Home Middle

ବାଲିଅନ୍ତାରେ ଯୁବକଙ୍କୁ ଗୋଡ଼ାଇ ଖଣ୍ଡାରେ ହାଣିବା ଘଟଣା: ଅଭିଯୁକ୍ତ ବଡ଼ ଭାଇ ଗିରଫ, କେନାଲରୁ ହତ୍ୟାକାଣ୍ଡରେ ବ୍ୟବହୃତ ଖଣ୍ଡା ଜବତ

ବାଲିଅନ୍ତା,୯।୬(ଡି.ଏନ୍‌.ଏ.): ବାଲିଅନ୍ତା ଥାନା ପାହାଳ ଫାଣ୍ଡି ପଞ୍ଚମୁଖୀ ବିହାର ଆପାର୍ଟମେଣ୍ଟ ମୁଖ୍ୟ ଫାଟକ ନିକଟରେ ଶୁକ୍ରବାର ପ୍ରୀତମ କୁମାର ରାଉତରାୟ ନାମକ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ…

5 years ago

ଖାଦ୍ୟ ପାଇଁ ସଂଗ୍ରାମ: କର୍ବେଟ ଅଭୟାରଣ୍ୟରେ ବଢୁଛି ହାତୀ-ବାଘ ମୁହାଁମୁହିଁ ଘଟଣା

ଡେରାଡୁନ୍‌,୯।୬: ଉତ୍ତରାଖଣ୍ଡରେ ଥିବା କର୍ବେଟ ଅଭୟାରଣ୍ୟରେ ହାତୀ-ବାଘ ମୁହାଁମୁହିଁ ଘଟଣା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ୨୦୧୪ଠାରୁ ୨୦୧୯ ପର୍ଯ୍ୟନ୍ତ ଗତ ୫ ବର୍ଷରେ ଏଠାରେ ୨୧ ହାତୀଙ୍କ…

5 years ago

ଭାରତ ମହାସାଗର ଅଞ୍ଚଳରେ ମୋଦିଙ୍କ ଶାନ୍ତି ପ୍ରୟାସ: ଚାଇନାର ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ,୯।୬: ଭାରତ ମହାସାଗର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆରମ୍ଭ କରିଛନ୍ତି ନୂଟନୀତି। ମୋଦି ମାଳଦ୍ୱୀପ ଏବଂ ଶ୍ରୀଲଙ୍କା ସହିତ ସମ୍ପର୍କ ବଢ଼ାଇବାର ଯୋଜନା କରିଛନ୍ତି। ମାଳଦ୍ୱୀପରେ…

5 years ago

ଢେଙ୍କାନାଳରେ ଭୁଶୁଡ଼ିଲା ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରୀ: ୪ ମୃତ, ୨ ଗୁରୁତର

ଢେଙ୍କାନାଳ ଅଫିସ,୯।୬: ଢେଙ୍କାନାଳ ସହର ଅଳସୁଆ ହାଟ ନିକଟରେ ଥିବା ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରୀ ଭୁଶୁଡ଼ି ପଡ଼ିବାରୁ ରବିବାର ୪ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ୨ଜଣ…

5 years ago

ଅଶାନ୍ତ ପଶ୍ଚିମବଙ୍ଗ: ଦଳୀୟ ପତାକା ପାଇଁ କର୍ମୀଙ୍କ ଜୀବନ ଗଲା

କୋଲକତା, ୯।୬: ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ଥମିବାର ନାଁ ଧରୁନି। ଉତ୍ତର ୨୪ ପ୍ରଗଣା ଜିଲାରେ ଦଳୀୟ ପତାକାକୁ କେନ୍ଦ୍ର କରି ୪ ଜଣ ଭାଜପା କର୍ମୀଙ୍କୁ…

5 years ago

ଅନନ୍ୟା ନନ୍ଦିନୀ: ରାଜନୀତି ଓ ସାହିତ୍ୟର ଯୁଗଳବନ୍ଦୀ; ଆଗାମୀ ପିଢ଼ି ପାଇଁ ଆଦର୍ଶ

ଜନ୍ମ ଆଉ ମରଣ ଭିତରେ ଥିବା ବ୍ୟବଧାନକୁ ଯଦି ଜୀବନ କୁହାଯାଏ, ତେବେ ସବୁ ଜୀବନ ସମାନ ନୁହେଁ। ଆପଣା ପାଇଁ ବଞ୍ଚିରୁହନ୍ତି ସାଧାରଣ ମଣିଷ। ମାତ୍ର…

