‌.ଏ.): ଶହୀଦ ଅଜିତ୍‌ ସାହୁଙ୍କ ମରଶରୀର ଜନ୍ମମାଟି ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ବଡ଼ସୁଆଁଳ ଗ୍ରାମରେ ପହଞ୍ଚିଛି। ସେଠାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ବହୁ ପ୍ରଶାସନିକ…

5 years ago

୨୦୨୦ ସୁଦ୍ଧା ୨୧ ଭାରତୀୟ ସହର ହେବ ଭୂତଳ ଜଳ ଶୂନ୍ୟ: ନୀତି ଆୟୋଗ ରିପୋର୍ଟ

ନୂଆଦିଲ୍ଲୀ,୨୦।୬: ଦେଶରେ ଜଳସଙ୍କଟ ଉତ୍କଟ ହେବାରେ ଲାଗିଛି। ଜଳବାୟୁ ପରିବର୍ତ୍ତନ ତଥା କଂକ୍ରିଟ୍‌ ଜଙ୍ଗଲ ଯୋଗୁ ଧୀରେଧୀରେ ଭୂତଳ ଜଳସ୍ତର କମିବାରେ ଲାଗିଛି। ଆସନ୍ତା ୨୦୨୦ ସୁଦ୍ଧା…

5 years ago

ବଦଳିଲା ନିଷ୍ପତ୍ତି, ଶୁକ୍ରବାର ଖୋଲିବ ସ୍କୁଲ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଶୁକ୍ରବାର ଖୋଲିବ ରାଜ୍ୟର ସମସ୍ତ ସ୍କୁଲ। ପାଗରେ ପରିବର୍ତ୍ତନ ତଥା ଖରା କମିଯିବାରୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ପ୍ରଥମେ…

5 years ago

ବିନା ଭେଦଭାବରେ ଦେଶର ସାମୁହିକ ବିକାଶ ପାଇଁ କାର୍ଯ୍ୟ କରୁଛନ୍ତି ଏନ୍‌ଡ଼ିଏ ସରକାର: ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୦।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାର୍ଲାମେଣ୍ଟର ସେଣ୍ଟ୍ରାଲ୍‌ ହଲରେ ଗୁରୁବାର ସମବେତ ରାଜ୍ୟ ସଭା ଏବଂ ଲୋକ ସଭା ଏମ୍‌ପିଙ୍କୁ ସମ୍ବୋଧିତ କରିଛନ୍ତି। ଏନ୍‌ଡ଼ିଏ ସରକାର ବିନା…

5 years ago

ହିଜ୍‌ବୁଲ୍‌ ମୁଜାହିଦ୍ଦିନ୍‌ରେ ଭର୍ତ୍ତି ପାଇଁ ନୂଆ ସର୍ତ୍ତ: ପ୍ରଥମେ ଭାରତୀୟ ସେନା ଉପରେ କରିବାକୁ ହେବ ଆକ୍ରମଣ

ଶ୍ରୀନଗର,୨୦।୬: ଆତଙ୍କବାଦୀ ସଂଗଠନ ହିଜ୍‌ବୁଲ୍‌ ମୁଜାହିଦ୍ଦିନ୍‌ରେ ଭର୍ତ୍ତି ପାଇଁ ନୂଆ ସର୍ତ୍ତ ରଖାଯାଇଛି। ଆତଙ୍କବାଦୀ ସଂଗଠନରେ ଯୋଗଦେବା ଲାଗି ଆବେଦନକାରୀଙ୍କ ଆଗ୍ରହ ପ୍ରଥମେ ପ୍ରମାଣ କରିବାକୁ ହେବ।…

5 years ago

ଗାଁ ସମସ୍ୟା ବୁଝିବାକୁ ୫ କି.ମି. ଚାଲିଲେ ବିଡିଓ

ପାପଡାହାଣ୍ଡି,୨୦। ୬(ଡି.ଏନ.ଏ.): ଦୀର୍ଘ ଦିନ ହେଲା ଗ୍ରାମରେ ଲାଗି ରହିଛି ବିଭିନ୍ନ ସମସ୍ୟା । ପାନୀୟ ଜଳ, ବିଦ୍ୟୁତ୍‌, ଶିକ୍ଷା, ଆବାସ ଯୋଜନା ଆଦି ପହଞ୍ଚିିପାରିନି। ଗ୍ରାମର…

5 years ago