Home Middle

ମୁଜାଫର୍‌ପୁର ଶେଲ୍ଟର ହୋମ୍‌ ମାମଲା: ୩ ମାସରେ ତଦନ୍ତ ଶେଷ କରିବା ଲାଗି ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୬: ମୁଜାଫର୍‌ପୁର ସେଲ୍ଟର ହୋମ୍‌ ମାମଲାରେ ତଦନ୍ତ ଶେଷ କରିବା ଲାଗି ସୁପ୍ରିମକୋର୍ଟ ସୋମବାର ସିବିଆଇକୁ ୩ ମାସର ମହଲତ ଦେଇଛନ୍ତି। ସର୍ବୋଚ୍ଚ ଅଦାଲତର ଅବକାଶକାଳୀନ ଖଣ୍ଡପୀଠର…

5 years ago

ନିୟମ ମାନୁନାହାନ୍ତି ପୌରସଂସ୍ଥା

ଭୁବନେଶ୍ୱର,୪ା୬(ବ୍ୟୁରୋ): ରାଜ୍ୟରେ ବର୍ଜ୍ୟବସ୍ତୁ ବୋଝ ବଢ଼ିବାରେ ଲାଗିଛି। ଦ୍ରୁତ ସହରୀକରଣ ଏବଂ ବେପରୁଆ ବର୍ଜ୍ୟବସ୍ତୁ ପରିଚାଳନା ଯୋଗୁ ଦୈନିକ ଶହ ଶହ ମେଟ୍ରିକ ଟନ୍‌ ଅଳିଆ ଏଣେତେଣେ…

5 years ago

ଡୋଭାଲ୍‌ଙ୍କୁ କ୍ୟାବିନେଟ୍‌ ର଼୍ୟାଙ୍କ୍‌: ବଢ଼ିଲା କାର୍ଯ୍ୟକାଳ

ନୂଆଦିଲ୍ଲୀ,୩।୬: ଭାରତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍‌ ଡୋଭାଲ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି  କ୍ୟାବିନେଟ୍‌ ର଼୍ୟାଙ୍କ୍‌ ପ୍ରଦାନ କରିଛନ୍ତି। ଏହା ସହିତ ସେ ଏହି ପଦବୀରେ ଆଗାମୀ ୫…

5 years ago

ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ: ପାସ୍‌ ହାର ୭୨.୩୩%

ଭୁବନେଶ୍ୱର, ୩।୬(ବ୍ୟୁରୋ): ସୋମବାର ପ୍ରକାଶ ପାଇଛି ବିଜ୍ଞାନ ପରୀକ୍ଷା ଫଳ। ମଧ୍ୟାହ୍ନ ୧୨ଟାରେ ଭୁବନେଶ୍ୱରସ୍ଥିତ ଜୟଦେବ ଭବନର ଗୀତଗୋବିନ୍ଦ ଅଡିଟୋରିୟମ୍‌ରେ ପରୀକ୍ଷା ଫଳ ପ୍ରକାଶ ପାଇଛି। ସ୍କୁଲ…

5 years ago

ଦକ୍ଷିଣ ରାଜ୍ୟ ଆଗରେ ମୁଣ୍ଡ ନୋଇଲେ କେନ୍ଦ୍ର ସରକାର: ଶିକ୍ଷା ନୀତି ଡ୍ରାଫ୍ଟ୍‌ରେ ପରିବର୍ତ୍ତନ; ଏବେ ହିନ୍ଦୀ ନୁହେଁ ଅନିବାର୍ଯ୍ୟ

ନୂଆଦିଲ୍ଲୀ,୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ପୁଣି ଥଥରେ କ୍ଷମତାକୁ ଆସିବାରେ ପରେ ଶିକ୍ଷାନୀତିରେ ପରିବର୍ତ୍ତନ ପାଇଁ ଏକ ଡ୍ରାଫ୍ଟ୍‌ ପ୍ରସ୍ତୁତ କରିଥିଲେ। ଏଥିରେ ହିନ୍ଦୀ ଭାଷାକୁ…

5 years ago

ଜଳ ସଙ୍କଟ ଉତ୍କଟ: ଦେଶର ୯୧ ଜଳାଶୟରେ ରହିଛି ୨୦ ପ୍ରତିଶତ ଜଳ

ନୂଆଦିଲ୍ଲୀ,୩।୬: ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ସମ୍ପ୍ରତି ଦେଶର ୯୧ ଟି ଜଳାଶୟରେ ମାତ୍ର ୨୦ ପ୍ରତିଶତ ଜଳ ରହିଥିବା କେନ୍ଦ୍ରୀୟ ଜଳ ଆୟୋଗ ପକ୍ଷରୁ…