5 years ago

ରାଜ୍ୟରେ ନବୀନଙ୍କ ଉପଯୁକ୍ତ ବିକଳ୍ପ ସୃଷ୍ଟି ହୋଇନାହାନ୍ତି: ମହମ୍ମଦ ମୋକିମ

ଦେଶରେ ମୋଦି ଓ ରାଜ୍ୟରେ ନବୀନଙ୍କ ପ୍ରଚଣ୍ଡ ହାୱା। ୨୦୧୯ ସାଧାରଣ ନିର୍ବାଚନରେ କେନ୍ଦ୍ରରେ ମୋଦିଙ୍କ ନେତୃତ୍ୱାଧୀନ ଭାଜପା ଦ୍ୱିତୀୟ ଥର କ୍ଷମତାସୀନ ହୋଇଥିବାବେଳେ ରାଜ୍ୟରେ ମଧ୍ୟ…

5 years ago

ବିଶ୍ୱକୁ ବିପଦ ଆତଙ୍କବାଦ

ମାଲେ,୯।୬(ପି.ଟି.): ରାଷ୍ଟ୍ର ପ୍ରାୟୋଜିତ ଆତଙ୍କବାଦ ମାନବ ସମାଜ ପାଇଁ ସବୁଠୁ ବଡ଼ ଚ୍ୟାଲେଞ୍ଜ ବୋଲି ମାଳଦ୍ୱୀପ ପାର୍ଲାମେଣ୍ଟକୁ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଏହି…

5 years ago

୭ ଦିନରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର, ୯ା୬(ବ୍ୟୁରୋ): ୮ ଦିନ ବିଳମ୍ବରେ ଶନିବାର କେରଳ ଉପକୂଳ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏହାର ପ୍ରଭାବରେ କେରଳର ଅଧିକାଂଶ ଅଞ୍ଚଳରେ ଭଲ ବର୍ଷା ହୋଇଛି।…

5 years ago

କେରଳ ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ,୮।୬: ସବୁ ପ୍ରତିକ୍ଷାର ଅନ୍ତ ଘଟାଇ ଶେଷରେ କେରଳ ଛୁଇଁଛି ମୌସୁମୀ। ଏହାର ପ୍ରଭାବରେ ଉପକୂଳ ଅଞ୍ଚଳରେ ପ୍ରବଳ ବର୍ଷା ଅନୁମାନ କରାଯାଇଛି। ଜାତୀୟ ପାଣିପାଗ ବିଭାଗର…

5 years ago

ବିଶ୍ୱ ମହାସାଗର ଦିବସ: ପ୍ରଦୂଷଣ ଯୋଗୁ ପ୍ରତିବର୍ଷ ୧୦ ଲକ୍ଷ ପକ୍ଷୀ ଏବଂ ଏକ ଲକ୍ଷ ସାମୁଦ୍ରିକ ଜୀବଙ୍କ ମୃତ୍ୟୁ ଘଟୁଛି

ଓ୍ବାଶିଂଟନ,୮।୬: ବୃଦ୍ଧି ପାଉଥିବା ପ୍ରଦୂଷଣର ପ୍ରଭାବ ମହାସାଗର ଉପରେ ପଡ଼ିବାରେ ଲାଗିଛି। ଏଥିଯୋଗୁ ପ୍ରତିବର୍ଷ ୧୦ ଲକ୍ଷ ପକ୍ଷୀ ଏବଂ ଏକ ଲକ୍ଷ ସାମୁଦ୍ରିକ ଜୀବଙ୍କ ମୃତ୍ୟୁ…

5 years ago

ପୃଥିବୀରେ ୨ କୋଟି ୩୦ଲକ୍ଷରୁ ଅଧିକ ବାଳିକା ବଧୂ: ୟୁନିସେଫ୍‌ ରିପୋର୍ଟ

ନ୍ୟୁୟର୍କ,୮।୬: ପୃଥିବୀରେ ଶିଶୁ କନ୍ୟା ଏବେ ମଧ୍ୟ ଅବହେଳିତ। ନାନା ପ୍ରକାର ସତେଚନତା କାର୍ଯ୍ୟକ୍ରମ ପରେ ବି ବିଭିନ୍ନ ରାଷ୍ଟ୍ରରେ ବାଳିକାଙ୍କୁ ବିବାହଯୋଗ୍ୟା ବୟସ ପୂର୍ବରୁ ଦାମ୍ପତ୍ୟ…

5 years ago