5 years ago

ଶୋପିଆନ୍‌ରେ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୩।୬: ଦକ୍ଷିଣ କଶ୍ମୀରର ଶୋପିଆନ୍‌ରେ ଅପରେଶନ୍‌ ଅଲଆଉଟ୍‌ ଅନ୍ତର୍ଗତ ମିଳିତ ସୁରକ୍ଷାକର୍ମୀଙ୍କୁ ସୋମବାର ବଡ଼ ସଫଳତା ମିଳିଛି। ଏଠାରେ ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ…

5 years ago

ସିଆଚେନ୍‌: ଯୁଦ୍ଧରେ ନୁହେଁ ନିମ୍ନ ତାପମାତ୍ରା ଏବଂ ଭୂସ୍ଖଳନରେ ଅଧିକ ଯବାନଙ୍କ ମୃତ୍ୟୁ ଘଟେ !

ନୂଆଦିଲ୍ଲୀ,୩।୬: ସିଆଚେନ୍‌ରେ ୧୨ ହଜାରରୁ ୨୦ ହଜାର ଫୁଟ ଉଚ୍ଚତାରେ ଭାରତୀୟ ସେନା ଦେଶର ସୀମା ସୁରକ୍ଷା କାର୍ଯ୍ୟ କରିଥାନ୍ତି। ଏଠାକାର ତାପମାତ୍ରା ଅଧିକାଂଶ ସମୟରେ ମାଇନସ୍‌…

5 years ago

ଭାରତର ରାଫାଲ-ଚିନୁକ୍‌-ଆପାଚେ ନେଇ ଚାଇନା ଓ ପାକିସ୍ତାନକୁ ଘାରିଛି ସୁରକ୍ଷା ଚିନ୍ତା

ନୂଆଦିଲ୍ଲୀ, ୩।୬: ଆଗାମୀ ଦିନରେ ଭାରତର ପ୍ରତିରକ୍ଷା ବ୍ୟବସ୍ଥା ବେଶ୍‌ ସୁଦୃଢ଼ ହେବାକୁ ଯାଉଛି। କିଛି ମାସ ମଧ୍ୟରେ ଭାରତକୁ ରାଫାଲ୍‌ ଯୁଦ୍ଧ ବିମାନ ମିଳିବ। ୨୦୨୨…

5 years ago

କମିଲାନି ବିଦ୍ୟୁତ୍‌ ଯାତନା

ପୁରୀ ଅଫିସ/ନିମାପଡ଼ା,୩ା୬(ଡି.ଏନ.ଏ.): ୨୦୧୯ ମେ ୩ ତାରିଖ ଥିଲା ଉପକୂଳବର୍ତ୍ତୀ ପୁରୀ ଜିଲା ପାଇଁ ଅଭିଶପ୍ତ ଦିନ। ସେହିଦିନ ପୂର୍ବାହ୍ନରେ ତାଣ୍ଡବ ରଚାଇଥିଲା ବାତ୍ୟା ଫନୀ। ପବନର…

5 years ago

ଅଲିଭା ସ୍ବାକ୍ଷର ଛାଡ଼ିଗଲେ ‘କଳ୍ପନା’

(ରତନ ନାୟାର) ଢେଙ୍କାନାଳ ଅଫିସ, ୩।୬:  ପିଲାଟି ଦିନରୁ ଦୁଃସାହସୀ ଥିଲେ କଳ୍ପନା। ପିଲାବେଳୁ ଏଭରେଷ୍ଟ ଶିଖର ଛୁଇଁବା ସ୍ବପ୍ନ ଦେଖିଥିଲେ ସେ। ଏହି ଇଚ୍ଛା ପୂରଣ କରିବାକୁ…

5 years ago

ପିନାକୀ ବିଜେଡି ଲୋକ ସଭା ଦଳର ନେତା ମନୋନୀତ

ଭୁବନେଶ୍ୱର, ୨।୬: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ସାଂସଦ ପିନାକୀ ମିଶ୍ରଙ୍କୁ ଲୋକ ସଭାରେ ବିଜେଡି ସଂସଦୀୟ ଦଳ ନେତା ଭାବେ ମନୋନୀତ…

5 years ago